Browsing Tag

subarnapur news

ପ୍ରଥମ ମାସିକ ଶିକ୍ଷା ସେତୁ କାର୍ଯ୍ୟକ୍ରମ ସମୀକ୍ଷା ବୈଠକ : ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପ୍ରଦାନ କଲେ ପ୍ରଶଂସାପତ୍ର

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ପୂର୍ବାହ୍ନ ସମୟରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ଶିକ୍ଷା ସେତୁ କାର୍ଯ୍ୟକ୍ରମର ଅଗ୍ରଗତି ଉପରେ ପ୍ରଥମ ସମୀକ୍ଷା ବୈଠକ ବିଭାଗୀୟ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି । ସେ ଏହି ଅବସରରେ
Read More...

ସଦ୍‌ଭାବନା ଦିବସ ଉପଲକ୍ଷେ ଶପଥ ପାଠ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ତଥା ସଦ୍‌ଭାବନା ଦିବସ ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଶପଥପାଠ ଉତ୍ସବ ତା.୧୯/୦୮/୨୧ରିଖରେ କୋଭିଡ ନିୟମ ପାଳନ ପୂର୍ବକ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର
Read More...

ସୋନପୁର ବ୍ଲକକୁ ରାଜ୍ୟସ୍ତରୀୟ ସ୍ଵାସ୍ଥ୍ୟ ଟିମର ପରିଦର୍ଶନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଚାଲିଥିବା ତ୍ରିମାସିକ ସମନ୍ଵିତ ସ୍ଵାସ୍ଥ୍ୟ ଅଭିଯାନର ମନିଟରିଙ୍ଗ ପାଇଁ ଏକ ରାଜ୍ୟସ୍ତରୀୟ ମନିଟରିଙ୍ଗ ଦଳ ସୋନପୁରରେ ପହଞ୍ଚିଛନ୍ତି । ଅତିରିକ୍ତ ନିର୍ଦ୍ଦେଶକ ସ୍ଵାସ୍ଥ୍ୟସେବା (ଟିବି) ଡାକ୍ତର ପ୍ରଶାନ୍ତ କୁମାର ଦାଶ ଏବଂ ରାଜ୍ୟ ଟ୍ରେନିଂ କୋର୍ଡିନେଟର
Read More...

ଆସନ୍ତା କାଲି ଜିଲ୍ଲାରେ ୧୮ରୁ ଉର୍ଦ୍ଧ ନାଗରିକଙ୍କ ପାଇଁ ୪୬ଟି କେନ୍ଦ୍ରରେ ଟୀକାକରଣ

ଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ତା ୧୮/୦୮/୨୧ ରିଖ ବୁଧବାର ଦିନ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର ମ୍ୟୁନିସିପାଲିଟିର
Read More...

୭୫ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରେମାନନ୍ଦ ନାୟକ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ରିଜର୍ଭ ପୋଲିସ ପଡ଼ିଆଠାରେ ୭୫ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ କୋଭିଡ୍ ସତର୍କତା ଭିତରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି
Read More...

ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କୋଭିଡ କଟକଣାରେ ଜାତୀୟ ପତାକା ଉତ୍ତୋଳନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ୭୫ତମ ସ୍ୱାଧୀନତା ଦିବସ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଏହି ଅବସରରେ ଅତିରିକ୍ତ ଜିଲ୍ଲପାଳ ସୂର୍ଯ୍ୟନାରାୟଣ ଦାସ, ନିଶୀ ପୂନମ ମିଞ୍ଜ ସହ
Read More...

ଆସନ୍ତା ୧୬ରେ ଜିଲ୍ଲାରେ ୧୮ରୁ ଅଧିକ ନାଗରିକଙ୍କ ପାଇଁ ୩୬କେନ୍ଦ୍ରରେ ଟୀକାକରଣ : ଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ…

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁତା.୧୬/୦୮/୨୧ ରିଖ ଦିନ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର ମ୍ୟୁନିସିପାଲିଟିର ବ୍ୟବସ୍ଥିତ ୩୬ କେନ୍ଦ୍ରରେ ଯଥା-ସୋନପୁର ବ୍ଲକରେ ୦୪ଟି କେନ୍ଦ୍ର, ଡୁଙ୍ଗୁରିପାଲି ବ୍ଲକ
Read More...

ଆଶୀର୍ବାଦ ଯୋଜନାରେ ଆର୍ଥିକ ସହାୟତା ପ୍ରଦାନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ଅପରାହ୍ନରେ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଆଶୀର୍ବାଦ ଯୋଜନାର ହିତାଧିକାରୀ ଅନାଥ ଶିଶୁ ଓ ମାଆ କିମ୍ବା ବାପାଙ୍କୁ
Read More...

ଗୋ ଶ୍ରଦ୍ଧା ବୈଠକ ଅନୁଷ୍ଠିତ

-ସମସ୍ତଙ୍କ ମିଳିତ ସହଯୋଗ ଉପରେ ଗୁରୁତ୍ୱାରୋପ-ଆସନ୍ତା ତା ୧୬/୦୮/୨୧ଠାରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୋନପୁର ପୌରପରିଷଦ ଅଞ୍ଚଳରେ ରାସ୍ତା, ଛକ, ବଜାର ଇତ୍ୟାଦି ସ୍ଥାନରେ ବୁଲା ଗାଈଗୋରୁଙ୍କ ଅବାଧ ଯାତାୟାତ ଯୋଗୁଁ ଟ୍ରାଫିକ ସମସ୍ୟା ସୃଷ୍ଟି
Read More...

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱାସ୍ଥ୍ୟ ସଚେତନତା

ସୁବର୍ଣ୍ଣପୁର, (ପ୍ରଭୂଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାରେ ପ୍ରଧାନ ଶିକ୍ଷକ ମନୋଜ କୁମାର ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଦିବସୀୟ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଡୁଙ୍ଗୁରିପାଲି ସିଏଚ୍‌ସି
Read More...