Browsing Tag

subarnapur news

ସଫଳ ହେଲା ହର୍ଷବର୍ଦ୍ଧନର ଓପନ ହାର୍ଟ ସର୍ଜରୀ : ଆଇସିୟୁରୁ ଆସିଲେ ଜେନେରାଲ ୱାର୍ଡ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓପନ୍ ହାର୍ଟ ସର୍ଜରୀ ପରେ ଦୀର୍ଘ ପାଞ୍ଚ ଦିନଧରି କଟକ ବଡ଼ ଡ଼ାକ୍ତରଖାନା ଆଇସିୟୁରେ ଚିକିତ୍ସିତଥିବା ସୋନପୁରର ବାଳକ ହର୍ଷବର୍ଦ୍ଧନ (୧୫) ଆଜି ଜେନେରାଲ ୱାର୍ଡକୁ ଫେରିଛି । ତା'ର ସୁସ୍ଥତା ଯୋଗୁଁ ପରିବାର ଲୋକେ କିଛିଟା ଆଶ୍ୱସ୍ତି ଅନୁଭବ କରିଛନ୍ତି ।
Read More...

ରାମପୁର କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ : ଟାଙ୍ଗରକରଲେ ପ୍ରାଥମିକ ବିଦ୍ୟାଳୟ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଟାଙ୍ଗରକରଲେ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ପଞ୍ଚମ ମାସିକ ବୈଠକ ସି.ଆର.ସି.ସି ପ୍ରଦୀପ୍ତ କିଶୋର ଦାଶଙ୍କ ଅଧକ୍ଷ୍ୟତାରେ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତ୍ରିଲୋଚନ ବେହେରା
Read More...

ବ୍ରାହ୍ମଣୀପାଲିରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ କୁମୁଦିନୀ ମହାନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ
Read More...

ବୀରମହାରାଜପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ପ୍ରକାରର ୫୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି ଅନ୍ତର୍ଗତ କମିରା କାର୍ଯ୍ୟାଳୟ ସମ୍ମୁଖ ଅନୁଷ୍ଠିତ ହୋଇଯାଇଛି ।
Read More...

ଗଜବନ୍ଧ କ୍ଲଷ୍ଟରସ୍ତରୀୟ ସୁରଭି ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ସୁଲେଇ ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଗଜବନ୍ଧ କ୍ଲଷ୍ଟରସ୍ତରୀୟ ସୁରଭି ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ନରେନ୍ଦ୍ର ପୁରୋହିତଙ୍କ
Read More...

ତେଲ ନଦୀ ଘାଟରେ ବାଲି ଟ୍ରାକ୍ଟର ଅଟକ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ତେଲ ନଦୀ ଘାଟରେ ସକାଳୁ ସକାଳୁ ଆରକ୍ଷୀ ଅଧିକ୍ଷକଙ୍କ ନେତୃତ୍ୱରେ ବାଲି ବୋଝେଇ ଟ୍ରାକ୍ଟର ଗୁଡ଼ିକ ଅଟକ ରଖାଯାଇଥିବା ସୂଚନା ମିଳିଛି । ପରେ ପରେ ମାଇନିଙ୍ଗ ଅଧିକାରୀ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚିଥିଲେ । ଦୀର୍ଘଦିନ ହେବ ଏହି ବାଲି ଚୋରା ଚାଲାଣ
Read More...

ବରପଦର ପ୍ରାଥମିକ ବିଦ୍ୟାଳୟ ଠାରେ ସର୍ଗୁଲ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୫

ସୁବର୍ଣ୍ଣପୁର/ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବନ୍ଧପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବରପଦର ପ୍ରାଥମିକ ବିଦ୍ୟାଳୟ ଠାରେ ସର୍ଗୁଲ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବରପଦର ପ୍ରାଥମିକ
Read More...

ମାୟାବର୍ହା ହାଇସ୍କୁଲରେ ବିଶ୍ଵ ହାତ ଧୁଆ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱରେ ବିଶ୍ଵ ହାତ ଧୁଆ ଦିବସ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ
Read More...

ରାମପୁର କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର କ୍ଲଷ୍ଟର ଅନ୍ତର୍ଗତ ରାମପୁର ଉଚ୍ଚ ବିଦ୍ୟାଳୟ ପରିସରରେ ରାମପୁର କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ପ୍ରଦୀପ୍ତ କିଶୋର ଦାଶଙ୍କ ଆବାହକତ୍ୱରେ ଅନୁଷ୍ଠିତ
Read More...

ବାଙ୍କୀପାଲି କ୍ଲଷ୍ଟରସ୍ତରୀୟ ସୁରଭି ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବାଙ୍କୀପାଲି କ୍ଲଷ୍ଟର ଅନ୍ତର୍ଗତ କନ୍ଦାଗାଡ ଉଚ୍ଚ ବିଦ୍ୟାଳୟ ପରିସରରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ସୁନିଲ ସେଠଙ୍କ ଆବାହକତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ
Read More...