Browsing Tag

subarnapur news

ଆସନ୍ତା ୨୯ ଓ ୩୦ ତାରିଖରେ ଜିଲ୍ଲାରେ ୧୮ରୁ ଉର୍ଦ୍ଧ ନାଗରିକଙ୍କ ପାଇଁ ୪୮ଟି କେନ୍ଦ୍ରରେ ଟୀକାକରଣ

ଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ତା୨୯/୦୭/୨୧ ଓ ତା୩୦/୦୭/୨୧ରେ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର ମ୍ୟୁନିସିପାଲିଟିରେ
Read More...

ଆଶୀର୍ବାଦ ଯୋଜନାର ଅଭିମୁଖୀକରଣ ବୈଠକ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ଶିଶୁ ସୁରକ୍ଷା କମିଟି, ଜିଲ୍ଲା ସ୍ତରୀୟ ଟାକ୍ସଫୋର୍ସ(ବାଲ୍ୟ ବିବାହ) ତଥା ଆଶୀର୍ବାଦ ଯୋଜନା ଅଭିମୁଖୀକରଣ ବୈଠକ ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ
Read More...

ଆସନ୍ତା ୨୬ ଓ ୨୭ ତାରିଖରେ ଜିଲ୍ଲାରେ ୧୮ରୁ ଉର୍ଦ୍ଧ ନାଗରିକଙ୍କ ପାଇଁ ୫୩ଟି କେନ୍ଦ୍ରରେ ଟୀକାକରଣ

ଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା ତା୨୬/୦୭/୨୧ ଓ ତା୨୭/୦୭/୨୧ରେ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର ମ୍ୟୁନିସିପାଲିଟିରେ
Read More...

କୌଣସି ଛାତ୍ରଛାତ୍ରୀ ଉପଯୁକ୍ତ ଶିକ୍ଷାରୁ ବଞ୍ଚିତ ହେବେନାହିଁ : ସୁବର୍ଣ୍ଣପୁର ଜିଲ୍ଲାପାଳ

ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ସେତୁ କାର୍ଯ୍ୟକ୍ରମର ଶୁଭାରମ୍ଭ : ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାର ୧୯୫ ବିଦ୍ୟାଳୟକୁ ସାମିଲ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ସେତୁ କାର୍ଯ୍ୟକ୍ରମର ଶୁଭାରମ୍ଭ
Read More...

କ୍ଲଷ୍ଟର ସ୍ତରୀୟ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ପ୍ରଭୂଦତ୍ତ ରଥ) : ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଉଚ୍ଚ ବିଦ୍ୟାଳୟଠାରେ କ୍ଲଷ୍ଟର ସ୍ତରୀୟ ସାମୁହିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସିଆରସିସି ଜମ୍ବଶ୍ୱର ଦୀପଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ ଭୋଇ
Read More...

ଆସନ୍ତା ୨୨ ଓ ୨୩ ତାରିଖରେ ଜିଲ୍ଲାରେ ୧୮ରୁ ଉର୍ଦ୍ଧ ନାଗରିକଙ୍କ ପାଇଁ ୪୯ଟି କେନ୍ଦ୍ରରେ ଟୀକାକରଣ

ଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ତା୨୨/୦୭/୨୧ ଓ ତା୨୩/୦୭/୨୧ରେ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର ମ୍ୟୁନିସିପାଲିଟିରେ
Read More...

ନାବାର୍ଡର ୪୦ ତମ ପ୍ରତିଷ୍ଠା ଦିବସ ପାଳନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ନାବାର୍ଡ ତରଫରୁ ୪୦ ତମ ପ୍ରତିଷ୍ଠା ଦିବସ ପାଳନ ଏବଂ କୃଷି ଓ ଗ୍ରାମାଞ୍ଚଳର ବିକାଶ କ୍ଷେତ୍ରରେ ଦେଶ ପାଇଁ ୪୦ ବର୍ଷର ସେବାକୁ ସ୍ମରଣ କରିବା ପାଇଁ ନାବାର୍ଡ ଓଡିଶା ଆଞ୍ଚଳିକ କାର୍ଯ୍ୟାଳୟ, ଭୁବନେଶ୍ୱର ୨୦ ଜୁଲାଇ ୨୦୨୧ରେ ରାଜଭବନ ଠାରେ ଏକ କାର୍ଯ୍ୟକ୍ରମ
Read More...

ଆକ୍ସନ ଏଡ଼ ତରଫରୁ ୪ଗୋଟି ଅମ୍ଳଜାନ ସାନ୍ଧ୍ରକ ପ୍ରଦାନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : କରୋନା ମହାମାରୀର ତୃତୀୟ ଲହରକୁ ପ୍ରତିହତ କରିବା ନିମନ୍ତେ ରାଜ୍ୟ ସରକାର ସହ ଜିଲ୍ଳା ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା ସହିତ ପ୍ରସ୍ତୁତି ଚାଲିଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ଆକ୍ସନ ଏଡ଼ ସ୍ୱେଛାସେବୀ ଅନୁଷ୍ଠାନ ସ୍ୱତଃ ଏହି ମାନବୀୟ ମହତ
Read More...

ବେନିୟମ ଭାବେ ବାଲି ଚାଲାଣ : ୨୦ହଜାର ଟଙ୍କା ଜୋରିମାନା ଆଦାୟ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ସୋନପୁର- ମନମୁଣ୍ଡା ବ୍ରିଜ ତଳ ତେଲ ନଦୀରୁ ୨ଟି ଟ୍ରାକ୍ଟରକୁ ବେନିୟମ ଭାବେ ବାଲି ଚାଲାଣ କରୁଥିବା ସମୟରେ ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ ଚଢ଼ାଉ କରି ବେନିୟମ ବାଲି ଚାଲାଣ ନିମନ୍ତେ ୨ଟି ଟ୍ରାକ୍ଟରରୁ ୨୦,୦୦୦ ହଜାର ଟଙ୍କା ଜୋରିମାନା ଆଦାୟ
Read More...

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଉନ୍ନୟନ ସମୀକ୍ଷା : ଜୀବନ ଜୀବିକାର ସମୃଦ୍ଧି ଉପରେ ଗୁରୁତ୍ୱାରୋପ

ସୁବର୍ଣ୍ଣପୁର, (ପ୍ରଭୂଦତ୍ତ ରଥ) : ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରେମଚନ୍ଦ୍ର ଚୌଧୁରୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ବିଭାଗ ଦ୍ୱରା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅନୁଦାନରେ ଚାଲିଥିବା ଉନ୍ନୟନ କାର୍ଯ୍ୟ ତଦାରଖ କରିଥିଲେ । ଶ୍ରୀ
Read More...