Browsing Tag

subarnapur news

ଜୟ ଜଗନ୍ନାଥ ସେନା ତରଫରୁ ରକ୍ତଦାନ ଶିବିର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଳକ ଅନ୍ତର୍ଗତ ସୁବଳୟା ଗ୍ରାମର ଜୟ ଜଗନ୍ନାଥ ସେନା ତରଫରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ କୁମାର ଭୋଇ ମୁଖ୍ୟଅତିଥି ଭାବରେ ଯୋଗଦେଇ ସ୍ବେଚ୍ଛାକୃତ ରକ୍ତଦାନ
Read More...

ଆଭାସୀ ଜରିଆରେ ମୁଖ୍ୟମନ୍ତ୍ରୀ ଓଡିଶାଙ୍କ ଦ୍ୱାରା ରାଜ୍ୟର ୨୨ଟି ଜିଲ୍ଲାରେ ୫୫ଟି ଅତ୍ୟାଧୁନିକ ବସଷ୍ଟାଣ୍ଡର ଶିଳାନ୍ୟାସ

ସୁବର୍ଣ୍ଣପୁର ଜିଲ୍ଲାର ୪ ଗୋଟି ବ୍ଲକ ଯଥା- ସୋନପୁର, ବୀରମହାରାଜପୁର, ଉଲୁଣ୍ଡା ଓ ବିନିକାରେ ନିର୍ମାଣ ହେବ ନୂତନ ବସଷ୍ଟାଣ୍ଡ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ମୁଖ୍ୟମନ୍ତ୍ରୀ ଓଡିଶା ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ରାଜ୍ୟର ୨୨ ଗୋଟି ଜିଲ୍ଲା ନିମନ୍ତେ ୫୫ଟି ନୂତନ ଅତ୍ୟାଧୁନିକ
Read More...

ଆସନ୍ତା କାଲି ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ସମସ୍ତ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୫୮ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା, ବିନିକା, ଉଲୁଣ୍ଡା, ସୋନପୁର,
Read More...

ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା କମିଟି, ବାଲ୍ୟ ବିବାହ ଟାସ୍କ
Read More...

ମହାନଦୀ ଧାରା ତରଫରୁ ପ୍ରାଥମିକ ସଚେତନତା ତାଲିମ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୋନପୁର ସଦର ମହାନଦୀ ଧାରା ଶିକ୍ଷାନୁଷ୍ଠାନରେ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମାହାନଦୀ ଧାରା ଶିକ୍ଷାନୁଷ୍ଠାନର ପ୍ରିନ୍‌ସିପାଲ୍‌ ପ୍ଲାବନ ସଭାପତିତ୍ୱ କରି ଯୁବ
Read More...

ଆସନ୍ତା କାଲି ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ସମସ୍ତ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୫୮ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା, ବିନିକା, ଉଲୁଣ୍ଡା, ସୋନପୁର,
Read More...

କୃଷି ବିଜ୍ଞାନ କେନ୍ଦ୍ରର ୧୮ତମ ବୈଜ୍ଞାନିକ ଉପଦେଷ୍ଟା କମିଟିର ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା କୃଷି ବିଜ୍ଞାନ କେନ୍ଦ୍ରର ୧୮ତମ ବୈଜ୍ଞାନିକ ଉପଦେଷ୍ଟା କମିଟିର ସ୍ବତନ୍ତ୍ର ବୈଠକ କେନ୍ଦ୍ରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । କେଭିକେର ବରିଷ୍ଠ ବୈଜ୍ଞାନିକ ତଥା ସଂଯୋଜକ ଡ.ଜୀବନଜୀତ୍ ସେନଙ୍କ ପରିଚାଳନାରେ ଅନୁଷ୍ଠିତ
Read More...

ଜନସେବା ପାଇଁ ପ୍ରସ୍ତୁତ କପିଳେଶ୍ୱର ଚାରିଟେବଲ୍ ହସ୍‌ପିଟାଲ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ସମେତ ପଶ୍ଚିମ ଓଡିଶା ଲୋକଙ୍କୁ ଉନ୍ନତ ଚିକିତ୍ସାସେବା ଯୋଗାଇବା ଲକ୍ଷ୍ୟରେ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଧର୍ମଶାଳା ମହାନଦୀ କୂଳରେ ନିର୍ମିତ କପିଳେଶ୍ବର ଚାରିଟେବୁଲ୍ ହସପିଟାଲ ଖୁବ୍ ଶୀଘ୍ର ଲୋକାର୍ପିତ ହେବାକୁ ଯାଉଛି ।
Read More...

ସୁବର୍ଣ୍ଣପୁର ବିଜୁ ପଟ୍ଟନାୟକ ସୁଇମିଂ ପୁଲରେ ସମ୍ବଲପୁର ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଆନ୍ତଃ ମହାବିଦ୍ୟାଳୟସ୍ତରୀୟ ସନ୍ତରଣ…

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସମ୍ବଲପୁର ବିଶ୍ୱ ବିଦ୍ୟାଳୟ ପକ୍ଷରୁ ସୁବର୍ଣ୍ଣପୁରସ୍ଥିତ ନବ ନିର୍ମିତ ବିଜୁ ପଟ୍ଟନାୟକ ସୁଇମିଂ ପୁଲ୍‌ରେ ଆନ୍ତଃ ମହାବିଦ୍ୟାଳୟସ୍ତରୀୟ ସନ୍ତରଣ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ମା' ଝାଡେଶ୍ୱରୀ ମହାବିଦ୍ୟାଳୟ ଦ୍ବାରା ଆୟୋଜିତ ଏହି ସନ୍ତରଣ
Read More...

ବଡ଼ଭଇଁରୋ ପେକ୍ସର ଅବସରପ୍ରାପ୍ତ ସହକାରୀ ସଂପାଦକ ଭିଜିଲାନ୍ସ କୋର୍ଟ ଦ୍ୱାରା ଦଣ୍ଡିତ : ୨ ବର୍ଷ କାରାଦଣ୍ଡ ସହ ୧୦ ହଜାର…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ତରଭା ନିକଟସ୍ଥ ବଡ଼ଭଇଁରୋ ଏସ୍‌ସିଏସ୍‌ ପେକ୍ସର ଅବସରପ୍ରାପ୍ତ ସହକାରୀ ସଂପାଦକ ଦିଜବର ଦଳବେହେରା ଭିଜିଲାନ୍ସ କୋର୍ଟ ଦ୍ୱାରା ଦଣ୍ଡିତ ହୋଇଥିବା ବେଳେ ମାନ୍ୟବର କୋର୍ଟ ତାଙ୍କୁ ୨ ବର୍ଷ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜୋରିମାନା ପାଇଁ ଗତକାଲି ଶୁଣାଣି
Read More...