ବିଶ୍ୱ ଏଡସ୍ ଦିବସ ପାଳନ ଅବସରରେ ସଚେତନତା ରଥର ଶୁଭାରମ୍ଭ
ସୁବର୍ଣ୍ଣପୁର, ( ପ୍ରଭୁଦତ୍ତ ରଥ ) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ବିଶ୍ୱ ଏଡସ୍ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟ ପରିସରରୁ ଏକ ଏଡ଼ସ୍ ସଚେତନତା ରଥକୁ ଅତିରିକ୍ତ ଜିଲ୍ଲାପାଳ ସୂର୍ୟ୍ୟନାରାୟଣ ଦାଶ ସବୁଜ ପତାକା ପ୍ରଦର୍ଶନ ପୂର୍ବକ!-->…
Read More...
Read More...