Browsing Tag

subarnapur news

ଫାଲଗୁନ ମାସରେ ହେବ ୧୦୦୮ କୁଣ୍ଡୀୟ ବିଶ୍ୱଶାନ୍ତି ମହାଯଜ୍ଞ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆସନ୍ତା ଫାଲ୍ଗୁନ କୃଷ୍ଣପକ୍ଷ ଦ୍ଵିତୀୟା ଠାରୁ ଦଶମୀ ତା- ୨/୨/୨୦୨୬ ଠାରୁ ୧୦/୨/୨୦୨୬ ପର୍ଯ୍ୟନ୍ତ, ଦିଗଶିରା ସ୍ଥିତ ଡାହୁକବୁଡ଼-ତମାମୁରାର ସଙ୍ଗମ ସ୍ଥଳରେ ଅବସ୍ଥିତ ଶ୍ରୀ ବୁଦ୍ଧରାମ ସିଦ୍ଧାଶ୍ରମ ଆନୁକୂଲ୍ୟରେ ଚିତ୍ରକୋଟର ସମ୍ମାନୀୟ ସାଧୁ ମହାରାଜ ଶ୍ରୀ
Read More...

ଉଲୁଣ୍ଡା ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୫୧ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ସିଂଢୋଲ ଗ୍ରାମ କାର୍ଯ୍ୟାଳୟର ବଜାର ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ଉପ
Read More...

ଶ୍ରୀ ଅରବିନ୍ଦ ନବଚେତନା ପାଠଚକ୍ରର ୧୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ପାଇକବାହାଲ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଠାରେ ଶ୍ରୀ ଅରବିନ୍ଦ ନବଚେତନା ପାଠଚକ୍ର, ନାରାୟଣପୁରର ୧୬ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ
Read More...

ସରକାରୀ ଯୋଜନା ଓ କାର୍ଯ୍ୟକ୍ରମ ଗୁଡିକର ସମୀକ୍ଷା କଲେ ଜିଲ୍ଲା ନୋଡାଲ ସଚିବ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ନୋଡାଲ ସଚିବ ତଥା ପରିଚାଳନା ନିର୍ଦ୍ଦେଶକ, ଓଡ଼ିଶା ରାଜ୍ୟ ବେସାମରିକ ଯୋଗାଣ ନିଗମ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ମିନି ସମ୍ମିଳନୀ କକ୍ଷରେ ସୁବର୍ଣ୍ଣପୁର ଜିଲ୍ଲାରେ କାର୍ଯ୍ୟକାରୀ
Read More...

୬୩ତମ ହୋମଗାର୍ଡ ପ୍ରତିଷ୍ଠା ଦିବସ ପାଳିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ରିଜର୍ଭ ପୋଲିସ ପଡିଆ ଠାରେ ୬୩ତମ ହୋମଗାର୍ଡ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ପ୍ୟାରେଡ ଅଭିବାଦନ ଗ୍ରହଣ କରିବା ସହ ଉପସ୍ଥିତ ସମସ୍ତଙ୍କ
Read More...

ଜିଲ୍ଲା କୃଷି ବିଭାଗ ପକ୍ଷରୁ ବିଶ୍ୱ ମୃତ୍ତିକା ଦିବସ ପାଳିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା କୃଷି ବିଭାଗ ପକ୍ଷରୁ ସ୍ଥାନୀୟ ପୋଲିଟେକନିକ ମହାବିଦ୍ୟାଳୟ ଠାରେ ବିଶ୍ୱ ମୃତ୍ତିକା ଦିବସ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ରୁଦ୍ରଦେବ ରାଉତ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ
Read More...

ଅଧିବକ୍ତା ପରିଷଦ ପକ୍ଷରୁ ସମ୍ବିଧାନ ଦିବସ ପାଳିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଅଖିଳ ଭାରତୀୟ ଅଧିବକ୍ତା ପରିଷଦ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ରରେ ୭୬ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ଶାଖା ସଭାପତି ବଳଦେବ ପଧାନଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ରାଜ୍ୟ ବେସାମରିକ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକଙ୍କ ସୁବର୍ଣ୍ଣପୁର ଗସ୍ତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ରାଜ୍ୟ ବେସାମରିକ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ ତଥା ସୁବର୍ଣ୍ଣପୁର ଜିଲ୍ଲା ନୋଡାଲ ସଚିବ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କରିଛନ୍ତି । ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ଖରିଫ ଧାନ କ୍ରୟ ସମ୍ବନ୍ଧୀୟ
Read More...

ଆଦିବାସୀଙ୍କ ସ୍ୱତନ୍ତ୍ର ଅଭିଯୋଗ ଶୁଣାଣି ଶିବିର ଶୁଭାରମ୍ଭ ଓ ଜଙ୍ଗଲ ଜମିପଟ୍ଟା ବଣ୍ଟନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହ ଠାରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ପ୍ରଥମ ଥର ପାଇଁ ଆଦିବାସୀ ଓ ଅନୁସୂଚୀତ ଜନ ଜାତି କମ୍ୟୁନିଟିଙ୍କ ସମସ୍ୟା ସମାଧାନ ପାଇଁ ଏକ ଅଭିଯୋଗ ଶୁଣାଣି ଶିବିରର ଶୁଭାରମ୍ଭ
Read More...

ଜିଲ୍ଲା ଠିକାଦାର ସଂଘର ଜରୁରୀ ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସ୍ଥାନୀୟ ପିଡବ୍ଲୁଡି ଡାକବଙ୍ଗଳା ଠାରେ ଜିଲ୍ଲା ଠିକାଦାର ସଂଘର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲାର ସମସ୍ତ ବ୍ଲକର ଠିକାଦାର ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲାର ସମସ୍ତ ବିଭାଗର ନିର୍ମାଣ କାମରେ ଅନ୍ୟୁନ୍ୟ ୧ କୋଟି
Read More...