Browsing Tag

sora news

ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କ ଆତ୍ମହତ୍ୟା

ସୋର : ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କ ଆତ୍ମହତ୍ୟା । ବାଲେଶ୍ଵର ଜିଲ୍ଲା ସୋର ଥାନା ଆଟପୁର ପଞ୍ଚାୟତ ହଂସୀପାଟଣା ଗ୍ରାମର ଜଣେ ଅଙ୍ଗନବାଡ଼ି କର୍ମୀ ଅଙ୍ଗନବାଡ଼ି କେନ୍ଦ୍ର ପରିସରରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ମୃତ କର୍ମୀ ଜଣଙ୍କ ହେଲେ ଗ୍ରାମର ସବିତା ମହାନ୍ତି
Read More...

ସଡ଼କ ଦୁର୍ଘଟଣାରେ ବାଇକ୍ ଆରୋହୀ ମୃତ

ସୋର : ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ତୁଣ୍ଡରା ଛକରେ ଗତକାଲି ରାତି ପ୍ରାୟ ୧୧ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଥିବାର ଖବର ମିଳିଛି । ସୂଚନା ଅନୁଯାୟୀ, ତୁଣ୍ଡୁରା ଗ୍ରାମର ପ୍ରଦୀପ କୁମାର ବାରିକ ତାଙ୍କ ବାପାଙ୍କୁ ବାଲେଶ୍ୱର ରେଳ ଷ୍ଟେସନକୁ ଆଣିବାକୁ ଯାଉଥିବା ବେଳେ ଜୟଦେବ କଷବା
Read More...

ଖରିଦା ଗ୍ରାମର ଲକ୍ଷ୍ମୀନାରାୟଣ ମନ୍ଦିରରୁ ଚୋରି

ସୋରୋ : ବିଳମ୍ୱିତ ରାତିରେ ଦୁର୍ବୃତ୍ତମାନେ ମନ୍ଦିରରୁ ଲୁଟିନେଲେ ସୁନା ରୂପା ଗହଣା । ସୋରୋ ପୌରପାଳିକା ଅନ୍ତର୍ଗତ ଖରିଦା ଗ୍ରାମରେ ଥିବା ଲକ୍ଷ୍ମୀନାରାୟଣ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ନେଇ ସୋର ଥାନାରେ ଅଭିଯୋଗ ହୋଇଛି । ଏହି ଗ୍ରାମରେ ଥିବା ଲକ୍ଷ୍ମୀନାରାୟଣ
Read More...

କୋଇଲା ବୋଝେଇ ଟ୍ରେନରେ ନିଆଁ

ସୋର : ଭଦ୍ରକରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିବା ସୂଚନା ମିଳିଛି । ସୋର ଷ୍ଟେସନ ନିକଟରେ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିବାର ସ୍ଥାନୀୟ ଲୋକେ ଦେଖି ୧୧୨ ମାଧ୍ୟମରେ ସୋର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ସୋର ଅଗ୍ନିଶମ ବିଭାଗର
Read More...

ସଡ଼କ ଦୁର୍ଘଟଣା : ୭ ଗୁରୁତର

ସୋର : ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ପାରଦୀପା ଗ୍ରାମର ୯ ଜଣ ବରଯାତ୍ରୀଙ୍କୁ ନେଇ କଟକରୁ ପାରଦୀପା ଗ୍ରାମକୁ ଫେରୁଥିବା ବେଳେ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡା ମଡ଼ର୍ଣ୍ଣ ହୋଟେଲ ନିକଟରେ ଏକ ବାଲି ବୋଝେଇ ଡମ୍ପର ରାସ୍ତା ଉପରେ ଛିଡା ହୋଇଥିବା ବେଳେ ବୋଲେରୋଟି ଡମ୍ପରକୁ ପଛରୁ
Read More...

କାର୍‌ ଓ ବାଇକ୍‌ ମଧ୍ୟରେ ଧକ୍କା

ସୋର : ବାଲେଶ୍ୱର ବାସୁଦେବପୁର ଜାନୁଝାଡି ରାସ୍ତା ବାଡୁଳି ଛକରେ ଦୁର୍ଘଟଣା ଘଟିଥିବା ଖବର ମିଳିଛି । କାର୍‌ ଓ ବାଇକ୍‌ ମଧ୍ୟରେ ଧକ୍କା ହୋଇଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି । ଯୁବକ ୨ ଜଣ ହେଲେ ସୋର ବ୍ଲକ ବାଳଙ୍ଗ ଗାଁର ରଶ୍ମିରଞ୍ଜନ ଧଳ ଏବଂ ଶିରାପୁର ଗାଁର
Read More...

କଣ୍ଟେନର ଭିତରେ ପଡିଛି ଡ୍ରାଇଭରଙ୍କ ମୃତଦେହ

ସୋର : ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ୧୬ ନମ୍ବର ଜାତୀୟ ରାଜପଥ ମଞ୍ଜରୀପୁରଠାରେ ଏକ କଣ୍ଟେନରଟି ୩ ଦିନ ହେବ ରାଜପଥ କଡ଼ରେ ଅଟକି ରହିଛି । ରବିବାର ଡ୍ରାଇଭର ଜଣଙ୍କର ମୃତ୍ୟୁ ହେବା ପରେ ଦୁର୍ଗନ୍ଧ ଆସିବାରୁ ପାର୍ବତୀ ଢାବାର ମାଲିକ ବିଜୟ ବେହେରା କଣ୍ଟେନର ନିକଟକୁ ଯାଇ ଦେଖିଥିଲେ । ବିଜୟ
Read More...

ତିନୋଟି ବିରଳ ଧଳା ଗରୁଡ ପକ୍ଷୀ ଉଦ୍ଧାର

ସୋର : ସିମୁଳିଆ ଅଞ୍ଚଳରୁ ତିନୋଟି ବିରଳ ଧଳା ଗରୁଡ ପକ୍ଷୀ ଉଦ୍ଧାର ହୋଇଥିବା ଖବର ମିଳିଛି । ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ କହ୍ନେଇବିନ୍ଧା ପଞ୍ଚାୟତ ତୀରଖୁଆ ଗ୍ରାମରେ ଏହି ବିରଳ ପକ୍ଷୀ ଉଦ୍ଧାର କରାଯାଇଛି । ଗ୍ରାମବାସୀ ଚାଷଜମିକୁ ଆସିଥିବା ବେଳେ ଏକ ଛୋଟ ଭଙ୍ଗା ତାଳ ଗଛରେ ତିନୋଟି
Read More...