Browsing Tag

subarnapur news

ସୁବର୍ଣ୍ଣପୁର ଜିଲ୍ଲାରେ କପା ମଣ୍ଡି ଉଦଘାଟନ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ବ୍ଲକ କଳାପଥର ସ୍ଥିତ ଚନ୍ଦ୍ରିକା ଏଣ୍ଟରପ୍ରାଇଜେସ ଠାରେ ଚଳିତ ବର୍ଷ ପାଇଁ କପା ମଣ୍ଡିରେ ସିସିଆଇ ଅଧୀନରେ କପା ସଂଗ୍ରହ ଆରମ୍ଭ ହୋଇଯାଇଛି । ଏହାକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଶୁଭ ଉଦଘାଟନ କରିଥିବା ବେଳେ ଏହି ଅବସରରେ ସଫଳ ଓ ସର୍ବାଧିକ
Read More...

ଓଡ଼ିଶା ସଂସ୍କୃତି ଓ କଳା ପରିଷଦର ସୁବର୍ଣ୍ଣପୁର ଜିଲ୍ଲା ଶାଖା ଉଦଘାଟିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର କୁଲପଡ଼ା ଠାରେ ସଂସ୍କୃତି ଓ କଳା ପରିଷଦ ଓଡିଶା ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ଶାଖାର ନୂତନ କାର୍ଯ୍ୟାଳୟକୁ କଳା ପରିଷଦର ରାଜ୍ୟ ଅଧ୍ୟକ୍ଷ ଲକ୍ଷ୍ମୀଧର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭାରମ୍ଭ କରିଛନ୍ତି । ଏହି
Read More...

ଆଜିଠୁ ସକାଳ ୮ଟାରୁ ଦିନ ୨ଟା ପର୍ଯ୍ୟନ୍ତ ସ୍କୁଲ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ପ୍ରବଳ ଶୀତ ଏବଂ କୁହୁଡ଼ିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ସକାଳୁଆ ଚାଲୁଥିବା ବିଦ୍ୟାଳୟଗୁଡ଼ିକ ସକାଳ ୮ଟାରୁ ଆରମ୍ଭ ହୋଇ ଦିନ ୨ଟା ପର୍ଯ୍ୟନ୍ତ ଖୋଲିବା ପାଇଁ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ନିର୍ଦ୍ଦେଶନାମା ଜାରି କରିଛନ୍ତି ।
Read More...

ନାଟର ସାଧାରଣ ପରିଷଦ ବୈଠକ ଓ କମକର୍ତ୍ତା ନିର୍ବାଚନ ଅନୁଷ୍ଠିତ

ପ୍ରଦ୍ୟୁମ୍ନ କାର୍ଯ୍ୟକାରୀ ଅଧ୍ୟକ୍ଷ, ବନାମାଳୀ ସାଧାରଣ ସଂପାଦକ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ନାଟକ, ସାହିତ୍ୟ ଓ ସମାଜସେବା ପାଇଁ ସମର୍ପିତ ସୁବର୍ଣ୍ଣପୁରର ପ୍ରତିଷ୍ଠିତ ଅନୁଷ୍ଠାନ ନୋଡ଼ାଲ ଏସୋସିଏସନ ଫର ଏମେଚ୍ୟୋର୍ ଥିଏଟର (ନାଟ)ର ଦ୍ଵିବାର୍ଷିକ ସାଧାରଣ ପରିଷଦ ବୈଠକ
Read More...

ହସ୍ତତନ୍ତ କ୍ଷେତ୍ରରେ ବ୍ୟବସାୟ ସୁଯୋଗ ଓ ସାଇବର ସୁରକ୍ଷା ଉପରେ ସଚେତନତା କାର୍ଯ୍ୟକ୍ରମ

ହସ୍ତତନ୍ତ କ୍ଷେତ୍ରରେ ସୁବର୍ଣ୍ଣପୁର ଜିଲ୍ଲାର ଆହୁରି ସୁନାମ ହେଉ : ଜିଲ୍ଲାପାଳ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାରେ ହସ୍ତତନ୍ତ କ୍ଷେତ୍ରରେ ବ୍ୟବସାୟ ସୁଯୋଗ ଓ ସାଇବର ସୁରକ୍ଷା ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି । ସ୍ଥାନୀୟ ସଂସ୍କୃତି ଭବନ
Read More...

ଜାତୀୟ ଯୁବ ଉତ୍ସବ -୨୦୨୬ ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଜାତୀୟ ଯୁବ ଉତ୍ସବ ୨୦୨୬ ପାଳନ ପରିପ୍ରେକ୍ଷୀରେ ଜିଲ୍ଲା ସ୍ତରରୁ ରାଜ୍ୟ ସ୍ତରକୁ ପ୍ରତିଯୋଗୀ ପଠାଇବା ନିମନ୍ତେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଅଞ୍ଜଳିନା ପ୍ରଧାନଙ୍କ ପୌରାହିତ୍ୟରେ ଏକ ପ୍ରସ୍ତୁତି ବୈଠକ
Read More...

ଆର୍ଟ ଅଫ ଲିଭିଙ୍ଗ ହେପିନେସ ସେଣ୍ଟର ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆର୍ଟ ଅଫ ଲିଭିଙ୍ଗ ହେପିନେସ ସେଣ୍ଟର ପକ୍ଷରୁ ଆଜି ନିଜସ୍ଵ ଅଫିସ ଗୃହଠାରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଭାବରେ ଏସ୍‌ପି ନାରାୟଣ ନାୟକ ଯୋଗ ଦେଇ
Read More...

ଦୁର୍ଘଟଣା ଜନିତ ଶୂନ ମୃତାହତ ପକ୍ଷ ପାଳନ ନେଇ ସଚେତନତା ରାଲି ଅନୁଷ୍ଠିତ : ସଚେତନ କଲେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଓଡ଼ିଶା ରାଜ୍ୟ ପରିବହନ ବିଭାଗ ପକ୍ଷରୁ ସମଗ୍ର ରାଜ୍ୟରେ ନଭେମ୍ବର ୧୬ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁର୍ଘଟଣା ଜନିତ ଶୂନ ମୃତାହତ ପକ୍ଷ ପାଳନ କରାଯାଉଛି । ଏହି ଅବସରରେ ଆଜି ସୁବର୍ଣ୍ଣପୁର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଠାରୁ ଏକ ସଚେତନତା ରାଲିକୁ
Read More...

ରାଷ୍ଟ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା ପାଇଁ ସାଇକେଲ ରାଲି ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ଜିଲ୍ଲା ପ୍ରଶାସନ ମିଳିତ ସହଯୋଗରେ ରାଷ୍ଟ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ସଚେତନା କାର୍ଯ୍ୟକ୍ରମ ଅବସରରେ ଏକ ସାଇକେଲ ରାଲି ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ
Read More...

ବସ୍‌ ସେବା ସଂପ୍ରସାରଣ ପାଇଁ ରାଜ୍ୟ ପରିବହନ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁନ୍ଦରଗଡରୁ ସମ୍ବଲପୁର ହୋଇ ସୋନପୁରକୁ ଆସୁଥିବା ରାଜ୍ୟ ପରିବହନ ବିଭାଗ ବସ୍ ସେବା ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକକୁ ସଂପ୍ରସାରଣ ପାଇଁ ଶୁକ୍ରବାର ଦିନ ବରିଷ୍ଠ ନାଗରିକ ସଂଗଠନ ତରଫରୁ ଏକ ସ୍ମାରକ ପତ୍ର ପ୍ରଦାନ କରଯାଇଥିଲା ।
Read More...