ମହାନଦୀ ପୋଲ ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୫ ମୃତ, ୫ ଗୁରୁତର
ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ସଦର ମହାନଦୀ ପୋଲ ଉପରେ ଏକ ମର୍ମନ୍ନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ବୋଲେରୋ ଓ ଟ୍ରକ ମୁହାମୁହି ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୫ ମୃତ ଓ ୫ ଗୁରୁତର । ସମସ୍ତ ଗୁରୁତରଙ୍କୁ ସୋନପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ!-->…
Read More...
Read More...