Browsing Tag

subarnapur news

ବୀରମହାରାଜପୁରରେ ବିଧାନସଭା କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ବିଧାନସଭା କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଆପ୍ ବଲାଙ୍ଗିର ଜିଲ୍ଲା ଆବାହକ ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେ ଏବଂ ବଲାଙ୍ଗିର ଟାଉନ୍ ଇନ୍‌ଚାର୍ଜ ଯୋଗ ଦେଇ କାର୍ଯ୍ୟକର୍ତ୍ତା ମାନଙ୍କୁ ଗାଁ ଗାଁ ଯାଇ କାମ
Read More...

ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ଜିଲ୍ଲାର ଚାଷ ଓ ଚାଷୀଙ୍କ ଅର୍ଥନୈତିକ ବିକାଶ ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ଅଧ୍ୟକ୍ଷ, ପଶ୍ଚିମ ଓଡିଶା ବିକାଶ ପରିଷଦ ଅସିତ ତ୍ରିପାଠୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ତା ୦୧.୧୧.୨୦୨୨ରିଖରେ ଅପରାହ୍ନରେ
Read More...

ଜିଲ୍ଲାସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ
Read More...

ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପରିପ୍ରେକ୍ଷୀରେ ଶପଥ ପାଠ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ତଥା ଦୁର୍ନୀତି ନିବାରଣ ବିଭାଗ ଆନୁକୂଲ୍ୟରେ ବିନିକା ବ୍ଲକ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ପରିପ୍ରେକ୍ଷୀରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Read More...

ସୁବର୍ଣ୍ଣପୁରଠାରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆର୍ଥିକ ଓ ସାମାଜିକ ନିରାପତ୍ତାକୁ ସୁଦୃଢ କରିବା ସହ ସଂଚୟକୁ ସୁନିଶ୍ଚିତ କରିବା ବାର୍ତ୍ତାରେ ଆଜି ସୁବର୍ଣ୍ଣପୁରଠାରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ ହୋଇଯାଇଛି । ଭବିଷ୍ୟତକୁ ନଜରରେ ରଖି କଷ୍ଟୋପାର୍ଜିତ ଅର୍ଥର ସଂଚୟ ଆତ୍ମନିର୍ଭର ହେବାକୁ
Read More...

ସୁବର୍ଣ୍ଣପୁର ଜିଲ୍ଲା ଖାଉଟି ସୁରକ୍ଷା ପରିଷଦ ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ଖାଉଟି ସୁରକ୍ଷା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଅଧ୍ୟକ୍ଷତା କରିଥିଲେ । ସଦସ୍ୟ ସଚିବ ତଥା ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ
Read More...

ସୁବର୍ଣ୍ଣପୁରରେ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଓ ପ୍ରଶମନ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଆବୋଲି ସୁନୀଲ ନରୱଣେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ
Read More...

ବାରାହା ଆକ୍ରମଣରେ ବନ କର୍ମଚାରୀ ଗୁରୁତର

ସୁବର୍ଣ୍ଣପୁର : ବାରାହା ଆକ୍ରମଣରେ ବନ କର୍ମଚାରୀ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ରେଞ୍ଜରେ ଏପରି ଘଟଣା ଦେଖିବାକୁ ମିଳିଛି । ବନ କର୍ମଚାରୀ ଜଣକ ହେଲେ ଆଶୁତୋଷ ହୋତା । ବାରାହାଟି କେନାଲରେ ଫସି ଯାଇଥିଲା ବେଳେ ତାକୁ ଉଦ୍ଧାର କରିବାକୁ
Read More...

ଗୁରୁଶିଷ୍ୟଙ୍କ ଅନନ୍ୟ କାର୍ଯ୍ୟକ୍ରମ ଦୀକ୍ଷାନ୍ତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା ସଙ୍ଗୀତ ନାଟକ ଏକାଡେମୀ ଓଡିଶା ସରକାରଙ୍କ ତରଫରୁ ରୁମୁକୁ ଝୁମାନା, ସେଲେଡି ଆନୁକୂଲ୍ୟରେ ଜିଲ୍ଲାର ଅବଲୁପ୍ତ ଲୋକ ସଂସ୍କୃତିର ପୁନଃରୁଦ୍ଧାର ପୂର୍ବକ ଓଡିଶା ସରକାରଙ୍କ କାର୍ଯ୍ୟକ୍ରମ ଦୀକ୍ଷାନ୍ତ ଗୁରୁ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ବାଇକ୍‌ ଆାରୋହୀ ମୃତ

ସୁବର୍ଣ୍ଣପୁର : ପାଣିସିଆଲି ଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ରାସ୍ତା କଡରେ ଛିଡା ହୋଇଥିବା ଟ୍ରକ୍‌କୁ ବାଇକ୍ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ସୂଚନା ଅନୁସାରେ, ମୃତକ ଦୁଇ ଜଣ ହେଲେ ବାବୁପାଲି ଗାଁର ସରୋଜ ଭୋଇ ଏବଂ
Read More...