Browsing Tag

subarnapur news

ନିର୍ବାଚନୀ ଖର୍ଚ୍ଚ ତଦାରଖ ଅଧିକାରୀଙ୍କ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସାଧାରଣ ନିର୍ବାଚନ ୨୦୨୪କୁ ସ୍ୱଚ୍ଛ, ଅବାଧ, ନିରପେକ୍ଷ ଓ ବ୍ୟବସ୍ଥିତ ଭାବେ ସମ୍ପାଦନ କରିବା ନିମନ୍ତେ ଜିଲ୍ଲା ସ୍ତରରେ ବିଭିନ୍ନ ଅଧିକାରୀଙ୍କୁ ନିୟୋଜିତ ପୂର୍ବକ ଦାୟିତ୍ୱ ପ୍ରଦାନ କରାଯାଇଛି । ନିୟୋଜିତ ଅଧିକାରୀ ଯେପରି ପ୍ରଦତ୍ତ ଦାୟିତ୍ୱକୁ ସଠିକ ଓ
Read More...

ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ଆମ୍ବେଦକର ଜୟନ୍ତୀ ସମାରୋହ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାପ୍ରଶାସନ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ଡ଼. ଭୀମ ରାଓ ଆମ୍ବେଦକରଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳ ୮ଟା ସମୟରେ ସହରସ୍ଥିତ ଆମ୍ବେଦକର ଛକରେ ଥିବା ଭାରତରତ୍ନ
Read More...

‘ମହାନଦୀର ଚରିତ୍ରରେ ପରିବର୍ତ୍ତନ ଏବଂ ଜନସମୁଦାୟ ଓ ନ‌ଦୀ ଉପରେ ତାହାର ପ୍ରଭାବ’ ଉପରେ କର୍ମଶାଳା…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡିଶାର ଜୀବନ ରେଖା ମହାନଦୀର ଚରିତ୍ରରେ ବ୍ୟାପକ ପରିବର୍ତ୍ତନ ହୋଇଛି ଏବଂ ସେହି ପରିବର୍ତ୍ତନର ହାର ଓ ବ୍ୟାପକତା ଆହୁରି ବଢିବଢି ଚାଲିଛି ବୋଲି ଆଜି ସୁବର୍ଣ୍ଣପୁରରେ 'ମହାନଦୀର ଚରିତ୍ରରେ ପରିବର୍ତ୍ତନ ଏବଂ ଜନସମୁଦାୟ ଓ ନଦୀ ଉପରେ ତାହାର ପ୍ରଭାବ'
Read More...

୬.୪ ଲିଟର ମଦ ଜବତ : ୧ ଗିରଫ

ସୂବର୍ଣ୍ଣପୁର : ବୀରାମହରାଜପୁର ପୁଲିସ ମସିଣାପାଲି ଛକରୁ ୬.୪ ଲିଟର ମଦ ଜବତ କରିବା ସହ ଜଣେ ଅଭିଯୁକ୍ତକୁ ଗିରଫ କରିଥିବା ସୂଚନା ମିଳିଛି । ଅଭିଯୁକ୍ତ ଜଣକ ହେଲେ ଶମ୍ଭୁ ଭୋଇ ବୋଲି ଜଣା ପଡିଛି । ସୂଚନା ଅନୁଯାୟୀ, ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଗତକାଲି ବୀରାମହରାଜପୁର ପୁଲିସ ମସିଣାପାଲି
Read More...

କାର ସହ ୫୦କେଜି ଗଞ୍ଜେଇ ଜବତ : ୨ ଗିରଫ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଅବକାରୀ ବିଭାଗ କାର ସହ ୫୦କେଜି ଗଞ୍ଜେଇ ଜବତ କରିବା ସହ ୨ଜଣଙ୍କୁ ଗିରଫ କରିଥିବା ଜଣା ପଡିଛି । ଗିରଫ ଅଭିଯୁକ୍ତମାନେ ହେଲେ ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ତୁରୁଡା ଗାଁର ଶରତ ନାଏକ ଏବଂ କରଡିଙ୍ଗାବାହାଲ ଗାଁର ରଂଜନ ସିଂହ । ଜବତ କାରଟି ମନମୁଣ୍ଡା ପଟରୁ
Read More...

ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ : ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଶ୍ରୀକାନ୍ତ ପୃଷ୍ଟି ଗତ ରବିବାର ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଆସନ୍ତା ସାଧାରଣ ନିର୍ବାଚନକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଚାଲିଥିବା ବିଭିନ୍ନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ବିଭିନ୍ନ ବିଭାଗ ମଧ୍ୟରେ ଉପଯୁକ୍ତ
Read More...

ଜିଲ୍ଲାସ୍ତରୀୟ ପୋଷଣ ପକ୍ଷ ପାଳନ ସମାରୋହ

ଦୈନନ୍ଦିନ ଖାଦ୍ୟରେ ନିଜ ପାରିପାର୍ଶ୍ଵରେ ମିଳୁଥିବା ପୋଷକ ଯୁକ୍ତ ଖାଦ୍ୟକୁ ସାମିଲ କରିବାକୁ ଅତିଥିଙ୍କ ପରାମର୍ଶ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଓ ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପୋଷଣ ପକ୍ଷ ପାଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି ।
Read More...

ଷ୍ଟାର୍ସ ପ୍ରକଳ୍ପ ଅନ୍ତର୍ଗତ ଦୃଷ୍ଟି ବାଧିତ ଛାତ୍ରଛାତ୍ରୀଙ୍କୁ ଲାପ୍‌ଟପ୍‌ ବଣ୍ଟନ : କଠିନ ପରିଶ୍ରମ, ଶୃଙ୍ଖଳା ଓ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ଆଜି କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଲାରେ ନବମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ମଧ୍ୟରେ ପଢ଼ୁଥିବା ୫ ଜଣ ଦୃଷ୍ଟି ବାଧିତ ଛାତ୍ରଛାତ୍ରୀଙ୍କୁ ଭାରତ ସରକାରଙ୍କ ଷ୍ଟାର୍ସ ପ୍ରକଳ୍ପ ଅନ୍ତର୍ଗତ ଲାପ୍‌ଟପ୍‌ ସହିତ କଥନ
Read More...

ଜିଲ୍ଲାର ୨୬ ଜଣଙ୍କୁ ପଞ୍ଚାୟତ ନିର୍ବାହୀ ଅଧିକାରୀ ନିଯୁକ୍ତି ପତ୍ର ପ୍ରଦାନ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡିଶା ଅଧସ୍ଥନ କର୍ମଚାରୀ ଚୟନ ଆୟୋଗଙ୍କ ଆଦେଶ ସଂଖ୍ୟା ୨୧୨, ତା ୨୭/୦୨/୨୪ ରିଖରେ ସୁବର୍ଣ୍ଣପୁର ଜିଲ୍ଲାର ପଞ୍ଚାୟତି ରାଜ ବିଭାଗ ଅଧିନସ୍ଥ ବିଭିନ୍ନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଖାଲିଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀ ପଦବୀ ନିମନ୍ତେ ୨୬ ଜଣଙ୍କୁ
Read More...

ଜିଲ୍ଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ରର ଶୁଭ ଉଦ୍‌ଘାଟନ

ଜିଲ୍ଲାର ଭିନ୍ନକ୍ଷମଙ୍କୁ ମିଳିବ ସ୍ୱତନ୍ତ୍ର ଚିକିତ୍ସା, ସହାୟତା ଓ ପରାମର୍ଶ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରାଳୟ ତରଫରୁ ଆଜି ଜିଲ୍ଲାର ସଦର ମହକୁମାଠାରେ ଡିଡିଆର୍‌ସି କେନ୍ଦ୍ରର ଶୁଭ ଉଦ୍‌ଘାଟନ କେନ୍ଦ୍ରମନ୍ତ୍ରୀ ସାମାଜିକ
Read More...