Browsing Tag

subarnapur news

ସୁବର୍ଣ୍ଣପୁରରେ ବିଜେଡ଼ିର ଦବ୍‌ଦବା ଜାହିର୍‌ କଲେ ପାଣ୍ଡିଆନ୍‌

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁରରେ ବିଜେଡ଼ିର ଦବ୍‌ଦବା ଜାହିର୍‌ କରିଛନ୍ତି ବିଜେଡ଼ିର ବରିଷ୍ଠ ନେତା ଭି.କେ. ପାଣ୍ଡିଆନ୍‌ । ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ଏବଂ ବୀରମହାରାଜପୁର ନିର୍ବାଚନ ମଣ୍ଡଳୀରେ ତାୱଡ଼୍‌ ତୋଡ଼୍‌ ପ୍ରଚାର୍‌ କରି ବିରୋଧୀଙ୍କୁ କଡ଼ା ଜବାବ୍‌
Read More...

ଖର୍ଚ୍ଚ ପର୍ଯ୍ୟବେକ୍ଷକ ପ୍ରମୋଦ ପି. ଶାହାକର : ଆଇ. ଆର.ଏସ୍‌ଙ୍କ ନିର୍ବାଚନ ଖର୍ଚ୍ଚ ପରିଚାଳନାର ସମୀକ୍ଷା

ପ୍ରାର୍ଥୀଙ୍କ ଖର୍ଚ୍ଚ ହିସାବ କଡ଼ାକଡ଼ି କରିବା ସହ ଶୂନ୍ୟ ପକ୍ଷପାତିତାରେ ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ୬୪- ବୀରମହାରାଜପୁର ଓ ୬୫- ସୁବର୍ଣ୍ଣପୁର ବିଧାନସଭା
Read More...

ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ୨ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ ଆଜି ନିର୍ବାଚନ ହେବାକୁ ଥିବା ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ୬୪- ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ୬୫- ସୁବର୍ଣ୍ଣପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ନିର୍ବାଚନ ବିଜ୍ଞପ୍ତି ପ୍ରକାଶିତ
Read More...

ନିର୍ବାଚନୀ ଖର୍ଚ୍ଚ ତଦାରଖ ଅଧିକାରୀଙ୍କ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସାଧାରଣ ନିର୍ବାଚନ ୨୦୨୪କୁ ସ୍ୱଚ୍ଛ, ଅବାଧ, ନିରପେକ୍ଷ ଓ ବ୍ୟବସ୍ଥିତ ଭାବେ ସମ୍ପାଦନ କରିବା ନିମନ୍ତେ ଜିଲ୍ଲା ସ୍ତରରେ ବିଭିନ୍ନ ଅଧିକାରୀଙ୍କୁ ନିୟୋଜିତ ପୂର୍ବକ ଦାୟିତ୍ୱ ପ୍ରଦାନ କରାଯାଇଛି । ନିୟୋଜିତ ଅଧିକାରୀ ଯେପରି ପ୍ରଦତ୍ତ ଦାୟିତ୍ୱକୁ ସଠିକ ଓ
Read More...

ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ଆମ୍ବେଦକର ଜୟନ୍ତୀ ସମାରୋହ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାପ୍ରଶାସନ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ଡ଼. ଭୀମ ରାଓ ଆମ୍ବେଦକରଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳ ୮ଟା ସମୟରେ ସହରସ୍ଥିତ ଆମ୍ବେଦକର ଛକରେ ଥିବା ଭାରତରତ୍ନ
Read More...

‘ମହାନଦୀର ଚରିତ୍ରରେ ପରିବର୍ତ୍ତନ ଏବଂ ଜନସମୁଦାୟ ଓ ନ‌ଦୀ ଉପରେ ତାହାର ପ୍ରଭାବ’ ଉପରେ କର୍ମଶାଳା…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡିଶାର ଜୀବନ ରେଖା ମହାନଦୀର ଚରିତ୍ରରେ ବ୍ୟାପକ ପରିବର୍ତ୍ତନ ହୋଇଛି ଏବଂ ସେହି ପରିବର୍ତ୍ତନର ହାର ଓ ବ୍ୟାପକତା ଆହୁରି ବଢିବଢି ଚାଲିଛି ବୋଲି ଆଜି ସୁବର୍ଣ୍ଣପୁରରେ 'ମହାନଦୀର ଚରିତ୍ରରେ ପରିବର୍ତ୍ତନ ଏବଂ ଜନସମୁଦାୟ ଓ ନଦୀ ଉପରେ ତାହାର ପ୍ରଭାବ'
Read More...

୬.୪ ଲିଟର ମଦ ଜବତ : ୧ ଗିରଫ

ସୂବର୍ଣ୍ଣପୁର : ବୀରାମହରାଜପୁର ପୁଲିସ ମସିଣାପାଲି ଛକରୁ ୬.୪ ଲିଟର ମଦ ଜବତ କରିବା ସହ ଜଣେ ଅଭିଯୁକ୍ତକୁ ଗିରଫ କରିଥିବା ସୂଚନା ମିଳିଛି । ଅଭିଯୁକ୍ତ ଜଣକ ହେଲେ ଶମ୍ଭୁ ଭୋଇ ବୋଲି ଜଣା ପଡିଛି । ସୂଚନା ଅନୁଯାୟୀ, ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଗତକାଲି ବୀରାମହରାଜପୁର ପୁଲିସ ମସିଣାପାଲି
Read More...

କାର ସହ ୫୦କେଜି ଗଞ୍ଜେଇ ଜବତ : ୨ ଗିରଫ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଅବକାରୀ ବିଭାଗ କାର ସହ ୫୦କେଜି ଗଞ୍ଜେଇ ଜବତ କରିବା ସହ ୨ଜଣଙ୍କୁ ଗିରଫ କରିଥିବା ଜଣା ପଡିଛି । ଗିରଫ ଅଭିଯୁକ୍ତମାନେ ହେଲେ ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ତୁରୁଡା ଗାଁର ଶରତ ନାଏକ ଏବଂ କରଡିଙ୍ଗାବାହାଲ ଗାଁର ରଂଜନ ସିଂହ । ଜବତ କାରଟି ମନମୁଣ୍ଡା ପଟରୁ
Read More...

ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ : ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଶ୍ରୀକାନ୍ତ ପୃଷ୍ଟି ଗତ ରବିବାର ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଆସନ୍ତା ସାଧାରଣ ନିର୍ବାଚନକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଚାଲିଥିବା ବିଭିନ୍ନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ବିଭିନ୍ନ ବିଭାଗ ମଧ୍ୟରେ ଉପଯୁକ୍ତ
Read More...

ଜିଲ୍ଲାସ୍ତରୀୟ ପୋଷଣ ପକ୍ଷ ପାଳନ ସମାରୋହ

ଦୈନନ୍ଦିନ ଖାଦ୍ୟରେ ନିଜ ପାରିପାର୍ଶ୍ଵରେ ମିଳୁଥିବା ପୋଷକ ଯୁକ୍ତ ଖାଦ୍ୟକୁ ସାମିଲ କରିବାକୁ ଅତିଥିଙ୍କ ପରାମର୍ଶ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଓ ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପୋଷଣ ପକ୍ଷ ପାଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି ।
Read More...