Browsing Tag

subarnapur news

କୋଭିଡ ସଚେତନତା ରଥକୁ ଜିଲ୍ଲାପାଳ କଲେ ଶୁଭାରମ୍ଭ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : କରୋନାର ତୃତୀୟ ଲହର ଓମିକ୍ରନର ମୁକାବିଲା କରିବା ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ସହିତ ହାତ ମିଳାଇଛି ଅଗ୍ରଣି ସ୍ଵେଚ୍ଛାସେବୀ ଅନୁଷ୍ଠାନ ଏକସନ୍‌ ଆଡ୍‌ । ଜିଲ୍ଲାରେ କରୋନା ସଂକ୍ରମଣକୁ ରୋକିବା ତଥା ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି
Read More...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଓ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଗ୍ରାମର ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ସୂଚନା ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଗ୍ରାମରେ ଥିବା ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କରେ ସର୍ଟ ସର୍କିଟ କାରଣରୁ ଅଗ୍ନିକାଣ୍ଡ
Read More...

କୋଭିଡ୍‌ ଗ୍ରାଫ ତଳ ମୁହାଁ : ଜିଲ୍ଲାରେ କମୁଛି ସଂକ୍ରମଣ

ସମସ୍ତେ କୋଭିଡ କଟକଣା ମାନିବାକୁ ପ୍ରଶାସନର ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : କରୋନାର ତୃତୀୟ ଲହର ଓମିକ୍ରନର ମୁକାବିଲା କରିବା ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନର ପ୍ରଚେଷ୍ଟା ସଫଳ ହୋଇଛି । ଜିଲ୍ଲାରେ କରୋନା ସଂକ୍ରମଣ ଗ୍ରାଫ୍ ଲଗାତାର ଭାବେ ତଳମୁହାଁ ହେବାରେ
Read More...

ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ମୋହନ ବିଭାରଙ୍କ ପରଲୋକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଶଂକରା ଗ୍ରାମର ଅବସରପ୍ରାପ୍ତ ଆଦର୍ଶ ପ୍ରଧାନ ଶିକ୍ଷକ ତଥା ବିଶିଷ୍ଟ କଥାକାର ମୋହନ ବିଭାର(୭୩)ଙ୍କ ପରଲୋକ ହୋଇଯାଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ଦୀର୍ଘ ଦିନଧରି ସେ ବୁର୍ଲା ଭୀମସାର ଡାକ୍ତର ଖାନାରେ
Read More...

ଅନବାଉଣ୍ଡେଡ଼ ବିଙ୍ଗସ୍‌ ପରିସରରେ ବିପ୍ଲବୀ ନେତ୍ରୀ ଗୁରୁବାରୀ ମେହେରଙ୍କ ସହିଦ ଦିବସ ପାଳିତ

ବିନିକା : ବିପ୍ଲବୀନେତ୍ରୀ ଗୁରୁବାରୀ ମେହେରଙ୍କ ଉଦ୍ଦେଶ୍ୟରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ସ୍ଥିତ ଅନବାଉଣ୍ଡେଡ଼ବିଙ୍ଗସ୍‌ ପରିସରରେ ସହିଦ ଦିବସ ପାଳିତ ହୋଇଯାଇଛି । ପୁଲିସର ବାଏନଟ ମାଡ଼ରେ ବିପ୍ଲବୀ ନେତ୍ରୀ ଗୁରୁବାରୀ ୧୯୪୭ ମସିହା ଜାନୁୟାରୀ ୩୦ତାରିଖରେ ସହିଦ ହୋଇଥିଲେ । ଚଳିତ ବର୍ଷ
Read More...

ମାର୍ଚ୍ଚ ୭ରୁ ୧୬ ମାର୍ଚ୍ଚ ପର୍ଯ୍ୟନ୍ତ ଜିଲ୍ଲାରେ ଫାଇଲେରିଆ ରୋଗର ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ସାମୂହିକ ଔଷଧ ସେବନ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାରେ ଫାଇଲେରିଆ ରୋଗର ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲାରେ ମାର୍ଚ୍ଚ ୭ରୁ ୧୬ ମାର୍ଚ୍ଚ ପର୍ଯ୍ୟନ୍ତ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ କରାଯିବ । ଆଶା ଓ ଅଙ୍ଗନବାଡି କର୍ମୀମାନେ ଏହି
Read More...

ସୁବର୍ଣ୍ଣପୁରର ରିଜର୍ଭ ପୋଲିସ ପଡିଆଠାରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁରର ରିଜର୍ଭ ପୋଲିସ ପଡିଆଠାରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ରାଜ୍ୟ ଉଚ୍ଚଶିକ୍ଷା, କୃଷି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଡଃ ଅରୁଣ
Read More...

ଆସନ୍ତାକାଲି ଜିଲ୍ଲାର ସମସ୍ତ ବ୍ଲକ ଅଞ୍ଚଳ ସହ ସୋନପୁର ମ୍ୟୁନିସିପାଲିଟିରେ ବ୍ୟବସ୍ଥିତ ୩୧ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା, ଉଲୁଣ୍ଡା, ବିନିକା ବୀରମହାରାଜପୁର,
Read More...

ସୋନପୁର ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘ ତରଫରୁ ବୀରସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଦିନରେ ଆର୍‌ଏସ୍‌ଏସ୍‌ ତରଫରୁ ପଟାଭାଡି ସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିକୁ ସଫା କରାଯାଇ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତା ମଙ୍ଗୁ ସେଠୀଙ୍କ ଦ୍ୱାରା ପୁଷ୍ପମାଲ୍ୟ ପ୍ରଦାନ ଓ ସଂଘର
Read More...

ତ୍ରିସ୍ତରୀୟ ପଞ୍ଚାୟତ ସଂସ୍ଥାର ସାଧାରଣ ନିର୍ବାଚନ ୨୦୨୨ : ଆଦର୍ଶ ଆଚାର ସଂହିତାର କାର୍ଯ୍ୟକାରୀ ନିମନ୍ତେ ରାଜନୈତିକ ଦଳ…

ଅବାଧ, ନିରପେକ୍ଷ, ଶାନ୍ତି ଶୃଙ୍ଖଳା ତଥା କୋଭିଡ କଟକଣା ପାଳନ ପୂର୍ବକ ନିର୍ବାଚନ ପରିଚାଳନା ଉପରେ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ସଂସ୍ଥାର ସାଧାରଣ ନିର୍ବାଚନ -୨୦୨୨ ଘୋଷଣା କାର୍ଯ୍ୟସୂଚୀ ଅନୁଯାୟୀ ମତଦାନ ଆସନ୍ତା
Read More...