Browsing Tag

subarnapur news

ପ୍ରଜ୍ଞା ଭାରତୀ ଆବାସିକ ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ବିଦ୍ୟା ବିକାଶ ସମ୍ବଲପୁର ପକ୍ଷରୁ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ପ୍ରଜ୍ଞା ଭାରତୀ ଆବାସିକ ବିଦ୍ୟାଳୟଠାରେ ବିକାଶ ଏପ୍ଟିଚିୟୁଟ (ଜ୍ଞାନ କୌଶଳ) ପରୀକ୍ଷାରେ କୃତୀତ୍ୱ ଅର୍ଜନ କରିଥିବା ବିଦ୍ୟାଳୟର ୧୦ଜଣ ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ମୋମେଣ୍ଟୋ ପ୍ରଦାନ ପୂର୍ବକ ସମ୍ୱର୍ଦ୍ଧିତ କରାଯାଇଥିଲା । ବିଦ୍ୟା
Read More...

ବିନିକା- ବରଗଡ଼ ରାସ୍ତାରେ ଓଲଟିଲା ବସ,୧୩ ଯାତ୍ରୀ ଆହତ

ମେଡିକାଲରେ ପହଞ୍ଚିଲେ ଜିଲ୍ଲାପାଳ ଓ ଏ୍‌ସପି ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସକାଳ ଭୋର୍ ୫ଟା ବେଳେ ଭୁବନେଶ୍ୱରରୁ ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ଦେଇ ପଦ୍ମପୁର ଯାଉଥିବା ଜୟଭୋଲେ ବସ ଓଡି ୩୧ କେ-୯୦୯୯ ସିଂହିଯୁବା ବ୍ରିଜଠାରେ ଓଲଟିପଡି ଥିବାରୁ ବହୁଯାତ୍ରୀ ଗୁରୁତର ଆହତ
Read More...

ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ଶତବାର୍ଷିକ ପାଳନ ପାଇଁ ଏକତା ପଦଯାତ୍ରା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବୀରମହାରାଜପୁର ଠାରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ଶତବାର୍ଷିକୀ ପାଳନ ଉପଲକ୍ଷେ ଏକତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହାକୁ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ଯୋଗଦେଇ ଶୁଭ ଉଦଘାଟନ
Read More...

ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ଦିନ ଗୋଟାଏ ବେଳେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ସଭାଗୃହଠାରେ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରେ ଚଳିତ ବର୍ଷ ଖରିଫ୍ ଧାନ ସଂଗ୍ରହ ପାଇଁ ଡିସେମ୍ବର ମାସ ୯ ତାରିଖରୁ ମଣ୍ଡି ଖୋଲିବା ସହ ଧାନକିଣା
Read More...

ତରଭା ବ୍ଲକରେ ପାଗଳ ବିଲୁଆ ଆକ୍ରମଣରେ ୮ ଆହତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାର ତରଭା ବ୍ଲକ ଅନ୍ତର୍ଗତ ଶିବତୁଲା ଗ୍ରାମ ପଞ୍ଚାୟତର ରମ୍ଭାସିଣ୍ଢୋଲ, ଘାଟ କଇଁତରା, ଭାଲୁ ବାହାଲ ଓ ଆଡକଟା ଗ୍ରାମରେ ଗତକାଲି ଠାରୁ ଏକ ଜଙ୍ଗଲି ପାଗଳ ବିଲୁଆର ଆତଙ୍କ ଯୋଗୁଁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି ।
Read More...

ସ୍ୱଚ୍ଛ ଭାରତ ଅଭିଯାନରେ ଯୋଗଦେଲେ ମନ୍ତ୍ରୀ ରବି ନାୟକ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ରୟାଲ ପଡିଆ ନିକଟସ୍ଥ ଶ୍ରୀ ବାଲାଜୀ ହନୁମାନ ମନ୍ଦିର ଠାରେ ସ୍ଵଚ୍ଛ ଭାରତ ସଙ୍ଗଠନ ସୋନପୁର-ମନମୁଣ୍ଡା ପକ୍ଷରୁ ସ୍ୱଚ୍ଛତା ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସମୟରେ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଥିବା
Read More...

ଜିଲ୍ଲା ନ୍ୟାୟାଳୟ ପରିସରରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଓଡିଶା ଉଚ୍ଚ ନ୍ୟାୟାଳୟ କଟକଙ୍କ ଆଦେଶ ଏବଂ ରାଜ୍ୟ ଆଇନ ସେବା ପ୍ରାଧିକରଣ କଟକଙ୍କ ନିର୍ଦେଶ କ୍ରମେ ଏବଂ ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁରର ଅଧ୍ୟକ୍ଷଙ୍କ ତତ୍ୱାବଧାନରେ ଆଜି ଜିଲ୍ଲା ନ୍ୟାୟାଳୟ ପରିସର ସୋନପୁର ଠାରେ ଶିଶୁ ଦିବସ
Read More...

ଜିଲ୍ଲା କୃଷକ ସଂଗଠନ ପକ୍ଷରୁ ଜିଲ୍ଲାପାଳଙ୍କ ସହ ଆଲୋଚନା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜିଲ୍ଲା କୃଷକ ସଂଗଠନ ପକ୍ଷରୁ ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କୁ ସାକ୍ଷାତ କରି ଜିଲ୍ଲା କୃଷକ ସଙ୍ଗଠନର କର୍ମକର୍ତ୍ତା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଥିଲେ । ଖରିଫ ଋତୁରେ ଧାନ ସଂଗ୍ରହ ବ୍ୟବସ୍ଥାକୁ
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସଂକୁଳ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଗଜବନ୍ଧରେ ୨୧ ତମ ବାର୍ଷିକ କ୍ରିଡ଼ା ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅନ୍ଧାରିବାଞ୍ଜି ସରପଞ୍ଚ
Read More...

ବିନିକା ବ୍ଲକ ଝରାପଡ଼ାବାସୀଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାର ବିନିକା ବ୍ଲକ ଅନ୍ତର୍ଗତ ସେଲେଡି ପଞ୍ଚାୟତର ତୁଲୁଣ୍ଡୁପାଲି ଝରାପଡାର ୨୪ ଗୋଟି ଭୂମିହୀନ ପରିବାର ଜିଲ୍ଲାପାଳଙ୍କୁ ସାକ୍ଷାତ କରି ରହିବା ପାଇଁ ଜମି ଖଣ୍ଡିଏ ଲେଖାଏଁ ଯୋଗାଇ ଦେବାକୁ ଦାବିପତ୍ର ପ୍ରଦାନ କରି ଗୁହାରି କରିଥିଲେ
Read More...