Browsing Tag

subarnapur news

ସିସିଟିଭି ସର୍ଭେଲାନ୍ସରେ ହେବ ଗୃହରକ୍ଷୀ ଶାରୀରିକ ପରୀକ୍ଷା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆସନ୍ତା ୧୬ ତାରିଖରୁ ସୁବର୍ଣ୍ଣପୁର ରାମେଶ୍ୱର ଷ୍ଟାଡିୟମ୍ ଠାରେ ଆରମ୍ଭ ହେବ ଗୃହରକ୍ଷୀ ଶାରୀରିକ ପରୀକ୍ଷା । ଏଥି ପାଇଁ ଜିଲ୍ଲା ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ଏଥିପାଇଁ ସର୍ବ ମୋଟ ୪୭୯୮ ଜଣ ଆବେଦନକାରୀଙ୍କ ମଧ୍ୟରୁ ୩୨୪୮ ଜଣ
Read More...

ସୁବର୍ଣ୍ଣପୁର ଜିଲ୍ଲାରେ ଖୋଲିଲା ଧାନମଣ୍ଡି

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ପୂର୍ବ ଧାର୍ଯ୍ୟ ଅନୁଯାୟୀ ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ଖୋଲିଛି ମଣ୍ଡି । ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ସିଲାଟି ଗ୍ରାମ ପଞ୍ଚାୟତର ସିଲାଟି ପ୍ରାଥମିକ ସେବା ସମବାୟ ସମିତି ଠାରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ଦ୍ୱାରା ଜିଲ୍ଲା ସ୍ତରୀୟ
Read More...

ଫାଲଗୁନ ମାସରେ ହେବ ୧୦୦୮ କୁଣ୍ଡୀୟ ବିଶ୍ୱଶାନ୍ତି ମହାଯଜ୍ଞ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆସନ୍ତା ଫାଲ୍ଗୁନ କୃଷ୍ଣପକ୍ଷ ଦ୍ଵିତୀୟା ଠାରୁ ଦଶମୀ ତା- ୨/୨/୨୦୨୬ ଠାରୁ ୧୦/୨/୨୦୨୬ ପର୍ଯ୍ୟନ୍ତ, ଦିଗଶିରା ସ୍ଥିତ ଡାହୁକବୁଡ଼-ତମାମୁରାର ସଙ୍ଗମ ସ୍ଥଳରେ ଅବସ୍ଥିତ ଶ୍ରୀ ବୁଦ୍ଧରାମ ସିଦ୍ଧାଶ୍ରମ ଆନୁକୂଲ୍ୟରେ ଚିତ୍ରକୋଟର ସମ୍ମାନୀୟ ସାଧୁ ମହାରାଜ ଶ୍ରୀ
Read More...

ଉଲୁଣ୍ଡା ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୫୧ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ସିଂଢୋଲ ଗ୍ରାମ କାର୍ଯ୍ୟାଳୟର ବଜାର ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ଉପ
Read More...

ଶ୍ରୀ ଅରବିନ୍ଦ ନବଚେତନା ପାଠଚକ୍ରର ୧୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ପାଇକବାହାଲ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଠାରେ ଶ୍ରୀ ଅରବିନ୍ଦ ନବଚେତନା ପାଠଚକ୍ର, ନାରାୟଣପୁରର ୧୬ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ
Read More...

ସରକାରୀ ଯୋଜନା ଓ କାର୍ଯ୍ୟକ୍ରମ ଗୁଡିକର ସମୀକ୍ଷା କଲେ ଜିଲ୍ଲା ନୋଡାଲ ସଚିବ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ନୋଡାଲ ସଚିବ ତଥା ପରିଚାଳନା ନିର୍ଦ୍ଦେଶକ, ଓଡ଼ିଶା ରାଜ୍ୟ ବେସାମରିକ ଯୋଗାଣ ନିଗମ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ମିନି ସମ୍ମିଳନୀ କକ୍ଷରେ ସୁବର୍ଣ୍ଣପୁର ଜିଲ୍ଲାରେ କାର୍ଯ୍ୟକାରୀ
Read More...

୬୩ତମ ହୋମଗାର୍ଡ ପ୍ରତିଷ୍ଠା ଦିବସ ପାଳିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ରିଜର୍ଭ ପୋଲିସ ପଡିଆ ଠାରେ ୬୩ତମ ହୋମଗାର୍ଡ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ପ୍ୟାରେଡ ଅଭିବାଦନ ଗ୍ରହଣ କରିବା ସହ ଉପସ୍ଥିତ ସମସ୍ତଙ୍କ
Read More...

ଜିଲ୍ଲା କୃଷି ବିଭାଗ ପକ୍ଷରୁ ବିଶ୍ୱ ମୃତ୍ତିକା ଦିବସ ପାଳିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା କୃଷି ବିଭାଗ ପକ୍ଷରୁ ସ୍ଥାନୀୟ ପୋଲିଟେକନିକ ମହାବିଦ୍ୟାଳୟ ଠାରେ ବିଶ୍ୱ ମୃତ୍ତିକା ଦିବସ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ରୁଦ୍ରଦେବ ରାଉତ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ
Read More...

ଅଧିବକ୍ତା ପରିଷଦ ପକ୍ଷରୁ ସମ୍ବିଧାନ ଦିବସ ପାଳିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଅଖିଳ ଭାରତୀୟ ଅଧିବକ୍ତା ପରିଷଦ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ରରେ ୭୬ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ଶାଖା ସଭାପତି ବଳଦେବ ପଧାନଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ରାଜ୍ୟ ବେସାମରିକ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକଙ୍କ ସୁବର୍ଣ୍ଣପୁର ଗସ୍ତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ରାଜ୍ୟ ବେସାମରିକ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ ତଥା ସୁବର୍ଣ୍ଣପୁର ଜିଲ୍ଲା ନୋଡାଲ ସଚିବ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କରିଛନ୍ତି । ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ଖରିଫ ଧାନ କ୍ରୟ ସମ୍ବନ୍ଧୀୟ
Read More...