Browsing Tag

subarnapur news

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ଶକ୍ତି ପଦଯାତ୍ରା’ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜିଲ୍ଲା ପ୍ରଶାସନର କ୍ରୀଡା ବିଭାଗ ପକ୍ଷରୁ ସକାଳ ୮ଟା ବେଳେ ସ୍ଥାନୀୟ ସୁରେଶ୍ୱରୀ ମନ୍ଦିରରୁ ସୋନପୁର ମହାବିଦ୍ୟାଳୟ ପର୍ଯ୍ୟନ୍ତ ଏକ ଶକ୍ତି ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ‘ଶକ୍ତିର ଗତି ରାଷ୍ଟ୍ରର ପ୍ରଗତି’
Read More...

ଅନ୍ତର୍ଜାତୀୟ ମହିଳା ଦିବସ ଦ୍ଵିତୀୟ ଦିନ

ପ୍ରଶିକ୍ଷକଙ୍କ ଦ୍ୱାରା ଛାତ୍ରୀଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଜି ଦ୍ଵିତୀୟ ଦିନରେ ନୂଆ ଟାଉନ ହଲ ଠାରେ ଉପସ୍ଥିତ ମହିଳା ଓ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀ ମାନଙ୍କୁ ପ୍ରଶିକ୍ଷକ ଏବଂ
Read More...

୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ସହ ୩ ଗୋଟି ଚାରି ଚକିଆ ଗାଡ଼ି ଜବତ : ୧ ଗିରଫ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ପୁଲିସକୁ ମିଳିଛି ବଡ଼ ସଫଳତା । ଜିଲ୍ଲାର ବିଭିନ୍ନ ସ୍ଥାନରୁ ଗତକାଲି ରାତିରେ ବିପୁଳ ପରିମାଣର ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ, ୩ ଗୋଟି ଚାରି ଚକିଆ ଗାଡି ସହ ଜଣକୁ ଗିରଫ କରିଛି ସୋନପୁର ପୁଲିସ୍ । ବେପାରୀମାନଙ୍କ ଦ୍ୱାରା ଗଞ୍ଜେଇ
Read More...

ଅନ୍ତର୍ଜାତୀୟ ମହିଳା ଦିବସରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ନୂଆ ଟାଉନହଲ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଥମ ଦିନରେ ସକାଳ ୬.୩୦ ବେଳେ ଯୋଗ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ,
Read More...

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଠିକାଦାର ସଂଘର ଦାବିପତ୍ର ପ୍ରଦାନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । କାର୍ଯ୍ୟ ବିଭାଗର ତା ୦୩.୦୧.୨୦୨୬ ସର୍କୁଲାର ନଂ
Read More...

ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ରରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସହରର ପ୍ରତିଷ୍ଠିତ ମହିଳା ଅନୁଷ୍ଠାନ ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ର ଆନୁକୂଲ୍ୟରେ ଅନ୍ତର୍ଜାତୀୟ ମହିଳା ଦିବସ ‘ସୁବର୍ଣ୍ଣା’ ର ସମ୍ମିଳନୀ କକ୍ଷରେ ମୁଖ୍ୟ ଅତିଥି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁଙ୍କ ଦ୍ଵାରା ଉଦ୍‌ଘାଟିତ ହୋଇଯାଇଛି ।
Read More...

ମାର୍ଚ୍ଚ ୬ରୁ ୮ ତିନି ଦିନ ଧରି ପାଳନ ହେବ ଅନ୍ତର୍ଜାତୀୟ ମହିଳା ଦିବସ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) :ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ମିନି ସମ୍ମିଳନୀ କକ୍ଷରେ ଅନ୍ତର୍ଜାତୀୟ ମହିଳା ଦିବସ ପାଇଁ ଏକ ସାମ୍ବାଦିକ ସମ୍ମିଳନୀ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ କ୍ରୀଡା ବିଭାଗ ଦ୍ୱାରା
Read More...

ସୁବର୍ଣ୍ଣପୁରରେ ଧୁମଧାମରେ ହୋଲି ପାଳନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଛକ ଠାରେ ସ୍ଵଚ୍ଛ ଭାରତ ସଙ୍ଗଠନ ସୋନପୁର-ମନମୁଣ୍ଡା ପକ୍ଷରୁ ହୋଲି ଉତ୍ସବ "ଛିନାଛକା" ସଙ୍ଗୀତ ନୃତ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ.
Read More...

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବର୍ଜ୍ୟବସ୍ତୁ ପରିଚାଳନାରେ ଗୁରୁତର ତ୍ରୁଟି : ମରୁଛନ୍ତି ଗାଈଗୋରୁ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : କୋଟି କୋଟି ଟଙ୍କା ଖର୍ଚ୍ଚରେ ନୂତନ ଭାବେ ନିର୍ମାଣ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜୈବ ବର୍ଜ୍ୟବସ୍ତୁ ପରିଚାଳନାରେ ଗୁରୁତର ତ୍ରୁଟି ଦେଖିବାକୁ ମିଳିଛି । ବିଭିନ୍ନ ସମସ୍ୟା ଘେରରେ ଥିବା ଜିଲ୍ଲା ମୁଖ୍ୟାଳୟ ବିବାଦ ପିଛା
Read More...

ବାହାଘରର ଆଠଦିନ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଦୁଇ ବାଇକ ମୁହାଁମୁହିଁ ଧକ୍କା । ବାହାଘରର ୮ ଦିନ ଆଗରୁ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର - ଚାରମାଳ ରାସ୍ତାର ହରିହର ଜୋର୍ ନିକଟରେ ଥିବା ପଲସାଦାଦର୍‌ରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଥିଲା ।
Read More...