Browsing Tag

subarnapur news

ନିର୍ଭୁଲ ଜନ ଗଣନା କ୍ରମରେ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଆଦର୍ଶ ଶିକ୍ଷକ ମାର୍କଣ୍ଡ ମିଶ୍ରଙ୍କ ପରଲୋକ

ସୋନପୁର, (କେପିଏନ୍‌ଏସ୍‌) : ନିର୍ଭୁଲ ଜନ ଗଣନା କ୍ରମରେ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଆଦର୍ଶ ଶିକ୍ଷକ ମାର୍କଣ୍ଡ ମିଶ୍ରଙ୍କ ପରଲୋକ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ମାର୍କଣ୍ଡ ମିଶ୍ର କଳାପଥର ଗ୍ରାମର ଜଣେ ଆଦର୍ଶ ଶିକ୍ଷକ, ଜଣେ ମିଷ୍ଠଭାଷୀ, ଲୋକପ୍ରିୟ ଓ ସ୍ନେହୀ ବ୍ୟକ୍ତିତ୍ୱ ଥିଲେ
Read More...

ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ଫିଫା ଫୁଟବଲ ଟୁର୍ଣ୍ଣାମେଣ୍ଟ କେରିଅର ଗଠନ କରିବା ପାଇଁ ଏକ ଅପୂର୍ବ ସୁଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଭୁବନେଶ୍ୱରଠାରେ ଫିଫା ୧୭ ବର୍ଷରୁ କମ ମହିଳା ବିଶ୍ୱକପ ଚାଲିଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲାରେ ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିକ୍ଷା
Read More...

ମହାଖଳା ପୂଜା ଅବସରରେ ମେଣ୍ଢା ଲଢେଇ

ସୁବର୍ଣ୍ଣପୁର : ହରଡଖୋଲ ଗାଁ ମହାଖଳା ପୂଜା ଅବସରରେ ମେଣ୍ଢା ଲଢେଇ ଆୟୋଜିତ ହୋଇଯାଇଛି । ଯେଉଁଥିରେ ଭାଗ ନେଇଥିଲେ ଆଖପାଖ ଗାଁ ଗୁଡିକର ପ୍ରାୟ ଦୁଇଶହ ମେଣ୍ଢା । ମ୍ୟାଚ ମଇଦାନରେ ଫବସି ଗାଁର ମେଣ୍ଢାକୁ ସାମ୍‌ନା କରିଥିଲା ବାଲଜୁରୀ ଗାଁର ମେଣ୍ଢା । ମେଣ୍ଢା ଲଢେଇକୁ ନେଇ ଦେଖଣାହାରୀଙ୍କ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୧୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ୧ ଗୋଟି ଅଭିଯୋଗର ତୁରନ୍ତ ସମାଧାନ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ
Read More...

ଲେମ୍ବୁପାଲିରେ ହାତୀ ଆତଙ୍କ

ସୁବର୍ଣ୍ଣପୁର : ଲେମ୍ବୁପାଲି ଗାଁରେ ଖେଳିଯାଇଛି ହାତୀ ଆତଙ୍କ । ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଲେମ୍ବୁପାଲି ଅଞ୍ଚଳରେ ଦେଖିବାକୁ ମିଳିଛି ୧୩ ଟିକିଆ ହାତୀପଲ । ବଲାଙ୍ଗିର ଜିଲ୍ଲା ଆଠଗାଁ ରେଞ୍ଜରୁ ଏହି ହାତୀପଲ ଆସିଥିବା ସୂଚନା ମିଳିଛି । କୁମ୍ଭାରମୁଣ୍ଡା ଫରେଷ୍ଟର ଦୀନେଶ କୁମାର
Read More...

ସୁବର୍ଣ୍ଣାଶ୍ରୀ ପାଳନ କଲା ବିଶ୍ୱ ସେରିବ୍ରାଲ ପାଲସି ଡେ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ, ଏସ୍‌ଏମ୍‌ଇ ବିଭାଗ, ରେଡକ୍ରସ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଓର୍‌ମାସ, ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବଂ ମିଶନ ଶକ୍ତି ବିଭାଗର ପୂର୍ଣ୍ଣ ସହଯୋଗରେ ଜିଲ୍ଲାର ଅଗ୍ରଣୀ
Read More...

ଦେଶାତ୍ମବୋଧକ ସଂଗୀତ ଓ ନୃତ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରଶାସନ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସୁବର୍ଣ୍ଣପୁର ଆନୁକୂଲ୍ୟ ରେ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଅବସରରେ ଲୋକ କଳା ଗ୍ରାମ କର୍ତ୍ତଙ୍ଗ ଠାରେ ଦେଶାତ୍ମବୋଧକ ସଂଗୀତ ଓ ନୃତ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର
Read More...

ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ଵଚ୍ଛ ସର୍ବେକ୍ଷଣ -୨୦୨୨ ନିମନ୍ତେ ପୁରସ୍କୃତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ଵଚ୍ଛ ସର୍ବେକ୍ଷଣ -୨୦୨୨ ନିମନ୍ତେ ପୁରସ୍କୃତ ହୋଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ତରଫରୁ ପ୍ରକଳ୍ପ ନିର୍ଦେଶକ, ସୁବର୍ଣ୍ଣପୁର ଜିଲ୍ଳା ସହରାଞ୍ଚଳ
Read More...

ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ଅଞ୍ଚଳର ବ୍ୟବସ୍ଥିତ ୦୩ଟି କେନ୍ଦ୍ରରେ ୧୮ରୁ ଅଧିକ ବୟସର…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ଜିଲ୍ଲାର ବିନିକା ଓ ବୀରମହାରାଜପୁର ଅଂଚଳର ୦୩ଟି ବ୍ୟବସ୍ଥିତ ଟୀକାକେନ୍ଦ୍ରରେ ୧୮ରୁ ଅଧିକ ବୟସର ହିତାଧିକାରୀଙ୍କ ସହ ଏଚସିଡବ୍ଲୁ /ଏଫଏଲଡବ୍ଲୁ ଏବଂ ୬୦ ବର୍ଷରୁ ଅଧିକ
Read More...

ସ୍ଵାଧୀନତାର ଉଚ୍ଛ୍ୱାସ ପର୍ବ ପାଇଁ ସୁବର୍ଣ୍ଣପୁର ଜିଲ୍ଲାରୁ ପବିତ୍ର ମାଟି ଓ ଜଳ ସଂଗ୍ରହ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସ୍ଵାଧୀନତାର ଅମୃତ ମହୋତ୍ସବ ଏବଂ ସ୍ଵାଧୀନତାର ଉଚ୍ଛ୍ଵାସ ପର୍ବ ଉପଲକ୍ଷେ ସମସ୍ତ ଜିଲ୍ଲାରୁ ପବିତ୍ର ମାଟି ଓ ଜଳ ରାଜ୍ୟ ବିଧାନସଭାରେ ବୃକ୍ଷ ରୋପଣ ପାଇଁ ପଠା ଯିବାର କାର୍ଯ୍ୟକ୍ରମ ସରକାର କରିଛିନ୍ତି । ସେହି କ୍ରମରେ ରାଜ୍ୟ ରାଜଧାନୀ ଭୁବନେଶ୍ୱର ପ୍ରେରଣ
Read More...