Browsing Tag

subarnapur news

୩୭ ତମ ସର୍ବଭାରତୀୟ ଲାଲମନି କ୍ରିକଫେଷ୍ଟ ଉଦଘାଟିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା କ୍ରିକେଟ ସଂଘ ପକ୍ଷରୁ ଆଜି ସୋନପୁର ଗାନ୍ଧି ଷ୍ଟାଡିୟମ୍ ଠାରେ ୩୭ ତମ ସର୍ବଭାରତୀୟ ଲାଲମନି କ୍ରିକଫେଷ୍ଟ୍ ୨୦୨୬ ମହାସମାରୋହରେ ଶୁଭ ଉଦ୍‌ଘାଟନ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଇଞ୍ଜିନିୟର ରଘୁନାଥ ଜଗଦଲା
Read More...

୬ କୋଟି ଟଙ୍କାର ଗଞ୍ଜେଇ ସହ କଣ୍ଟେନର ଜବତ, ୨ ଗିରଫ

ଗଞ୍ଜେଇ ମାଫିଆଙ୍କୁ ନାହିଁ ନିସ୍ତାର : ଏସପି ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବିପୁଳ ପରିମାଣର ଗଞ୍ଜେଇ ଜବତ କଲା ସୋନପୁର ପୋଲିସ୍ । ଜବତ ଗଞ୍ଜେଇର ଆନ୍ତଃ ରାଜ୍ୟ ମୂଲ୍ୟ ପ୍ରାୟ ୬ କୋଟି ହେବ ଏବଂ କିପରି ଏହାକୁ କୌଶଳ କ୍ରମେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ଅଞ୍ଚଳର ଲୋପା ଢାବା
Read More...

ପଶ୍ଚିମ ଓଡ଼ିଶା ସୁଦ ସମାଜର ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ଆଞ୍ଚଳିକ ସୁଦ ସମାଜ ଆନୁକୂଲ୍ୟରେ ପଶ୍ଚିମ ଓଡ଼ିଶା ସୁଦ ସମାଜର ଏକ ଜରୁରୀ ବୈଠକ ସ୍ଥାନୀୟ ମା' ଖମ୍ବେଶ୍ୱରୀ ମନ୍ଦିର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପରିଚାଳନା ପରିଷଦ, କ୍ରିୟାନୁଷ୍ଠାନ କମିଟି ଓ ସଂସ୍କାର କମିଟି ସଭ୍ୟମାନଙ୍କୁ
Read More...

ସୁଲେଇ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ବଣଭୋଜି କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ସୁଲେଇ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ବଣଭୋଜି କାର୍ଯ୍ୟକ୍ରମ ସୁବର୍ଣ୍ଣପୁର ଜିଲ୍ଲା ରାମପୁର ନିକଟବର୍ତ୍ତୀ ପୂଜା ଡୁଙ୍ଗୁରି
Read More...

ବାଙ୍କିପାଲି କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା

ସୁବର୍ଣ୍ଣପୁର, (ସୁଶିଳ କୁମାର ମିଶ୍ର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ବାଙ୍କିପାଲି ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ତ୍ରିଦିବସୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ଗିଧମାଲ ଠାରେ ତିନିଦିନ ଧରି ଅନୁଷ୍ଠିତ ହୋଇଯାଇଛି ।
Read More...

ମହାନଦୀ ଧାରାର ବାର୍ଷିକ ଉତ୍ସବ ଉତ୍ସାହ -୨୦୨୬ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁରରେ ଗଢ଼ି ଉଠିଥିବା ଲୋକପ୍ରିୟ ଶିକ୍ଷାନୁଷ୍ଠାନ ମହାନଦୀ ଧାରାର ବାର୍ଷିକ ଉତ୍ସବ "ଉତ୍ସାହ - ୨୦୨୬" ପାଳନ ହୋଇଯାଇଛି । ଏହି ଉତ୍ସବରେ ବିଶିଷ୍ଟ ଅତିଥିମାନେ ଯୋଗଦେଇ କାର୍ଯ୍ୟକ୍ରମର ପ୍ରଥମ ଦିନକୁ ସଫଳ କରିଛନ୍ତି । ମୁଖ୍ୟ ଅତିଥି
Read More...

ଶ୍ରୀ ଅରବିନ୍ଦ ଶ୍ରୀତନୁ ସ୍ମାରକୀ ବାର୍ଷିକ ଉତ୍ସବ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଯଉଁରାଭଉଁରା ପଞ୍ଚାୟତ ଅନ୍ତର୍ଗତ ପୂର୍ଣ୍ଣସେତୁ ଚଢ଼େଇଗୁଡ଼ି ଠାରେ ଶ୍ରୀ ଅରବିନ୍ଦଙ୍କ ଶ୍ରୀତକୁ ସ୍ମାରକୀ ତଥା (ରିଲିକ୍ସ) ପ୍ରତିଷ୍ଠା ୧୬ ତମ ବାର୍ଷିକ ଉତ୍ସବ ବୁଧବାର ଦିନ ପାଳିତ ହୋଇଯାଇଛି । ସୂଚନାଯୋଗ୍ୟ
Read More...

ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ହାଇସ୍କୁଲ ପଡିଆରେ ଚାଲିଥିବା ଏହି ପ୍ରତିଯୋଗିତାର ଉଦଯାପନୀ ସମାରୋହରେ ଆୟୋଜିତ ପୁରସ୍କାର ବିତରଣୀ ସଭାରେ ଅଂଚଳର
Read More...

ସକାଳୁ ସକାଳୁ ବୁଲେଟ ସହ ଯୁବକଙ୍କ ମୃତଦେହ ଠାବ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜାଲୋଏ ପଞ୍ଚାୟତର କେଶଲପୁରା ଗାଁ ରାସ୍ତାରେ ଆଜି ସକାଳୁ ସକାଳୁ ବୁଲେଟ ସହ ଏକ ମୃତ ଶରୀର ପଡିଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ । ମୃତ ଶରୀର ପାଖରେ ବୁଲେଟ ଯାହାର ନମ୍ବର ଓଡି ୩୧ ଏମ -୬୨୪୯ ପଡ଼ିଥିବା
Read More...

ପିଏମ୍‌ଶ୍ରୀ ମହାରାଜା ଉଚ୍ଚ ବିଦ୍ୟାଳୟରେ ନାମ ଲେଖା ତାଲିମ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ପିଏମ୍‌ଶ୍ରୀ ମହାରାଜା ଉଚ୍ଚ ବିଦ୍ୟାଳୟରେ ରାଜ୍ୟ ମୁକ୍ତ ବିଦ୍ୟାଳୟ (ଏସ୍‌ଆଇଓଏସ୍‌ ) ଓ ରାଷ୍ଟ୍ରୀୟ ମୁକ୍ତ ବିଦ୍ୟାଳୟ (ଏନ୍‌ଆଇଓଏସ୍‌)ରେ ନାମଲେଖା ପାଇଁ ମେଗା ନାମଲେଖା ଓ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ମୁକ୍ତ ବିଦ୍ୟାଳୟର
Read More...