Browsing Tag

subarnapur news

ଆସନ୍ତା କାଲି ଜିଲ୍ଲାରେ ୧୮ରୁ ଉର୍ଦ୍ଧ ନାଗରିକଙ୍କ ପାଇଁ ୩୩ଟି କେନ୍ଦ୍ରରେ ଟୀକାକରଣ

ଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୂଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର ମ୍ୟୁନିସିପାଲିଟିରେ ବ୍ୟବସ୍ଥିତ ୩୩ଟି
Read More...

ଗର୍ଭବତୀ ମହିଳାଙ୍କୁ କୋଭିଡ ୧୯ ଟୀକାକରଣ ପାଇଁ ବ୍ଲକସ୍ତରୀୟ ପ୍ରଶିକ୍ଷଣ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ସଭା କକ୍ଷରେ ଗର୍ଭବତୀ ମହିଳାଙ୍କୁ କୋଭିଡ ୧୯ ଟୀକାକରଣ ପାଇଁ ବ୍ଲକସ୍ତରୀୟ ପ୍ରଶିକ୍ଷଣ ଅନୁଷ୍ଠିତ ହୋଇଯାଇଛି । ସ୍ଵାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧୀକ୍ଷକ ଡାକ୍ତର ରାମ ଶଙ୍କର ତ୍ରିପାଠୀ ଏବଂ ଜନସ୍ଵାସ୍ଥ୍ୟ
Read More...

୨ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ : ଡ଼୍ରାଇଭର୍‌ ଫେରାର

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ନଳିନୀ ଛକ ନିକଟରେ ସୋନପୁର ଥାନା ପୁଲିସ ପକ୍ଷରୁ ଏକ ଟ୍ରକ ଉପରେ ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି । ସୂଚନାନୁସାରେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ପଟରୁ ସିଜି- ୧୦ ସି ୯୭୬୦ ନମ୍ବର ବିଶିଷ୍ଟ ଏକ ବଡ଼ ଟ୍ରକରେ ରାଜ୍ୟ
Read More...

ସୁବର୍ଣ୍ଣପୁର ଜିଲ୍ଲାରେ ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ୨ୟ ପ୍ରସ୍ତୁତି ସମୀକ୍ଷା ବୈଠକ

ସୁବର୍ଣ୍ଣପୁର, (ପ୍ରଭୂଦତ୍ତ ରଥ) : ଚଳିତ ବର୍ଷ ସମ୍ଭାବ୍ୟ ବନ୍ୟାର ମୁକାବିଲା କରିବା ପାଇଁ ୨ୟ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟତାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ, ବିଭିନ୍ନ ଜିଲ୍ଲାସ୍ତରୀୟ
Read More...

ସୁବର୍ଣ୍ଣପୁର ଜିଲ୍ଲା ଉନ୍ନୟନ ଓ ତଦାରଖ କମିଟି ବୈଠକ

ସୁବର୍ଣ୍ଣପୁର, (ପ୍ରଭୂଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ଉନ୍ନୟନ ଓ ତଦାରଖ କମିଟି (ଦିଶା) ବୈଠକ କମିଟି ଅଧ୍ୟକ୍ଷା ତଥା ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା କିଲିଟାରି ସଭା କକ୍ଷରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ଅର୍ଥ ଓ
Read More...

ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଉଷା କୁମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା କିଲିଟାରି ସଭାକକ୍ଷରେ ଅନୁଷ୍ଠିତ ବୈଠକରେ ମାନ୍ୟବର ମନ୍ତ୍ରୀ ଅର୍ଥ ଓ ଅବକାରୀ ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ, ଜିଲ୍ଲାପାଳ
Read More...

ପାତାଳି ଶ୍ରୀକ୍ଷେତ୍ରଠାରେ ଆଜି ପବିତ୍ର ରଥଯାତ୍ରା ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଶ୍ରୀଜଗନ୍ନାଥଙ୍କ ଅନନ୍ୟ ଲୀଳାକ୍ଷେତ୍ର ସୁବର୍ଣ୍ଣପୁର ଜିଲ୍ଲାର ପାତାଳି ଶ୍ରୀକ୍ଷେତ୍ରଠାରେ ଆଜି ପବିତ୍ର ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି । କୋଭିଡ୍ କଟକଣା ମଧ୍ୟରେ ତ୍ରିକୂଟ ପର୍ବତର ଛଳିଆ ଶିଖର ମନ୍ଦିରରୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାଦଦେଶକୁ ଧାଡି
Read More...

ବେନିୟମ ଭାବେ ବାଲି ଚାଲାଣ : ୫୦ ହଜାର ଟଙ୍କା ଜୋରିମାନା ଆଦାୟ

ସୁବର୍ଣ୍ଣପୁର, (ପ୍ରଭୂଦତ୍ତ ରଥ) : ଆଜି ସୋନପୁର ମନମୁଣ୍ଡା ବ୍ରିଜ ତଳ ତେଲ ନଦୀରୁ ୬ଟି ଟ୍ରାକ୍ଟରକୁ ବେନିୟମ ଭାବେ ବାଲି ଚାଲାଣ କରୁଥିବା ସମୟରେ ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ ଚଢ଼ାଉ କରି ବେନିୟମ ବାଲି ଚାଲାଣ ନିମନ୍ତେ ୬ଟି ଟ୍ରାକ୍ଟରରୁ ୫୦,୦୦୦ ହଜାର ଟଙ୍କା ଜୋରିମାନା ଆଦାୟ
Read More...

ପରିବାର ନିୟୋଜନ ସଚେତନତା ପକ୍ଷରେ ସଚେତନତା ରଥର ଶୁଭାରମ୍ଭ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ପରିବାର ନିୟୋଜନ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ସ୍ଵାସ୍ଥ୍ୟକେନ୍ଦ୍ରର ଡାକ୍ତର ପୂଜାଶ୍ରୀ ମିଶ୍ର ସବୁଜ ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଥିଲେ । ଏହି ରଥ ଆଗାମୀ ପନ୍ଦର ଦିନ ଯାଏଁ ନାଇକେନପାଲି
Read More...

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ବିଶ୍ୱ ଜନସଂଖ୍ୟା ସଚେତନତା ପକ୍ଷ ପାଳନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସୁବର୍ଣ୍ଣପୁର ପରିସରରୁ ବିଶ୍ଵ ଜନସଂଖ୍ୟା ସଚେତନତା ପକ୍ଷ ପାଳନ ଅବସରରେ ବ୍ୟାପକ ସଚେତନତା ପାଇଁ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ମାନସ
Read More...