Browsing Tag

subarnapur news

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳ ଓ ସୋନପୁର ମ୍ୟୁନିସିପାଲିଟିର ବ୍ୟବସ୍ଥିତ ୨୩ଟି କେନ୍ଦ୍ରରେ ୧୮ ରୁ ଅଧିକ…

୧୨ ବର୍ଷରୁ ୧୪ବର୍ଷ ନିମନ୍ତେ ୨୪ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ଜିଲ୍ଲାରେ ପୌରନିର୍ବାଚନ ପରିଚାଳନା ତାଲିମ ଶିବିର ଅନୁଷ୍ଠିତ : ତାଲିମ ନେଲେ ୧୨୦ ଜଣ ଅଧିକାରୀ

ସୁବର୍ଣ୍ଣପୁର , (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି, ବିନିକା ଏନ୍‌ଏସି ଓ ତରଭା ଏନ୍‌ଏସିରେ ନିର୍ବାଚନ ପରିଚାଳନା ପାଇଁ ଆଜି ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୨୪ରେ ହେବାକୁ ଥିବା ଭୋଟଗ୍ରହଣ ପାଇଁ ୩ ଗୋଟି ପୌରାଞ୍ଚଳର ସମୁଦାୟ ୩୯ଟି
Read More...

ପ୍ରଦ୍ୟୁମ୍ନ ସାହୁ ଇନଟାକ୍ ସୋନପୁରର ନୂତନ ଆବାହକ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଐତିହ୍ୟର ସୁରକ୍ଷା ପାଇଁ ଜାତୀୟ ସ୍ତରରେ ସମର୍ପିତ ଅନୁଷ୍ଠାନ ଇଣ୍ଡିଆନ ନ୍ୟାସନାଲ ଟ୍ରଷ୍ଟ ଫର ଆର୍ଟ ଏଣ୍ଡ କଲଚରାଲ ହେରିଟେଜ୍ ବା ଇନଟାକ୍‌ର ସୋନପୁର ଚେପ୍ଟର ପାଇଁ ସୁନାମଧନ୍ୟ ସିନେ ଅଭିନେତା ପ୍ରଦ୍ୟୁମ୍ନ କୁମାର ସାହୁ ଆବାହକ ଭାବେ ମନୋନୀତ ହୋଇଛନ୍ତି ।
Read More...

ଆସନ୍ତାକାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳ ଓ ସୋନପୁର ମ୍ୟୁନିସିପାଲିଟିର ବ୍ୟବସ୍ଥିତ ୨୫ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ବୀରମହାରାଜପୁର, ଉଲୁଣ୍ଡା, ବିନିକା, ସୋନପୁର
Read More...

ଜିଲ୍ଲା ପରିଷଦର ପ୍ରଥମ ବୈଠକ : ଜିଲ୍ଲା ପରିଷଦ ସଭାପତି ଭାବେ ଶପଥ ଗ୍ରହଣ କଲେ ଶ୍ରୀମତୀ ସୁପାର ଠେଲା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ରାଜ୍ୟ ନିର୍ବାଚନ ଆୟୋଗଙ୍କ ବିଜ୍ଞପ୍ତି ସଂଖ୍ୟା ୨୭୪ ତା ୧୧.୦୧.୨୦୨୨ ପ୍ରକାରେ ସୁବର୍ଣ୍ଣପୁର ଜିଲ୍ଲା ପରିଷଦର ପ୍ରଥମ ବୈଠକ ସ୍ଥାନୀୟ ଜିଲ୍ଲା ପରିଷଦ ସଭା କକ୍ଷ ଠାରେ ଜିଲ୍ଲାପାଳ ସୁବର୍ଣ୍ଣପୁରଙ୍କ ବିଜ୍ଞପ୍ତି ସଂଖ୍ୟା ୩୭୨/ଗ୍ରା.ପ., ତା ୨୮.୦୨.୨୦୨୨ରିଖ
Read More...

ସୁପାର ଠେଲା ହେଲେ ସୁବର୍ଣ୍ଣପୁର ଜିଲ୍ଲା ପରିଷଦର ନୂତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପରିଷଦର ଅଧ୍ୟକ୍ଷ ପଦବୀ ନିର୍ବାଚନ ଆଜି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ସଦ୍ୟ ଅନୁଷ୍ଠିତ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନରେ ୧୩ଟି ଜିଲ୍ଲା ପରିଷଦ ଜୋନର ନବ ନିର୍ବାଚିତ ସଦସ୍ୟମାନେ
Read More...

ଲୋକକଳାକୁ ନେଇ ପଏଁରୀ ପକ୍ଷରୁ ରାଜ୍ୟସ୍ତରୀୟ ଆଲୋଚନା ଚକ୍ର

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : କଳା ଓ ସଂସ୍କୃତିର ଅଗ୍ରଣୀ ଅନୁଷ୍ଠାନ ପଏଁରୀ ପକ୍ଷରୁ ସୁବର୍ଣ୍ଣପୁର ଠାରେ ଗ୍ରାମୀଣ ଲୋକକଳାର ବିକାଶ ଏବଂ ସଂରକ୍ଷଣକୁ ନେଇ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । "ସାଂପ୍ରତିକ ପରିସ୍ଥିତିରେ ଲୋକକଳା ଏବଂ କଳାକାର" ଶୀର୍ଷକ
Read More...

ଆସନ୍ତାକାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ବ୍ୟବସ୍ଥିତ ୧୭ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର, ଉଲୁଣ୍ଡା, ବିନିକା, ତରଭା, ସୋନପୁର, (ଡୁଙ୍ଗୁରିପାଲି ବ୍ଲକ
Read More...

ସୁବର୍ଣ୍ଣପୁର ଜିଲ୍ଲାର ୬ଟି ବ୍ଲକରେ ଆଜି ନିଦ୍ୱର୍ନ୍ଦରେ ପଂଚାୟତ ସମିତି ଅଧ୍ୟକ୍ଷ ହେଲେ ନିର୍ବାଚିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲାରେ ନିକଟରେ ଅନୁଷ୍ଠିତ ହୋଇଯାଇଥିବା ତ୍ରିସ୍ତରୀୟ ପଂଚାୟତ ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ଆଜି ୬ଟି ବ୍ଲକ ଅଧ୍ୟକ୍ଷ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ପୂର୍ବ ନିର୍ଦ୍ଧାରିତ ସମୟରେ ନବ ନିର୍ବାଚିତ ସମିତି ସଭ୍ୟ ଓ
Read More...

ଶିବତଲା ପେକ୍ସ ଡାଟା ଏନ୍‌ଟ୍ରି ଅପରେଟର ଓ ଇନ୍‌ଚାର୍ଜ ସେକ୍ରେଟାରୀ ୮ ହଜାର ଟଙ୍କା ଲାଂଚ ନେବା ବେଳେ ଧରାପଡ଼ିଲେ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ତରଭା ବ୍ଲକ ଅଧୀନସ୍ଥ ଶିବତଲା ପେକ୍ସର ପେକ୍ସ ଡାଟା ଏନ୍‌ଟ୍ରି ଅପରେଟର ଦେବେନ୍ଦ୍ର ନାଏକ ଓ ଇନ୍‌ଚାର୍ଜ ସେକ୍ରେଟାରୀ କୁନା ନାଏକ ଆଜି ୮ ହଜାର ଟଙ୍କା ଲାଂଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଜଣାପଡ଼ିଛି । ପେକ୍ସରେ ଧାନ ବିକ୍ରି ଜଣେ
Read More...