ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ତରଫରୁ ବିଭିନ୍ନ ସ୍କୁଲର ଜୁନିଅର ରେଡକ୍ରସ ୟୁନିଟ ତରଫରୁ ବିଶ୍ୱ ସ୍ଥାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ପ୍ରତାପପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହି ଅବସରରେ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି ।!-->…
Read More...
Read More...