Browsing Tag

subarnapur news

ମହାନଦୀରେ ମତ୍ସ୍ୟ ସମ୍ପଦ ବିକାଶ ଓ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ନିମନ୍ତେ ଉନ୍ନତ ମାଛ ଯାଁଆଳ ଛାଡ଼ିବା କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ, ଓଡିଶାଙ୍କ ନିର୍ଦେଶ କ୍ରମେ ମହାନଦୀରେ ମତ୍ସ୍ୟସମ୍ପଦ ବିକାଶ ଓ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ନିମନ୍ତେ ଉନ୍ନତ ମାଛ ଯାଁଆଳ ଛାଡିବା କାର୍ଯ୍ୟକ୍ରମ ସ୍ଥାନୀୟ ସର୍କିଟ ହାଉସ ଠାରେ ଜିଲ୍ଲା ମତ୍ସ୍ୟ ସମ୍ପଦ
Read More...

ସୁବର୍ଣ୍ଣପୁର ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟିର ସମୀକ୍ଷା ବୈଠକ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ନିର୍ବାଚନମଣ୍ଡଳୀ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅର୍ଥ ଓ ଅବକାରୀ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୁବର୍ଣ୍ଣପୁର,
Read More...

ସୁବର୍ଣ୍ଣପୁର ସହର ମଧ୍ୟରେ ୪-ଲେନ୍ ରାସ୍ତା ନିର୍ମାଣ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନର ଉଦ୍ୟମକ୍ରମେ ସୁବର୍ଣ୍ଣପୁର କଲେକ୍ଟରେଟ୍ ଅଫିସ ଦେଇ ମହାନଦୀ ବ୍ରିଜ୍ ଠାରୁ କୁଞ୍ଜଛକ ପର୍ଯ୍ୟନ୍ତ ପ୍ରସ୍ତାବିତ ଡିଭାଇଡର୍ ସହିତ ଅଟକି ରହିଥିବା ଚାରି ଥାକିଆ ରାସ୍ତାର ଶୀଘ୍ର ନିର୍ମାଣ ନିମନ୍ତେ କାର୍ଯ୍ୟ ଆରମ୍ଭ ହୋଇଛି ।
Read More...

ଖାଦ୍ୟ ଓ ପୃଷ୍ଟିସାର ସୁରକ୍ଷା ସଂପର୍କୀତ ଜାତୀୟ ଅଭିଯାନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : 'ଆଜାଦୀ କା ଅମୃତ' ମହୋତ୍ସବ ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା କୃଷି ବିଜ୍ଞାନ କେନ୍ଦ୍ର ଠାରେ 'କୃଷକଙ୍କ ଖାଦ୍ୟ ନିରାପତ୍ତା ଓ ପୃଷ୍ଟିସାର ସଂପର୍କୀତ ଜାତୀୟ ଅଭିଯାନ' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କ କୃଷି ମନ୍ତ୍ରଣାଳୟ ଓ
Read More...

ସୁବର୍ଣ୍ଣପୁର ଜିଲ୍ଲାର ଲୁତୁରପଙ୍କରେ ଶିକ୍ଷା ସେତୁ କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ଯୋଗଦାନ

ଏକ ବ୍ୟବସ୍ଥିତ ଶୈକ୍ଷିକ ପରିବେଶ ସୃଷ୍ଟି କରିବା ସହିତ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାର ଉନ୍ନତିରେ ସହାୟକ ହେଉଛି ଶିକ୍ଷା ସେତୁ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଶିକ୍ଷା ସେତୁ କାର୍ଯ୍ୟକ୍ରମରେ ବିରାମହାରାଜପୁର ବ୍ଲକ
Read More...

ଆସନ୍ତା ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ୧୮ରୁ ଅଧିକ ନାଗରିକଙ୍କ ପାଇଁ ୯୨ କେନ୍ଦ୍ରରେ ଟିକାକରଣ

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟିକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା ତା ୨୭/୦୮/୨୧ରୁ ତା ୩୧/୦୮/୨୧ରିଖ ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର
Read More...

ସୋନପୁର ମହାବିଦ୍ୟାଳୟ ଓଡିଆ ବିଭାଗ ତରଫରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୋନପୁର ମହାବିଦ୍ୟାଳୟ ଓଡିଆ ବିଭାଗ ତରଫରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଅଦ୍ୟ ତା୨୫/୮/୨୧ ଥିବା ୧୧ଘଣ୍ଟା ସମୟରେ ପାଳିତ ହୋଇଯାଇଛି । ବିଭାଗୀୟ ମୁଖ୍ୟ ଡକ୍ଟର ସୌରଭ ରଞ୍ଜନ ଖମାରୀଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

ଖରଜୁରା ଜନ ଆରୋଗ୍ୟ ସମିତି ଗଠିତ

ସୁବର୍ଣ୍ଣପୁର, ( ପ୍ରଭୁଦତ୍ତ ରଥ ) : ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧିନରେ ଥିବା ଖରଜୁରା ସ୍ଵାସ୍ଥ୍ୟ ଉପକେନ୍ଦ୍ର ଓ ସ୍ଵାସ୍ଥ୍ୟ ଆରୋଗ୍ୟ କେନ୍ଦ୍ରରେ ସଂପ୍ରତି ଜନ ଆରୋଗ୍ୟ ସମିତି ଗଠିତ ହୋଇଯାଇଛି । ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରର ଅଧିକ୍ଷକ ଡାକ୍ତର ସଂଗୀତା ଚୌଧୂରୀଙ୍କ
Read More...

ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ମାଗଣା କର୍କଟ ରୋଗ ପରାମର୍ଶ ଶିବିର

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୁବର୍ଣପୁର ଆନୁକୂଲ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜିଲ୍ଲା ସ୍ତରୀୟ ମାଗଣା କର୍କଟ ରୋଗ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ ମୁମ୍ବାଇର ପ୍ରଖ୍ୟାତ କର୍କଟ ରୋଗ ବିଶେଷଜ୍ଞ ଡାକ୍ତର
Read More...

ସୁବର୍ଣ୍ଣପୁରରେ ସ୍ୱଭାବ କବି ଗଂଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସ୍ୱଭାବ କବି ଗଂଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ଉତ୍ସବ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାହିତ୍ୟ - ସଂସ୍କୃତି ଅନୁଷ୍ଠାନ ମହାନଦୀ ସାହିତ୍ୟ ସଂସଦ ଓ ଜିଲ୍ଲା ସଂସ୍କୃତି ପରିଷଦ ଦ୍ୱାରା ଆୟୋଜିତ ମେହେର
Read More...