Browsing Tag

subarnapur news

ରାଜ୍ୟସ୍ତରୀୟ ଜେ. ଆର୍‌. ସି. ପରାମର୍ଶଦାତା ତାଲିମ ଶିବିର ଉଦଯାପିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଧର୍ମଶାଳା ଉଚ୍ଚ ବିଦ୍ୟାଳୟ ପରିସରରେ ରାଜ୍ୟସ୍ତରୀୟ ଜୁନିଅର ରେଡ଼କ୍ରସ ପରାମର୍ଶଦାତା ତାଲିମ ଶିବିର ଉଦଯାପିତ ହୋଇଯାଇଛି । ଧର୍ମଶାଳା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପର୍ଶୁରାମ ମେହେରଙ୍କ ସଭାପତିତ୍ୱରେ
Read More...

ସୋନପୁର କଲେଜ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା ଘଟଣା : ଘଟଣାସ୍ଥଳରେ ଜିଲ୍ଲାପାଳ ଓ ଏସପି

୩ ଛାତ୍ରଙ୍କୁ କୋର୍ଟ ଚାଲାଣ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ପୂର୍ବାହ୍ନ ୧୧ଟା ବେଳେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଏସ୍‌ପି ନାରାୟଣ ନାଏକ ସୋନପୁର କଲେଜ ପରିଦର୍ଶନ କରି ଗତକାଲି ପ୍ରଥମ ଥର ପାଇଁ ସୋନପୁର କଲେଜରେ ହୋଇଥବା ଭଙ୍ଗାରୁଜା ଘଟଣାର ସ୍ଥିତି
Read More...

ଅସହାୟ ବୃଦ୍ଧ ଦମ୍ପତ୍ତିଙ୍କ କୁଡିଆ ଘରେ ଜିଲ୍ଲାପାଳ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ବାବୁପାଲି ପଞ୍ଚାୟତର ଅପହଞ୍ଚ ଗାଁ ପଲସାପାଲିର ଅସହାୟ ବୃଦ୍ଧ ଦମ୍ପତ୍ତିଙ୍କ ପାଖରେ ପହଞ୍ଚିଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ । ବୃଦ୍ଧବୃଦ୍ଧାଙ୍କ ସହ କୁଡ଼ିଆ ଭିତରେ ତଳେ ବସି ସବୁ ସମସ୍ୟା
Read More...

ଉତ୍କଳ ବାଳାଶ୍ରମରେ ଆଇନ ସଚେତନତା ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକଙ୍କ ଆଦେଶ ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁର ଅଧକ୍ଷଙ୍କ ନିର୍ଦେଶ କ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁର ତରଫରୁ ସ୍ଥାନୀୟ ଉତ୍କଳ ବାଳାଶ୍ରମ ସୋନପୁର ଠାରେ ବାଳିକା ମାନଙ୍କ ଅଧିକାର
Read More...

ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁରର ସର୍ବପୂରାତନ ମହାବିଦ୍ୟାଳୟ ସୋନପୁର କଲେଜକୁ ସରକାରୀ ମାନ୍ୟତା ପ୍ରଦାନ ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଜି ୨ ଘଣ୍ଟିଆ ଧାରଣା ଦେଇଛି ପୂରାତନ ଛାତ୍ର ସଂଘ ତଥା ଆଲୁମିନୀ ଆସୋସିଏସନ । ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ
Read More...

ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ

ପଶ୍ଚିମ୍ ତରଫରୁ ନିର୍ମାଣ ହେବ ୨୦ଟି ସିନେପ୍ଲେକ୍ସ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ସହର ବ୍ଲକ ଛକ ନିକଟସ୍ଥ ରୟାଲ କନଭେନସନ୍ ପରିସରରେ ନ୍ୟୁଜ ଏବଂ ମନୋରଞ୍ଜନ ପର୍ଯ୍ୟବେଶିତ ରାଜ୍ୟର ପ୍ରଥମ ଓଟିଟି ଚାନେଲ "ପଶ୍ଚିମ୍" ଲୋକାର୍ପିତ ହୋଇଯାଇଛି । ଦେଶ ବିଦେଶରେ ଆଇଟି
Read More...

ଡିଆର୍‌ସିଏସ୍‌ଙ୍କୁ ବହିଷ୍କାର ସହ ନୂତନ ନିଯୁକ୍ତି ରଦ୍ଦ ଦାବୀ

ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ସୁପାରିଶ କରିଛି : ଜିଲ୍ଲାପାଳ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ମରାଡୁଗୋଛା ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ରେ ସମ୍ପାଦକ ନବୀନ ଦାସଙ୍କ ଚାକିରିରେ ପରିବାରବାଦ ତଥା ଦୀର୍ଘ ଦିନରୁ
Read More...

ଇନଟାକ୍ ପକ୍ଷରୁ ଅଷ୍ଟଶମ୍ଭୁ ଐତିହ୍ୟ ପଦଯାତ୍ରା ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : କଳା, ସଂସ୍କୃତି ଓ ଐତିହ୍ୟର ସୁରକ୍ଷା ଦିଗରେ କାର୍ଯ୍ୟରତ ସର୍ବଭାରତୀୟ ଅନୁଷ୍ଠାନ ଇନ଼ଟାକର ସୋନପୁର ଚ୍ୟାପ୍ଟର ତରଫରୁ ସୋନପୁର ସହରର ଅଷ୍ଟଶମ୍ଭୁ ଐତିହ୍ୟ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ପଞ୍ଚରଥ ମନ୍ଦିର ସମ୍ମୁଖରୁ ଆରମ୍ଭ ହୋଇଥିବା
Read More...

ରନ୍ଧନ ଗ୍ୟାସ ଅଚଳାବସ୍ଥାକୁ ନେଇ ଜିଲ୍ଲା କଂଗ୍ରେସ କମିଟିର ବିକ୍ଷୋଭ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସମଗ୍ର ରାଜ୍ୟରେ ଏବେ ଏଲପିଜି ଗ୍ୟାସକୁ ନେଇ ସୃଷ୍ଟି ହୋଇଛି ଅଚଳାବସ୍ଥା । ଏହାର ଫାଇଦା ଉଠାଇ ଅସାଧୁ ବ୍ୟବସାୟୀ ମାନେ ଗ୍ୟାସକୁ ବ୍ୟାପକ ଭାବେ କଳାବଜାର କରିବା ଆରମ୍ଭ କରିଦେଇଛନ୍ତି । ରନ୍ଧନ ଗ୍ୟାସ ନପାଇ ଖାଉଟି ଏବେ ହନ୍ତସନ୍ତ ହେଉଛନ୍ତି ।
Read More...

ଜିଲ୍ଲା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ସୋନପୁର ବ୍ଲକ ଡୁଙ୍ଗୁରିପାଲି କୁଶଳେଶ୍ୱର ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ସଭାରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଘନଶ୍ୟାମ ମେହେରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି
Read More...