ଗଣମାଧ୍ୟମର ଆରମ୍ଭ ଓ ଭୂମିକା
ଆମ ଭାରତରେ ୪ ଜୁଲାଇ ୧୯୬୬ରେ ପ୍ରେସ କାଉନସିଲ ଗଠନ ହୋଇଥିଲା । ୧୯୬୬ ମସିହା ନଭେମ୍ବର ୧୬ରେ ଏହା କାର୍ଯ୍ୟକାରୀ ହେଲା । ତେଣୁ ପ୍ରତିବର୍ଷ ନଭେମ୍ବର ୧୬ ତାରିଖ ଦିନଟି ଜାତୀୟ ପ୍ରେସ ଦିବସ ଭାବରେ ପାଳନ କରାଯାଏ ।
ପ୍ରତି ବର୍ଷ ନଭେମ୍ବର ୧୬ରେ ପାଳନ କରାଯାଇଥାଏ ଜାତୀୟ ପ୍ରେସ ଦିବସ ।!-->!-->!-->…
Read More...
Read More...