Browsing Tag

subarnapur news

କାର୍ଯ୍ୟସ୍ଥଳୀରେ ମହିଳାଙ୍କୁ ଯୌନ ନିର୍ଯାତନାର ପ୍ରତିରୋଧ, ନିଷେଧାଦେଶ ଏବଂ ନିବାରଣ ଆଇନ -୨୦୧୩ ନିମନ୍ତେ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସମାଜ ମଙ୍ଗଳ ବିଭାଗର ମିଳିତ ଆନୁକୂଲ୍ୟରେ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ଏକ ତାଲିମ କାର୍ଯ୍ୟକ୍ରମ "କାର୍ଯ୍ୟସ୍ଥଳୀରେ ମହିଳାଙ୍କୁ ଯୌନ ନିର୍ୟାତନାର ପ୍ରତିରୋଧ, ନିଷେଧାଦେଶ ଏବଂ ନିବାରଣ ଆଇନ -୨୦୧୩" ଅନୁଷ୍ଠିତ
Read More...

ଝସକେତନ ବଘାର ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଭାବେ ନିର୍ବାଚିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ପଦରେ ଆଜି ବିଜେଡିର ଝସକେତନ ବଘାର ନିର୍ବାଚିତ ହୋଇଛନ୍ତି । ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶଙ୍କ ପରିଚାଳନାରେ ଅନୁଷ୍ଠିତ ନିର୍ବାଚନୀ ବୈଠକରେ ଉଲୁଣ୍ଡା ବ୍ଲକରୁ ନିର୍ବାଚିତ
Read More...

ଦରଦାମ ବୃଦ୍ଧିକୁ ନେଇ ଜନ ଆନ୍ଦୋଳନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିକୁ ରୋକିବା ଦାବୀରେ ଆଜି ସୁବର୍ଣ୍ଣପୁରଠାରେ ବସ୍ତି ବାସିନ୍ଦା ସୁରକ୍ଷା ମଂଚ ପକ୍ଷରୁ ଏକ ପ୍ରତିବାଦ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଦିନକୁ ଦିନ ବଢିବଢି ଚାଲିଥିବା ଦରଦାମ ବୃଦ୍ଧି ସହ ନିତ୍ୟ ବ୍ୟବହାର୍ଯ୍ୟ ଜାଳେଣି
Read More...

ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଭାବେ ଶପଥ ଗ୍ରହଣ କଲେ ଝସକେତନ ବଘାର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପରିଷଦର ଉପାଧ୍ୟକ୍ଷ ପଦବୀ ନିମନ୍ତେ ନିର୍ବାଚନ ସ୍ଥାନୀୟ ଜିଲ୍ଲା ପରିଷଦ ସଭା କକ୍ଷଠାରେ ଅତିରିକ୍ତ ଜିଲ୍ଲାପାଳ ତଥା ପ୍ରାଧିକୃତ ନିର୍ବାଚନ ଅଧିକାରୀ ସୂର୍ଯ୍ୟନାରାୟଣ ଦାଶ, ଓ.ପ୍ର.ସେ. (ଏସ୍.ଏ.ଜି)ଙ୍କ ଅଧ୍ୟକ୍ଷତାରେ ନିର୍ଦ୍ଧାରିତ
Read More...

ମହାତ୍ମାଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତିରେ ସୁବର୍ଣ୍ଣପୁର ପ୍ରଶାସନ ତରଫରୁ ଆଲୋଚନାଚକ୍ର

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ଆଜି ସୁବର୍ଣ୍ଣପୁରଠାରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଆଜାଦୀ କା ଅମୃତ ମହୋତ୍ସବକୁ ନେଇ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ
Read More...

ସୁବର୍ଣ୍ଣପୁର ଜିଲ୍ଲାର ୩ଟି ପୌର ପରିଷଦରେ ଚାଲିଛି ମତଦାନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲାର ୩ଟି ପୌରାଂଚଳରେ ଆଜି ସକାଳ ୮ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବାବେଳେ ଲୋକେ ଖୁବ୍ ଉତ୍ସାହର ସହ ଭୋଟ ଦେଉଛନ୍ତି । ଜିଲ୍ଲା ପ୍ରଶାସନର ସୂଚନା ମତେ ମଧ୍ୟାହ୍ନ ସୁଦ୍ଧା ୩୫ ପ୍ରତିଶତ ମତଦାନ ହାର ରହିଛି । ସୁବର୍ଣ୍ଣପୁର ପୌର
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳ ଓ ସୋନପୁର ମ୍ୟୁନିସିପାଲିଟିର ବ୍ୟବସ୍ଥିତ ୦୯ଟି କେନ୍ଦ୍ରରେ ୧୮ରୁ ଅଧିକ…

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୪୫ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ବିଜାଖୋଲ ଜଂଗଲରେ ହାତୀ ଶାବକର ମୃତ୍ୟୁ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ସଦର ବନାଞ୍ଚଳ ନାରାୟଣପୁର ଫରେଷ୍ଟ୍ ବିଟ ଅନ୍ତର୍ଗତ ବିଜାଖୋଲ ଜଙ୍ଗଲରେ ଏକ ହାତୀ ଶାବକର ମୃତ୍ୟୁ ହୋଇଥିବା ଜଣାପଡିଛି । ୪ ବର୍ଷର ଏହି ପୁରୁଷ ହାତୀ ଶାବକଟି ବିଷାକ୍ତ ଖାଦ୍ୟ ଖାଇ ମୃତ୍ୟୁ ହୋଇଥିବା ବନ ବିଭାଗ କହିଛି ।
Read More...

ଜିଲ୍ଲାସ୍ତରୀୟ ବାଲ୍ୟବିବାହ ନିରାକରଣ ରଣନୀତି ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର ଏବଂ ସେଚ୍ଛାସେବୀ ଅନୁଷ୍ଠାନ ରେଆରର ମିଳିତ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତି ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ବାଲ୍ୟ ବିବାହ ନିରୋଧ ରଣନୀତି
Read More...

ଝିଙ୍କି ସଦର ମହକୁମା ସୁବର୍ଣ୍ଣପୁରଠାରେ ବିଶ୍ୱ ମୁଖଗହ୍ୱର ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ମହିମା ବ୍ରୁଦ୍ଧାଶ୍ରମ ଝିଙ୍କି ସଦର ମହକୁମା ସୁବର୍ଣ୍ଣପୁରଠାରେ ବିଶ୍ୱ ମୁଖଗହ୍ୱର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବ୍ରୁଦ୍ଧାଶ୍ରମର ସମସ୍ତ ଅନ୍ତେବାସୀ ଓ କର୍ମକର୍ତ୍ତାଙ୍କୁ ନେଇ ଆୟୋଜିତ ସଚେତନତା ସଭାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ
Read More...