Browsing Tag

subarnapur news

ଆସନ୍ତା ୧୬ରେ ଜିଲ୍ଲାରେ ୧୮ରୁ ଅଧିକ ନାଗରିକଙ୍କ ପାଇଁ ୩୬କେନ୍ଦ୍ରରେ ଟୀକାକରଣ : ଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ…

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁତା.୧୬/୦୮/୨୧ ରିଖ ଦିନ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର ମ୍ୟୁନିସିପାଲିଟିର ବ୍ୟବସ୍ଥିତ ୩୬ କେନ୍ଦ୍ରରେ ଯଥା-ସୋନପୁର ବ୍ଲକରେ ୦୪ଟି କେନ୍ଦ୍ର, ଡୁଙ୍ଗୁରିପାଲି ବ୍ଲକ
Read More...

ଆଶୀର୍ବାଦ ଯୋଜନାରେ ଆର୍ଥିକ ସହାୟତା ପ୍ରଦାନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ଅପରାହ୍ନରେ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଆଶୀର୍ବାଦ ଯୋଜନାର ହିତାଧିକାରୀ ଅନାଥ ଶିଶୁ ଓ ମାଆ କିମ୍ବା ବାପାଙ୍କୁ
Read More...

ଗୋ ଶ୍ରଦ୍ଧା ବୈଠକ ଅନୁଷ୍ଠିତ

-ସମସ୍ତଙ୍କ ମିଳିତ ସହଯୋଗ ଉପରେ ଗୁରୁତ୍ୱାରୋପ-ଆସନ୍ତା ତା ୧୬/୦୮/୨୧ଠାରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୋନପୁର ପୌରପରିଷଦ ଅଞ୍ଚଳରେ ରାସ୍ତା, ଛକ, ବଜାର ଇତ୍ୟାଦି ସ୍ଥାନରେ ବୁଲା ଗାଈଗୋରୁଙ୍କ ଅବାଧ ଯାତାୟାତ ଯୋଗୁଁ ଟ୍ରାଫିକ ସମସ୍ୟା ସୃଷ୍ଟି
Read More...

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱାସ୍ଥ୍ୟ ସଚେତନତା

ସୁବର୍ଣ୍ଣପୁର, (ପ୍ରଭୂଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାରେ ପ୍ରଧାନ ଶିକ୍ଷକ ମନୋଜ କୁମାର ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଦିବସୀୟ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଡୁଙ୍ଗୁରିପାଲି ସିଏଚ୍‌ସି
Read More...

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି

ସୁବର୍ଣ୍ଣପୁର, (ପ୍ରଭୂଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମାଠାରେ ସ୍ୱାଧୀନତା ଦିବସ-୨୦୨୧ ପାଳନ ନିମନ୍ତେ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ
Read More...

ବେନିୟମ ଭାବେ ବାଲି ଚାଲାଣ : ୬୭ ହଜାର ଟଙ୍କା ଜୋରିମାନା ଆଦାୟ

ସୁବର୍ଣ୍ଣପୁର, (ପ୍ରଭୂଦତ୍ତ ରଥ) : ସୋନପୁର- ମନମୁଣ୍ଡା ବ୍ରିଜ ତଳ ତେଳ ନଦୀରୁ ୪ଟି ଟ୍ରାକ୍ଟର ଓ ଗୋଟିଏ ହାଇୱାକୁ ବେନିୟମ ଭାବେ ବାଲି ଚାଲାଣ କରୁଥିବା ସମୟରେ ଉପଜିଲ୍ଲାପାଳ, ସୋନପୁର ନିହାର ରଞ୍ଜନ କଁହରଙ୍କ ନିଦ୍ଦେଶକ୍ରମେ ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ ଚଢ଼ାଉ କରି ବେନିୟମ ବାଲି
Read More...

କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲା କୃଷି କାର୍ଯ୍ୟାଳୟକୁ ଘେରାଉ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲାରେ ସାରର ଅଭାବ ସମସ୍ୟାକୁ ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଆଜି ଜିଲ୍ଲା କୃଷି କାର୍ଯ୍ୟାଳୟକୁ ଘେରାଉ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବର୍ତ୍ତମାନ ଖରିଫ୍ ଚାଷ ଚାଲିଥିବା ବେଳେ ଜିଲ୍ଲାରେ ଆବଶ୍ୟକ ୟୁରିଆ, ଡିଏପି
Read More...

ପଶ୍ଚିମ ଓଡିଶା ଯୁବାମଂଚ ପକ୍ଷରୁ ସ୍ୱାଭିମାନ୍ ଯାତ୍ରା ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ପଶ୍ଚିମ ଓଡିଶା ଯୁବାମଂଚ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ଠାରେ ଆଜି ସ୍ୱାଭିମାନ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସଂସ୍କୃତିର ମାଟି ସୁବର୍ଣ୍ଣପୁରର ଦୁଇ ଯଶ୍ୱସୀ ବରପୁତ୍ର ସ୍ୱର୍ଗତ ଗୁରୁ ସତ୍ୟନାରାୟଣ ବହିଦାର ଓ ଡଃ ଅଟଲ ବିହାରୀ ପଣ୍ଡାଙ୍କ
Read More...

ଡ.ସଦାନନ୍ଦ ଅଗ୍ରୱାଲଙ୍କ ୪ର୍ଥ ଶ୍ରାଦ୍ଧ ଦିବସରେ ‘ଶ୍ରୀ ଖାରବେଳ’ ପୁସ୍ତକ ଉନ୍ମୋଚିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡିଶାର ବିଶିଷ୍ଠ ଐତିହାସିକ, ଗବେଷକ, ଲିପିତତ୍ତ୍ୱବିଦ, ନାଟ୍ୟକାର, ସଂଗୀତ ନିର୍ଦ୍ଦେଶକ ସ୍ୱର୍ଗତ ଡ.ସଦାନନ୍ଦ ଅଗ୍ରୱାଲଙ୍କ ୪ର୍ର୍ଥ ଶ୍ରାଦ୍ଧ ଦିବସ ଆଜି ତାଙ୍କ ପୈତୃକ ଗ୍ରାମ ମେଣ୍ଡାଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଡ.ସଦାନନ୍ଦ ଅଗ୍ରୱାଲ
Read More...

ଆସନ୍ତା ୨ ଓ ୩ ତାରିଖରେ ଜିଲ୍ଲାରେ ୧୮ରୁ ଉର୍ଦ୍ଧ ନାଗରିକଙ୍କ ପାଇଁ ୫୪ଟି କେନ୍ଦ୍ରରେ ଟୀକାକରଣ

ଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ତା୦୨/୦୮/୨୧ ଓ ତା୦୩/୦୮/୨୧ରେ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର ମ୍ୟୁନିସିପାଲିଟିରେ
Read More...