Browsing Tag

subarnapur news

ଆସନ୍ତା କାଲି ଜିଲ୍ଲାର ସମସ୍ତ ବ୍ଲକ ଅଞ୍ଚଳରେ ୩୯ଟି କେନ୍ଦ୍ରରେ ଟୀକାକରଣ

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା, ଉଲୁଣ୍ଡା, ବିନିକା ବୀରମହାରାଜପୁର,
Read More...

ସମ୍ଭାବ୍ୟ ତୃତୀୟ ଲହର କରୋନା ମୁକାବିଲା ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : କରୋନାର ତୃତୀୟ ଲହର ଓମିକ୍ରନ୍‌ର ସଫଳ ମୁକାବିଲା କରିବା ପାଇଁ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ରହିଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଆଜି ତରଭା ବ୍ଲକ ଗସ୍ତ କରି ସାମ୍ପ୍ରତିକ ସ୍ଥିତିର
Read More...

ସୁବର୍ଣ୍ଣପୁର ଜିଲ୍ଲାର ଚୂଡାନ୍ତ ଭୋଟର ତାଲିକା ୨୦୨୨ରେ ୪,୭୦,୬୪୬ ଭୋଟର ସ୍ଥାନିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାର ୬୪-ବୀରମହାରାଜପୁର ଏବଂ ୬୫-ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଚୂଡାନ୍ତ ଭୋଟର ତାଲିକା ପ୍ରକାଶିତ ହୋଇଯାଇଛି । ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ଆଜି ଜିଲ୍ଲାର ବିଭିନ୍ନ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ
Read More...

ସୁବର୍ଣ୍ଣପୁର ଜିଲ୍ଲାର ଚୂଡାନ୍ତ ଭୋଟର ତାଲିକା ୨୦୨୨ରେ ୪,୭୦,୬୪୬ ଭୋଟର ସ୍ଥାନିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲାର ୬୪-ବୀରମହାରାଜପୁର ଏବଂ ୬୫-ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଚୂଡାନ୍ତ ଭୋଟର ତାଲିକା ପ୍ରକାଶିତ ହୋଇଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଜି ଜିଲ୍ଲାର ବିଭିନ୍ନ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧି ମାନଙ୍କୁ
Read More...

ସୁବର୍ଣ୍ଣପୁର ଜିଲ୍ଲା ଗ୍ରନ୍ଥାଗାରରେ ଯୁବାବର୍ଗଙ୍କ ପାଇଁ କେରିଅର କାଉନସେଲିଂର ଦ୍ଵିତୀୟ ବୈଠକ

ସୁବର୍ଣ୍ଣପୁର, (କେପିଏମଏସ୍‌) : ଜିଲ୍ଲାର ଯୁବାବର୍ଗଙ୍କ ଉନ୍ନତ ଭବିଷ୍ୟତ ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ '୫ଟି' କାର୍ୟ୍ୟକ୍ରମରେ ଜିଲ୍ଲାର ସଂସ୍କୃତି ଭବନରେ ସ୍ଥାପିତ ନୂତନ ଜିଲ୍ଲା ଗ୍ରନ୍ଥାଗାରରେ କେରିଅର କାଉନସେଲିଂ ର ଦ୍ଵିତୀୟ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର
Read More...

ଗୁଡ଼ ସାମରିଟନ ପଲିସିରେ ୩ ଜଣଙ୍କୁ ପୁରସ୍କୃତ

ପ୍ରତ୍ୟେକଙ୍କୁ ୨୦୦୦ ଲେଖାଏଁ ଅର୍ଥରାଶି ସହ ପ୍ରମାଣ ପତ୍ର ପ୍ରଦାନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାପାଳ ତଥା ଆଞ୍ଚଳିକ ପରିବହନ ପ୍ରାଧିକରଣ ମୁଖ୍ୟ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଗୁଡ଼ ସାମରିଟନ ପଲିସି ଅଧୀନରେ ଜିଲ୍ଲାର ୩ ଜଣ
Read More...

୧୫-୧୮ ବର୍ଷ ବୟସ ବର୍ଗ ହିତାଧିକାରୀଙ୍କ କୋଭିଡ ଟୀକାକରଣ ପାଇଁ ଜିଲ୍ଲାସ୍ତରୀୟ ଟାସ୍କଫୋର୍ସ ବୈଠକ

କୋଭାକ୍ସିନ ଟୀକା ନେବେ ହାରାହାରୀ ୩୯୫୫୮ ହିତାଧିକାରୀ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଅଗାମୀ ୩ ଜାନୁୟରୀରୁ ସୁବର୍ଣ୍ଣପୁର ଜିଲ୍ଲାରେ ୧୫-୧୮ ବର୍ଷ ବୟସ ବର୍ଗର ହିତାଧିକାରୀଙ୍କ ପାଇଁ କୋଭିଡ ଟୀକାକରଣ ଅନୁଷ୍ଠିତ ହେବ । ଏହି ଟୀକାକରଣର ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ଥିବା ବେଳେ ଆଜି
Read More...

ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ମାୟାବହାଁ ହାଇସ୍କୁଲର ଜୁନିଅର ରେଡ଼କ୍ରସ ୟୁନିଟ ଓ ସୁବର୍ଣ୍ଣପୁର ଜିଲ୍ଲା ରକ୍ତ ଭଣ୍ଡାରର ମିଳିତ ଆନୁକୂଲ୍ୟରେ ସୋନପୁର ରକ୍ତ ଭଣ୍ଡାରଠାରେ ଦୁଇ ଦିନ ବ୍ୟାପୀ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଜିଲ୍ଲା ଶିକ୍ଷାଅଧିକାରୀ ଲକ୍ଷ୍ମଣ
Read More...

ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପରଲୋକରେ ଶୋକସଭା

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁରର ଅଗ୍ରଣୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ମହାନଦୀ ସାହିତ୍ୟ ସଂସଦର ସଭାଗୃହରେ ଦିବଂଗତ ବାଚସ୍ପତି ତଥା ପଶ୍ଚିମ ଓଡିଶା ବିକାଶ ପରିଷଦର ପ୍ରାକ୍ତନ ଅଧ୍ୟକ୍ଷ କିଶୋର ମହାନ୍ତିଙ୍କ ବିୟୋଗରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ମହାନଦୀ
Read More...

ସୁବର୍ଣ୍ଣପୁର ଜିଲ୍ଲାରେ ଆଜି ସୁଦ୍ଧା ଚାଷୀଙ୍କଠାରୁ ୧୨,୯୮,୭୭୭.୪୯ କ୍ଵିଣ୍ଟାଲ ଧାନକ୍ରୟ : ପ୍ରଥମ ପର୍ଯ୍ୟାୟରେ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ଜିଲ୍ଲାରେ ଧାନ କିଣା ବିକାକୁ ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ସମ୍ପାଦନ କରିବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଚାଷୀଙ୍କଠାରୁ ଧାନ କିଣାରେ ଯେପରି କୌଣସି ପ୍ରକାର ବିଶୃଙ୍ଖଳା ନହେବ ସେଥିପ୍ରତି ସମ୍ପୃକ୍ତ
Read More...