Browsing Tag

subarnapur news

ସୁବର୍ଣ୍ଣପୁର ଠାରେ ଏ ବର୍ଷର ନୂଆଁଖାଇ ଲଗ୍ନ ସ୍ଥିର ହେଲା

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଗଣପର୍ବ ନୂଆଁଖାଇ ପାଇଁ ସୁବର୍ଣ୍ଣପୁର ଜିଲ୍ଲା ସମେତ ବୌଦ୍ଧ ଜିଲ୍ଲାର ପଂଚରା ଅଂଚଳ ସକାଶେ ଆଜି ସୁବର୍ଣ୍ଣପୁର ଠାରେ ଲଗ୍ନ ସ୍ଥିର ହୋଇଛି । ସୁବର୍ଣ୍ଣପୁର ରାଜବାଟୀ ପରିସରରେ ଥିବା ଜଗନ୍ନାଥ ମନ୍ଦିରର ମୁକ୍ତିମଣ୍ଡପଠାରେ ଆୟୋଜିତ ପଣ୍ଡିତ ମହାସଭାରେ…
Read More...

ଆସନ୍ତା ତା ୧ରୁ ୨ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ୧୮ରୁ ଅଧିକ ନାଗରିକଙ୍କ ପାଇଁ ୬୭ କେନ୍ଦ୍ରରେ ଟିକାକରଣ

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟିକାକରଣସୁବର୍ଣ୍ଣପୁର ମ୍ୟୁନିସିପାଲିଟିର ୦୬ଟି କେନ୍ଦ୍ରରେ କେବଳ ୨ୟ ଡୋଜ ପାଇଁ ଅନଲାଇନ ପଂଜିକୃତ ହିତାଧିକାରୀଙ୍କୁ ଟିକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍‌ତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ…
Read More...

ଲକ୍ଷାଧିକ ଟଙ୍କା ନେଇ ଭଡ଼ା କାର୍‌ରେ ଯାଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ ବିଡିଓ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଲକ୍ଷାଧିକ ଟଙ୍କା ନେଇ ଭଡ଼ା ଗାଡ଼ିରେ ଯାଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି ବରଗଡ଼ ଜିଲ୍ଲା ବିଜେପୁର ବିଡିଓ ପଦ୍ନନାଭ ସାମନ୍ତ । ତେବେ ଟଙ୍କାର ହିସାବ ଦେଇ ନ ପାରିବାରୁ ଭିଜିଲାନ୍ସ ଟିମ୍‌ ତାଙ୍କୁ ଅଟକ ରଖିଥିବା ମିଳିଛି । ସୂଚନା ଅନୁସାରେ, ଏକ…
Read More...

ମହାନଦୀରେ ମତ୍ସ୍ୟ ସମ୍ପଦ ବିକାଶ ଓ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ନିମନ୍ତେ ଉନ୍ନତ ମାଛ ଯାଁଆଳ ଛାଡ଼ିବା କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ, ଓଡିଶାଙ୍କ ନିର୍ଦେଶ କ୍ରମେ ମହାନଦୀରେ ମତ୍ସ୍ୟସମ୍ପଦ ବିକାଶ ଓ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ନିମନ୍ତେ ଉନ୍ନତ ମାଛ ଯାଁଆଳ ଛାଡିବା କାର୍ଯ୍ୟକ୍ରମ ସ୍ଥାନୀୟ ସର୍କିଟ ହାଉସ ଠାରେ ଜିଲ୍ଲା ମତ୍ସ୍ୟ ସମ୍ପଦ…
Read More...

ସୁବର୍ଣ୍ଣପୁର ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟିର ସମୀକ୍ଷା ବୈଠକ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ନିର୍ବାଚନମଣ୍ଡଳୀ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅର୍ଥ ଓ ଅବକାରୀ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୁବର୍ଣ୍ଣପୁର,…
Read More...

ସୁବର୍ଣ୍ଣପୁର ସହର ମଧ୍ୟରେ ୪-ଲେନ୍ ରାସ୍ତା ନିର୍ମାଣ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନର ଉଦ୍ୟମକ୍ରମେ ସୁବର୍ଣ୍ଣପୁର କଲେକ୍ଟରେଟ୍ ଅଫିସ ଦେଇ ମହାନଦୀ ବ୍ରିଜ୍ ଠାରୁ କୁଞ୍ଜଛକ ପର୍ଯ୍ୟନ୍ତ ପ୍ରସ୍ତାବିତ ଡିଭାଇଡର୍ ସହିତ ଅଟକି ରହିଥିବା ଚାରି ଥାକିଆ ରାସ୍ତାର ଶୀଘ୍ର ନିର୍ମାଣ ନିମନ୍ତେ କାର୍ଯ୍ୟ ଆରମ୍ଭ ହୋଇଛି ।…
Read More...

ଖାଦ୍ୟ ଓ ପୃଷ୍ଟିସାର ସୁରକ୍ଷା ସଂପର୍କୀତ ଜାତୀୟ ଅଭିଯାନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : 'ଆଜାଦୀ କା ଅମୃତ' ମହୋତ୍ସବ ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା କୃଷି ବିଜ୍ଞାନ କେନ୍ଦ୍ର ଠାରେ 'କୃଷକଙ୍କ ଖାଦ୍ୟ ନିରାପତ୍ତା ଓ ପୃଷ୍ଟିସାର ସଂପର୍କୀତ ଜାତୀୟ ଅଭିଯାନ' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କ କୃଷି ମନ୍ତ୍ରଣାଳୟ ଓ…
Read More...

ସୁବର୍ଣ୍ଣପୁର ଜିଲ୍ଲାର ଲୁତୁରପଙ୍କରେ ଶିକ୍ଷା ସେତୁ କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ଯୋଗଦାନ

ଏକ ବ୍ୟବସ୍ଥିତ ଶୈକ୍ଷିକ ପରିବେଶ ସୃଷ୍ଟି କରିବା ସହିତ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାର ଉନ୍ନତିରେ ସହାୟକ ହେଉଛି ଶିକ୍ଷା ସେତୁ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଶିକ୍ଷା ସେତୁ କାର୍ଯ୍ୟକ୍ରମରେ ବିରାମହାରାଜପୁର ବ୍ଲକ…
Read More...

ଆସନ୍ତା ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ୧୮ରୁ ଅଧିକ ନାଗରିକଙ୍କ ପାଇଁ ୯୨ କେନ୍ଦ୍ରରେ ଟିକାକରଣ

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟିକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା ତା ୨୭/୦୮/୨୧ରୁ ତା ୩୧/୦୮/୨୧ରିଖ ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର…
Read More...

ସୋନପୁର ମହାବିଦ୍ୟାଳୟ ଓଡିଆ ବିଭାଗ ତରଫରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୋନପୁର ମହାବିଦ୍ୟାଳୟ ଓଡିଆ ବିଭାଗ ତରଫରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଅଦ୍ୟ ତା୨୫/୮/୨୧ ଥିବା ୧୧ଘଣ୍ଟା ସମୟରେ ପାଳିତ ହୋଇଯାଇଛି । ବିଭାଗୀୟ ମୁଖ୍ୟ ଡକ୍ଟର ସୌରଭ ରଞ୍ଜନ ଖମାରୀଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…
Read More...