ପ୍ରଦ୍ୟୁମ୍ନ ସାହୁ ଇନଟାକ୍ ସୋନପୁରର ନୂତନ ଆବାହକ
ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଐତିହ୍ୟର ସୁରକ୍ଷା ପାଇଁ ଜାତୀୟ ସ୍ତରରେ ସମର୍ପିତ ଅନୁଷ୍ଠାନ ଇଣ୍ଡିଆନ ନ୍ୟାସନାଲ ଟ୍ରଷ୍ଟ ଫର ଆର୍ଟ ଏଣ୍ଡ କଲଚରାଲ ହେରିଟେଜ୍ ବା ଇନଟାକ୍ର ସୋନପୁର ଚେପ୍ଟର ପାଇଁ ସୁନାମଧନ୍ୟ ସିନେ ଅଭିନେତା ପ୍ରଦ୍ୟୁମ୍ନ କୁମାର ସାହୁ ଆବାହକ ଭାବେ ମନୋନୀତ ହୋଇଛନ୍ତି ।!-->…
Read More...
Read More...