Browsing Tag

subarnapur news

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୧୦ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୩୧ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ସୁବର୍ଣ୍ଣପୁର କୃଷି ବିଜ୍ଞାନ କେନ୍ଦ୍ରଠାରେ ଜିଲ୍ଲାସ୍ତରୀୟ କୃଷକ ସମ୍ମେଳନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର କୃଷି ବିଜ୍ଞାନ କେନ୍ଦ୍ର ଓ ଆତ୍ମାର ମିଳିତ ସହଯୋଗରେ କେଭିକେର ସମ୍ମିଳନୀ କକ୍ଷରେ "କିଷାନ୍ ଭାଗିଦାରୀ : ପ୍ରାଥମିକତା ହମାରୀ" ଅଭିଯାନକୁ ନେଇ ଏକ ଜିଲ୍ଲାସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୧୧୭ ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ୬୯ ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲପାଳ(ରାଜସ୍ୱ) ସୂର୍ଯ୍ୟନାରାୟଣ ଦାଶ ଓ
Read More...

ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତରଫରୁ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ

ଅଭିନବ ପନ୍ଥା ଅନୁସରଣ କରି ମ୍ୟାଲେରିଆର ପ୍ରକୋପ କମାଇବା ଓ ମୂଲ୍ୟବାନ ଜୀବନ ରକ୍ଷା କରିବା ଆମ ସମସ୍ତଙ୍କ ଲକ୍ଷ୍ୟ ହେଉ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସୁବର୍ଣ୍ଣପୁର ତରଫରୁ ଜିଲ୍ଲା ଚିକିତ୍ସାଳୟ ସଭାକକ୍ଷଠାରେ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି
Read More...

ପ୍ରଚଣ୍ଡ ତାତିରେ ସିଝୁଛି ସୁବର୍ଣ୍ଣପୁର : ଗାଁମାନଙ୍କରେ ପିଇବା ପାଣିର ସମସ୍ୟା

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ପ୍ରଚଣ୍ଡ ଖରାତାତିରେ ସିଝୁଛି ସମଗ୍ର ସୁବର୍ଣ୍ଣପୁର ଜିଲ୍ଲା । ଦିନର ତାପମାତ୍ରା ୪୫ପ୍ସ ଡିଗ୍ରୀ ଛୁଇଁଥିବା ବେଳେ ପାଣିପାଗ ବିଭାଗର ସତର୍କ ସୂଚନା ମତେ ଆଜିଠୁ ୩ ରୁ ୪ ଡିଗ୍ରୀ ତାତି ବଢିବ । ଦିନ ୧୦ଟାରୁ ଡହଡହ ଖରା ବଢୁଥିବାରୁ ରାସ୍ତାଘାଟ ଶୂନଶାନ ହୋଇ
Read More...

ସର୍ଟସାର୍କିଟ ଯୋଗୁଁ ଅଗ୍ନିକାଣ୍ଡ : ଅଳ୍ପକେ ବର୍ତ୍ତିଲା ସଦର ବ୍ଲକ ସଭାଗୃହ

ସୁବର୍ଣ୍ଣପୁର (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ସଦର ବ୍ଲକ ଅଫିସର ସଭାଗୃହରେ ସର୍ଟସାର୍କିଟ ଯୋଗୁଁ ଏକ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଅଳ୍ପକେ ସଭାଗୃହର ଆସବାସପତ୍ର ବର୍ତ୍ତି ଯାଇଛି । ସଭାଗୃହ ବାରଣ୍ଡା କାନ୍ଥରେ ଲାଗିଥିବା ବିଦ୍ୟୁତ ମିଟରରେ ସର୍ଟସାର୍କିଟ ହୋଇ ହଠାତ ନିଆଁ ଲାଗି ପରିବେଶ
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୦୯ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୩୮ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୦୯ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୦୨ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ହିନ୍ଦୁ ହିଁ ଆଗେ ବାର୍ତ୍ତାକୁ ନେଇ ଡା.ପ୍ରବୀଣ ଭାଇ ତୋଗାଡିଆଙ୍କ ସୁବର୍ଣ୍ଣପୁର ଗସ୍ତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆନ୍ତରାଷ୍ଟ୍ରୀୟ ହିନ୍ଦୁ ପରିଷଦ ତଥା ରାଷ୍ଟ୍ରୀୟ ବଜରଙ୍ଗ ଦଳର ଅଧ୍ୟକ୍ଷ ଡା.ପ୍ରବୀଣ ଭାଇ ତୋଗାଡିଆ ସୁବର୍ଣ୍ଣପୁର ଗସ୍ତରେ ଆସି ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି । ସ୍ଥାନୀୟ ସର୍କିଟ ହାଉସର ସମ୍ମିଳନୀ କକ୍ଷରେ ସମୃଦ୍ଧ ହିନ୍ଦୁ,
Read More...

ଚାରଭଟା ପଞ୍ଚାୟତ ମହାବିଦ୍ୟାଳୟଠାରେ ମେଗା ସ୍ୱାସ୍ଥ୍ୟ ମେଳା ଆୟୋଜିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୋନପୁର ଜିଲ୍ଲାର ତରଭା ବ୍ଲକ୍ ଅନ୍ତର୍ଗତ ଚାରଭଟା ଗ୍ରାମପଞ୍ଚାୟତର ପଞ୍ଚାୟତ ମହାବିଦ୍ୟାଳୟ ଠାରେ ଗତକାଲି ଆୟୁଷ୍ମାନ ମନ୍ତ୍ରଣାଳୟ ଭାରତ ସରକାର ଓ ସୋନପୁର ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗଙ୍କ ଦ୍ଵାରା ଏକ ମେଗା ସ୍ବାସ୍ଥ୍ୟ ମେଳା ଆୟୋଜିତ ହୋଇଯାଇଛି । ଜିଲ୍ଲାର
Read More...