ମହାତ୍ମାଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତିରେ ସୁବର୍ଣ୍ଣପୁର ପ୍ରଶାସନ ତରଫରୁ ଆଲୋଚନାଚକ୍ର
ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ଆଜି ସୁବର୍ଣ୍ଣପୁରଠାରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଆଜାଦୀ କା ଅମୃତ ମହୋତ୍ସବକୁ ନେଇ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ!-->…
Read More...
Read More...