Browsing Tag

subarnapur news

ଆସନ୍ତାକାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୨୨ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୦୯ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ତରଫରୁ ବିଭିନ୍ନ ସ୍କୁଲର ଜୁନିଅର ରେଡକ୍ରସ ୟୁନିଟ ତରଫରୁ ବିଶ୍ୱ ସ୍ଥାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ପ୍ରତାପପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହି ଅବସରରେ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି ।
Read More...

୧୪ ଦଫା ନେଇ ସୁବର୍ଣ୍ଣପୁରଠାରେ ହଜାର ହଜାର ଅଙ୍ଗନୱାଡି କର୍ମୀ ଓ ସହାୟିକାଙ୍କ ବିକ୍ଷୋଭ ପଟୁଆର

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲାରେ କାର୍ଯ୍ୟରତ ଅଙ୍ଗନୱାଡି କର୍ମୀ ଓ ସହାୟିକାଙ୍କ ବିଭିନ୍ନ ଦାବୀକୁ ନେଇ ଆଜି ଏକ ବିରାଟ ବିକ୍ଷୋଭ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଭାରତୀୟ ମଜଦୁର ସଂସ୍ଥା ଦ୍ବାରା ଅନୁବନ୍ଧିତ ଅଲ୍ ଓଡିଶା ଅଙ୍ଗନୱାଡି ଲେଡିଜ୍ ୱାର୍କସ
Read More...

ସ୍ଵଚ୍ଛତା ହିଁ ଉତ୍ତମ ସ୍ଵାସ୍ଥ୍ୟର ମୂଳମନ୍ତ୍ର – ଡାକ୍ତର ସଂଗୀତା ଚୌଧୁରୀ

ପାଳିତ ହେଲା ବ୍ଲକସ୍ତରୀୟ ବିଶ୍ଵ ସ୍ଵାସ୍ଥ୍ୟ ଦିବସସ୍ଵଚ୍ଛତା ପକ୍ଷରେ ଡାକ୍ତରଖାନା ପରିସର ସଫେଇ କଲେ ଡାକ୍ତର, ଶିକ୍ଷକ ଓ କର୍ମଚାରୀବିଭିନ୍ନ ଗାଁରେ ସାମୁହିକ ସଫେଇ କାମ ଆୟୋଜନ କଲେ ଗାଁ କଲ୍ୟାଣ ସମିତି ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରଠାରେ
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୧୪ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୦୫ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ଶିକ୍ଷା ସଚେତନତା ରଥ ଲୋକାର୍ପିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସମଗ୍ର ଶିକ୍ଷା ସୁବର୍ଣ୍ଣପୁର ପକ୍ଷରୁ ଗ୍ରାମୀଣ କ୍ଷେତ୍ରରେ ଶିକ୍ଷା ସଚେତନତା ସୃଷ୍ଟି ଲକ୍ଷ୍ୟରେ ଏକ ଅଭିଯାନ ଆଜି ଉଦ୍‌ଘାଟିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲାର ସମସ୍ତ ଛଅଟି ବ୍ଲକ ପାଇଁ ସ୍ୱତନ୍ତ୍ର ଭାବେ ସଜ୍ଜିତ ୬ଟି ଶିକ୍ଷା
Read More...

ସୁବର୍ଣ୍ଣପୁର ମହାନଦୀ ଗଣ୍ଡରେ ଲଂକେଶ୍ୱରୀ ଦେବୀଙ୍କ ଚୈତ୍ରଯାତ୍ରା ଓ ଚାପଖେଳ ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ମହାନଦୀର ମଝିଧାର ଟାଙ୍ଗରରେ ଅଧିଷ୍ଠିତା ଦେବୀ ଲଂକେଶ୍ୱରୀ ଦେବୀଙ୍କ ଚୈତ୍ରଯାତ୍ରା ଆଜି ଅନୁଷ୍ଠିତ ହୋଇଯାଇଛି । ରାଜ ରାଜୁଡା ଅମଳରେ ଏକଦା ରାଜନ୍ୟ ବର୍ଗଙ୍କ ଅଧିଷ୍ଠାତ୍ରୀ ଦେବୀ ଭାବେ ପୂଜିତା ଲଂକେଶ୍ୱରୀ ଫି' ତିନି ବର୍ଷ ଅନ୍ତରରେ ଚୈତ୍ର
Read More...

ମହାନଦୀ ସୁରକ୍ଷାକୁ ନେଇ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ସଦ୍‌ବୁଦ୍ଧି ଆଳତି ପ୍ରଦାନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ମହାନଦୀ ସୁରକ୍ଷା ଦାବୀରେ ସୁବର୍ଣ୍ଣପୁରର ମହାନଦୀ ସେତୁଠାରେ ଅଭିନବ ଢଙ୍ଗରେ ଆଜି ଏକ ବିକ୍ଷୋଭ ସମାବେଶ ସହ ସଦ୍‌ବୁଦ୍ଧି ଆଳତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ପରିବର୍ତ୍ତନ ପକ୍ଷରୁ ଆୟୋଜିତ ଏହି
Read More...

ସୁବର୍ଣ୍ଣପୁର ମହିଳା ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁରର ବିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟଠାରେ ଏକ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ଡ.କିରଣବାଳା ଦାସଙ୍କ ପରିଚାଳନାରେ ଆୟୋଜିତ ଉଦ୍‌ଘାଟନୀ ପର୍ବରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ
Read More...

କଂଗ୍ରେସ ପକ୍ଷରୁ ଦୋକାନ ଗୃହ ଆବଣ୍ଟନ ଟେଣ୍ଡରକୁ ନେଇ ସୁବର୍ଣ୍ଣପୁର ପୌର କାର୍ଯ୍ୟାଳୟ ଘେରାଓ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ପୌର ପରିଷଦ ଦ୍ୱାରା ନବ ନିର୍ମିତ ଦୋକାନ ଗୃହ ବେଆଇନ ନିଲାମ ପ୍ରକ୍ରିୟାକୁ ନେଇ ଆଜି ଜିଲ୍ଲା କଂଗ୍ରେସ ପକ୍ଷରୁ ମ୍ୟୁନିସିପାଲିଟି ଘେରାଉ କାର୍ଯ୍ୟକ୍ରମ ସହ ଦାବୀପତ୍ର ଦିଆଯାଇଛି । ଜିଲ୍ଲା କଂଗ୍ରେସର ସଭାପତି ଗୌରୀଶ୍ୟାମ ପଣ୍ଡାଙ୍କ
Read More...