ଜିଲ୍ଲା ଶିଶୁ ସୁରକ୍ଷା ବିଶେଷଜ୍ଞ କମିଟିର ଉପକାରାଗାର ପରିଦର୍ଶନ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଗୃହ ବିଭାଗ ଓଡିଶା ସରକାରଙ୍କ ଦ୍ୱାରା ମନୋନୀତ ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ବିଶେଷଜ୍ଞ କମିଟି ଗତକାଲି ସୋନପୁର ଉପକାରାଗାର ପରିଦର୍ଶନ କରିଛନ୍ତି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଦେବାଶିଷ ଦାସଙ୍କ ତତ୍ୱାବଧାନରେ କମିଟିର ସଦସ୍ୟ!-->…
Read More...
Read More...