Browsing Tag

subarnapur news

ଜିଲ୍ଲାସ୍ତରୀୟ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ତାଲିମ କେନ୍ଦ୍ରଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ ଅବସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ
Read More...

ବିନିକା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୧୦୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିମଲେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି
Read More...

ଜାତୀୟ ଶିକ୍ଷାନୀତିର ତୃତୀୟ ବାର୍ଷିକୀ ଅବସରରେ କେନ୍ଦ୍ରୀୟ ବିଦ୍ୟାଳୟ ସୋନପୁରରେ ସାମ୍ବାଦିକ ସମ୍ମିଳନୀ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସମଗ୍ର ଦେଶରେ ୨୯ ଜୁଲାଇରେ ଜାତୀୟ ଶିକ୍ଷାନୀତି ୨୦୨୦ର ତୃତୀୟ ବାର୍ଷିକୀ ପାଳନ କରାଯିବ । ଏହି ଉପଲକ୍ଷେ ମାନ୍ୟବର ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରେ ଅଖିଳ ଭାରତୀୟ ଶିକ୍ଷା ସମାଗମକୁ ଉଦ୍‌ଘାଟନ କରିବେ । ଏହାର ଅବ୍ୟବହିତ ପୂର୍ବରୁ ଆଜି କେନ୍ଦ୍ରୀୟ ବିଦ୍ୟାଳୟ
Read More...

ଜିଲ୍ଲାର ଶିକ୍ଷିତ ବେରୋଜଗାର୍ ଯୁବକମାନଙ୍କ ପାଇଁ ନିଯୁକ୍ତି ଶିବିର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ନିୟୋଜନ କାର୍ଯ୍ୟାଳୟର ମିଳିତ ସହଯୋଗରେ ରିଜିନାଲ ଟ୍ରେନିଂ ଏକାଡେମୀ ଏସ୍‌ଆଇଏସ୍‌ ଲିମିଟେଡ଼, କଟକ ପକ୍ଷରୁ ଜିଲ୍ଲାର ଶିକ୍ଷିତ ଯୁବକମାନଙ୍କୁ ରୋଜଗାର ଉପଲବ୍ଧ କରାଇବା ସକାଶେ ସୁରକ୍ଷା କ୍ଷେତ୍ରରେ ନିଯୁକ୍ତି ପାଇଁ ଆସନ୍ତା ଅଗଷ୍ଟ
Read More...

ପ୍ରଧାନମନ୍ତ୍ରୀ ଫସଲ ବୀମା ନିମନ୍ତେ ସଚେତନତା ରଥର ଶୁଭାରମ୍ଭ

ଜିଲ୍ଲାର ସମସ୍ତ ବ୍ଲକ ଅଞ୍ଚଳରେ କରିବ ଚାଷୀଙ୍କୁ ସଚେତନଜିଲ୍ଲାରେ ଶତ ପ୍ରତିଶତ କୃଷିବୀମା ସୁନିଶ୍ଚିତ ଲକ୍ଷ୍ୟ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଖରିଫ ଚାଷ ନିମନ୍ତେ ଜିଲ୍ଲାର ସମସ୍ତ କୃଷକ ଯେପରି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ କୃଷିବୀମାକୁ ସୁନିଶ୍ଚିତ କରି ଶତ ପ୍ରତିଶତ ଲାଭ
Read More...

ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ

ଏନ୍‌ଫୋର୍ସମେଣ୍ଟକୁ ଜୋରଦାର ତଥା କଡାକଡି କରିବା ଉପରେ ଗୁରୁତ୍ୱାରୋପଜିଲ୍ଲା ଅନ୍ତର୍ଗତ ଜାତୀୟ ରାଜପଥ ସହ ରାଜ୍ୟ ରାଜପଥରେ ଚିହ୍ନଟଦୁର୍ଘଟଣା ପ୍ରବଣ ସ୍ଥାନ ଗୁଡିକରେ ସୂଚନା ଫଳକ ସହ ଜରୁରୀ ଯୋଗାଯୋଗ ନମ୍ବର ଲଗାଇବାକୁ ନିର୍ଦ୍ଦେଶ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର
Read More...

ମିଶନ ବାତ୍ସଲ୍ୟ ଅଧୀନରେ ପିତୃହୀନ ଅସହାୟ ପରିବାରର ଶିଶୁଙ୍କୁ ପୁଷ୍ଟପୋଷକତା ଆର୍ଥିକ ସହାୟତା ପ୍ରଦାନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ପୁଷ୍ଟପୋଷକତା ଆର୍ଥିକ ସହାୟତା ପ୍ରଦାନ ମିଶନ ବାତ୍ସଲ୍ୟ ଅଧୀନରେ ପିତୃହୀନ ଅସହାୟ ପରିବାରର ଶିଶୁମାନଙ୍କ ଶିକ୍ଷା ସ୍ଵାସ୍ଥ୍ୟ ତଥା ପୁଷ୍ଟି ନିମନ୍ତେ ଜିଲ୍ଲାପାଳ ବିମଳେନ୍ଦୁ ରାଏ ପୁଷ୍ଟପୋଷକତା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ଆଜି ଜିଲ୍ଲାପାଳଙ୍କ
Read More...

ଜିଲ୍ଲପାଳଙ୍କ ଝରାପଡା ବସ୍ତି ପରିଦର୍ଶନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ଆଜି ବିନିକା ବ୍ଲକ ସେଲେଡି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଝରାପଡ଼ା ପରିଦର୍ଶନ କରି ବସ୍ତିରେ ବସବାସ କରୁଥିବା ୨୦ଟି ପରିବାରର ମୁଖ୍ୟ ତଥା ସଦସ୍ୟଙ୍କ ସହ ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିବା ସହ
Read More...

ପ୍ରଥମ ଜିଲ୍ଲା ସମନ୍ୱୟ ବୈଠକ ଅନୁଷ୍ଠିତ

ଜିଲ୍ଲାରେ ଫାଇଲେରିଆ ରୋଗର ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ୧୦ ଅଗଷ୍ଟରୁ ୧୯ ଅଗଷ୍ଟ ପର୍ଯ୍ୟନ୍ତସଚେତନତା ନିମନ୍ତେ ପଲ୍ଲିସଭା ଓ ସ୍କୁଲ ଗୁଡିକରେ ବିଶେଷ ପଦକ୍ଷେପ ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାରେ ଫାଇଲେରିଆ ରୋଗର
Read More...

ଉଲୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୪୨ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା
Read More...