କେନ୍ଦ୍ରୀୟ ବିଦ୍ୟାଳୟ ସୋନପୁରର ଉଭୟ ଦଶମ ଓ ଦ୍ଵାଦଶ ସିବିଏସ୍ଇ ବୋର୍ଡ ପରୀକ୍ଷାରେ ଶତ ପ୍ରତିଶତ ସଫଳତା
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ଆଜି ସର୍ବଭାରତୀୟ ସ୍ତରରେ ସିବିଏସ୍ଇ ବୋର୍ଡ ପରୀକ୍ଷାର ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀର ଫଳାଫଳ ବହାରିଛି । ପୂର୍ବ ବର୍ଷ ଭଳି ଏଥର ମଧ୍ୟ କେନ୍ଦ୍ରୀୟ ବିଦ୍ୟାଳୟ ସୋନପୁର ଉଭୟ ପରୀକ୍ଷାରେ ଶତପ୍ରତିଶତ ସଫଳତା ହାସଲ ସହିତ ସୁନାମ ବଜାୟ ରଖିବାରେ ସକ୍ଷମ ହୋଇଛି!-->…
Read More...
Read More...