Browsing Tag

subarnapur news

ସୋନପୁର ମହାବିଦ୍ୟାଳୟ ଓଡିଆ ବିଭାଗ ତରଫରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୋନପୁର ମହାବିଦ୍ୟାଳୟ ଓଡିଆ ବିଭାଗ ତରଫରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଅଦ୍ୟ ତା୨୫/୮/୨୧ ଥିବା ୧୧ଘଣ୍ଟା ସମୟରେ ପାଳିତ ହୋଇଯାଇଛି । ବିଭାଗୀୟ ମୁଖ୍ୟ ଡକ୍ଟର ସୌରଭ ରଞ୍ଜନ ଖମାରୀଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

ଖରଜୁରା ଜନ ଆରୋଗ୍ୟ ସମିତି ଗଠିତ

ସୁବର୍ଣ୍ଣପୁର, ( ପ୍ରଭୁଦତ୍ତ ରଥ ) : ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧିନରେ ଥିବା ଖରଜୁରା ସ୍ଵାସ୍ଥ୍ୟ ଉପକେନ୍ଦ୍ର ଓ ସ୍ଵାସ୍ଥ୍ୟ ଆରୋଗ୍ୟ କେନ୍ଦ୍ରରେ ସଂପ୍ରତି ଜନ ଆରୋଗ୍ୟ ସମିତି ଗଠିତ ହୋଇଯାଇଛି । ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରର ଅଧିକ୍ଷକ ଡାକ୍ତର ସଂଗୀତା ଚୌଧୂରୀଙ୍କ
Read More...

ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ମାଗଣା କର୍କଟ ରୋଗ ପରାମର୍ଶ ଶିବିର

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୁବର୍ଣପୁର ଆନୁକୂଲ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜିଲ୍ଲା ସ୍ତରୀୟ ମାଗଣା କର୍କଟ ରୋଗ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ ମୁମ୍ବାଇର ପ୍ରଖ୍ୟାତ କର୍କଟ ରୋଗ ବିଶେଷଜ୍ଞ ଡାକ୍ତର
Read More...

ସୁବର୍ଣ୍ଣପୁରରେ ସ୍ୱଭାବ କବି ଗଂଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସ୍ୱଭାବ କବି ଗଂଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ଉତ୍ସବ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାହିତ୍ୟ - ସଂସ୍କୃତି ଅନୁଷ୍ଠାନ ମହାନଦୀ ସାହିତ୍ୟ ସଂସଦ ଓ ଜିଲ୍ଲା ସଂସ୍କୃତି ପରିଷଦ ଦ୍ୱାରା ଆୟୋଜିତ ମେହେର
Read More...

ପ୍ରଥମ ମାସିକ ଶିକ୍ଷା ସେତୁ କାର୍ଯ୍ୟକ୍ରମ ସମୀକ୍ଷା ବୈଠକ : ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପ୍ରଦାନ କଲେ ପ୍ରଶଂସାପତ୍ର

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ପୂର୍ବାହ୍ନ ସମୟରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ଶିକ୍ଷା ସେତୁ କାର୍ଯ୍ୟକ୍ରମର ଅଗ୍ରଗତି ଉପରେ ପ୍ରଥମ ସମୀକ୍ଷା ବୈଠକ ବିଭାଗୀୟ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି । ସେ ଏହି ଅବସରରେ
Read More...

ସଦ୍‌ଭାବନା ଦିବସ ଉପଲକ୍ଷେ ଶପଥ ପାଠ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ତଥା ସଦ୍‌ଭାବନା ଦିବସ ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଶପଥପାଠ ଉତ୍ସବ ତା.୧୯/୦୮/୨୧ରିଖରେ କୋଭିଡ ନିୟମ ପାଳନ ପୂର୍ବକ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର
Read More...

ସୋନପୁର ବ୍ଲକକୁ ରାଜ୍ୟସ୍ତରୀୟ ସ୍ଵାସ୍ଥ୍ୟ ଟିମର ପରିଦର୍ଶନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଚାଲିଥିବା ତ୍ରିମାସିକ ସମନ୍ଵିତ ସ୍ଵାସ୍ଥ୍ୟ ଅଭିଯାନର ମନିଟରିଙ୍ଗ ପାଇଁ ଏକ ରାଜ୍ୟସ୍ତରୀୟ ମନିଟରିଙ୍ଗ ଦଳ ସୋନପୁରରେ ପହଞ୍ଚିଛନ୍ତି । ଅତିରିକ୍ତ ନିର୍ଦ୍ଦେଶକ ସ୍ଵାସ୍ଥ୍ୟସେବା (ଟିବି) ଡାକ୍ତର ପ୍ରଶାନ୍ତ କୁମାର ଦାଶ ଏବଂ ରାଜ୍ୟ ଟ୍ରେନିଂ କୋର୍ଡିନେଟର
Read More...

ଆସନ୍ତା କାଲି ଜିଲ୍ଲାରେ ୧୮ରୁ ଉର୍ଦ୍ଧ ନାଗରିକଙ୍କ ପାଇଁ ୪୬ଟି କେନ୍ଦ୍ରରେ ଟୀକାକରଣ

ଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ତା ୧୮/୦୮/୨୧ ରିଖ ବୁଧବାର ଦିନ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର ମ୍ୟୁନିସିପାଲିଟିର
Read More...

୭୫ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରେମାନନ୍ଦ ନାୟକ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ରିଜର୍ଭ ପୋଲିସ ପଡ଼ିଆଠାରେ ୭୫ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ କୋଭିଡ୍ ସତର୍କତା ଭିତରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି
Read More...

ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କୋଭିଡ କଟକଣାରେ ଜାତୀୟ ପତାକା ଉତ୍ତୋଳନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ୭୫ତମ ସ୍ୱାଧୀନତା ଦିବସ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଏହି ଅବସରରେ ଅତିରିକ୍ତ ଜିଲ୍ଲପାଳ ସୂର୍ଯ୍ୟନାରାୟଣ ଦାସ, ନିଶୀ ପୂନମ ମିଞ୍ଜ ସହ
Read More...