Browsing Tag

subarnapur news

ଭୋଟର ସଚେତନତା ପାଇଁ ଜିଲ୍ଲାରେ ‘ମୁଁ ବି ମିତା’ କାର୍ଯ୍ୟକ୍ରମର ଶୁଭାରମ୍ଭ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଭୋଟର ସଚେତନତା କାର୍ଯ୍ୟକ୍ରମ 'ମୁଁ ବି ମିତା'ର ଶୁଭାରମ୍ଭ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସମଗ୍ର ରାଜ୍ୟରେ ନୂତନ
Read More...

ଗୁରୁଦିବସ ଉପଲକ୍ଷେ ପାଳିତ ହେଲା ସମ୍ବର୍ଦ୍ଧନା ସମାରୋହ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ଯୁକ୍ତଦୁଇ ଧର୍ମଶାଳା ମହାବିଦ୍ୟାଳୟ, ଧର୍ମଶାଳାର ସଭାକକ୍ଷରେ ଯୁକ୍ତଦୁଇ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଆୟୋଜିତ ହୋଇଥିଲା ଗୁରୁଦିବସ ସମ୍ବର୍ଦ୍ଧନା ସମାରୋହ -୨୦୨୩ । ଏହି ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋପାଳ
Read More...

ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ

ଏନ୍‌ଫୋର୍ସମେଣ୍ଟକୁ ଜୋରଦାର ତଥା କଡାକଡି କରିବା ଉପରେ ଗୁରୁତ୍ୱାରୋପଜିଲ୍ଲା ଅନ୍ତର୍ଗତ ଜାତୀୟ ରାଜପଥକୁ ସଂଲଗ୍ନ ରାସ୍ତାରେ ହମ୍ପସ, ରମ୍ବଲର ତଥା ସୂଚନା ଫଳକ ଲଗାଇବାକୁ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ - ଦୁର୍ଘଟଣା ପ୍ରବଣ, ବୁଲାଣୀ ରାସ୍ତା ଉପରେ ସୂଚନା ଫଳକ ସହ ବ୍ଲିକିଙ୍ଗ ଲାଇଟ ଲଗାଇବାକୁ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୩୨ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁରଠାରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ଓ
Read More...

ଦକ୍ଷିଣିପାଲିରେ ତୃଣମୂଳ ହକି ପ୍ରଶିକ୍ଷଣ କେନ୍ଦ୍ର ଉଦ୍‌ଘାଟିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଦକ୍ଷିଣିପାଲିଠାରେ ଶନିବାର ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ନାଭାଲ ଟାଟା ହକି ଏସିଇ ଫାଉଣ୍ଡେସନର ମିଳିତ ସହଯୋଗରେ ତୃଣମୂଳ ହକି ପ୍ରଶିକ୍ଷଣ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି ।
Read More...

ଜିଲ୍ଲାସ୍ତରୀୟ ଜାତୀୟ ଚକ୍ଷୁଦାନ ପକ୍ଷ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ସ୍ଥାନୀୟ ସରକାରୀ ଏଏନ୍‌ଏମ୍‌ ତାଳିମ କେନ୍ଦ୍ରରେ ଜିଲ୍ଲାସ୍ତରୀୟ ଚକ୍ଷୁଦାନ ପକ୍ଷ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ସଭାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଶ୍ୱରଞ୍ଜନ ପତି ମୁଖ୍ୟ ଅତିଥି
Read More...

ତରଭା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି
Read More...

ପିସି ଏଣ୍ଡ ପିଏନ୍‌ଡିଟି ଉପଦେଷ୍ଟା କମିଟି ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ମିନି ସମ୍ମିଳନୀ କକ୍ଷରେ ପିସି ଏଣ୍ଡ ପିଏନ୍‌ଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲାର ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟ ଅଧୀନରେ ଅତି
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୬୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାଜୀବଗାନ୍ଧୀ ସେବାକେନ୍ଦ୍ର ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ
Read More...

ଜିଲ୍ଲାରେ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ

ଶତ ପ୍ରତିଶତ ସଫଳତା ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନଅଗଷ୍ଟ ୧୦ରୁ ୧୯ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ୬,୨୦,୦୦୦ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ ଔଷଧକେହି ଜଣେ ବି ଯୋଗ୍ୟ ଲୋକ ଯେପରି ବାଦ ନ ପଡ଼ିବେ ସେଥିପାଇଁ ଯତ୍ନବାନ ହେବାକୁ ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ସୁବର୍ଣ୍ଣପୁର,
Read More...