Browsing Tag

subarnapur news

ସୋନପୁରକୁ ଇନଟାକ୍ ରାଜ୍ୟ ଆବାହକଙ୍କ ଆଗମନ : ଐତିହ୍ୟର ସୁରକ୍ଷା ଦିଗରେ କାମ କରିବାକୁ ଦେଲେ ପରାମର୍ଶ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଅବସରପ୍ରାପ୍ତ ପୋଲିସ ମହାନିର୍ଦ୍ଦେଶକ ତଥା ଇନଟାକ୍‌ର ଓଡିଶା ରାଜ୍ୟ ଆବାହକ ଅମିୟ ଭୂଷଣ ତ୍ରିପାଠୀ ସଂପ୍ରତି ସୁବର୍ଣ୍ଣପୁର ଗସ୍ତ କରି ଇନଟାକ୍ ସୋନପୁର ଚେପ୍ଟରର କର୍ମକର୍ତ୍ତା ଓ ସଭ୍ୟମାନଙ୍କୁ ଭେଟି ଐତିହ୍ୟ ସମ୍ପନ୍ନ ସୁବର୍ଣ୍ଣପୁର ଜିଲ୍ଲାର ଐତିହ୍ୟର
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୨୭ଟି କେନ୍ଦ୍ରରେ ୧୮ରୁ ଅଧିକ ବୟସର ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୦୬ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ତେଲଗୁ ନବବର୍ଷ ଉଗାଦି ମହୋତ୍ସବ – ୨୦୨୨ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ସହରରେ ରହୁଥିବା ତେଲୁଗୁ ଦେବାଙ୍ଗ (ଢେରା) ସଂପ୍ରଦାୟ ପକ୍ଷରୁ ସ୍ଥାନୀୟ ବୁଢିମା କଲ୍ୟାଣ ମଣ୍ଡପ ପରିସରରେ ତେଲୁଗୁ ନବବର୍ଷ ଉଗାଦି ପର୍ବ ଉତ୍ସାହର ସହ ପାଳିତ ହୋଇଯାଇଛି । ଏ.ସତ୍ୟ ନାରାୟଣ ରେଡ୍ଡିଙ୍କ ସଂଯୋଜନାରେ ଆରାଧ୍ୟ ଦେବୀ ବୁଢିମା
Read More...

ବାଲ୍ୟ ବିବାହ ରୋକିବା ନିମନ୍ତେ ଜିଲ୍ଲା ପ୍ରଶାସନର ଏକ ଅଭିନବ ପଦକ୍ଷେପ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ବାଲ୍ୟ ବିବାହକୁ ବନ୍ଦ କରିବା ଏବଂ କିଶୋରୀ ଓ କିଶୋର ମାନଙ୍କୁ ବାଲ୍ୟ ବିବାହ ପରି କୁସଂସ୍କାରରୁ ରକ୍ଷା କରିବା ପାଇଁ ଜିଲ୍ଲା ପ୍ରଶାସନ ସୁବର୍ଣ୍ଣପୁରର ଏକ ଅଭିନବ ପଦକ୍ଷେପକୁ "ସଂକଳ୍ପ" ନାମକରଣ କରାଯାଇଛି । ଏହାର ମୂଳ ଉଦ୍ଦେଶ୍ୟ ହେଉଛି ପ୍ରତ୍ୟେକ
Read More...

ସୁବର୍ଣ୍ଣପୁର ନଦୀ ସଂଗମ ସ୍ୱର୍ଣ୍ଣ ପ୍ରୟାଗ ଘାଟରେ ହିନ୍ଦୁ ନବବର୍ଷ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଚୈତ୍ର ଶୁକ୍ଲ ପ୍ରତିପଦା ତଥା ହିନ୍ଦୁ ନବବର୍ଷ ଆଜି ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପାଳିତ ହୋଇଛି । ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ, ସଂସ୍କାର ଭାରତୀ, ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ମିଳିତ ଭାବରେ ମହାନଦୀ ଓ ତେଲନଦୀ ସଂଗମସ୍ଥଳୀ ସ୍ବର୍ଣ୍ଣ
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳ ଓ ସୋନପୁର ମ୍ୟୁନିସିପାଲିଟିର ବ୍ୟବସ୍ଥିତ ୨୧ଟି କେନ୍ଦ୍ରରେ ୧୮ରୁ ଅଧିକ…

୧୨ ବର୍ଷରୁ ୧୪ବର୍ଷ ନିମନ୍ତେ ୨୪ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ଜିଲ୍ଲାସ୍ତରୀୟ ଓଡିଶା ଦିବସ ସହ ସୁବର୍ଣ୍ଣପୁର ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁରର ଟାଉନହଲ୍‌ଠାରେ ଆଜି ଜିଲ୍ଲାସ୍ତରୀୟ ଓଡିଶା ଦିବସ ସହ ସୁବର୍ଣ୍ଣପୁର ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ଓଡିଶା ଦିବସ ସମାରୋହରେ ଜିଲ୍ଲାପାଳ ଅବୋଲି ସୁନିଲ ନରୱଣେ ସଭାପତିତ୍ୱ କରିଥିବା ବେଳେ
Read More...

କୋସଲି ଭାଷାକୁ ସାମ୍ବିଧାନିକ ମାନ୍ୟତା ଦାବୀରେ ଗଣଧାରଣା

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଦ୍ୱାରରେ ଆଜି କୋସଲ ସାହିତ୍ୟ ସଂସ୍କୃତି ଏକାଡେମୀ ପକ୍ଷରୁ କୋସଲି ଭାଷା ସାହିତ୍ୟର ସାମ୍ବିଧାନିକ ମାନ୍ୟତା ଦାବୀରେ ଏକ ଗଣ ଧାରଣା ଅନୁଷ୍ଠିତ ହୋଇଯାଇଛି । ଏକାଡେମୀର ପ୍ରତିଷ୍ଠାତା ଆବାହକ
Read More...

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ଗ୍ରନ୍ଥାଗାର ପ୍ରେକ୍ଷାଳୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ "ପରୀକ୍ଷା ପେ ଚର୍ଚ୍ଚା ୨୦୨୨"ର ସିଧା ପ୍ରସାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଆଭାସୀ କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର କେନ୍ଦ୍ରୀୟ ବିଦ୍ୟାଳୟର
Read More...

ସୁବର୍ଣ୍ଣପୁର ରିଜର୍ଭ ପୋଲିସ ପଡିଆଠାରେ ୮୭ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁରର ରିଜର୍ଭ ପୋଲିସ ପଡିଆଠାରେ ୮୭ତମ ପୋଲିସ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା, ଜିଲ୍ଲାପାଳ ଅବୋଲି ସୁନିଲ ନରୱଣେ ଓ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ
Read More...