Browsing Tag

subarnapur news

ଜାତୀୟ ସଡ଼କ ସୁରକ୍ଷା ମାସ ଅବସରରେ ସଚେତନତା ରଥର ଶୁଭାରମ୍ଭ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟଠାରୁ ଜାତୀୟ ସଡକ ସୁରକ୍ଷା ମାସ ପାଳନ ଅବସରରେ ସଡ଼କ ସୁରକ୍ଷା ସଚେତନତା ରଥର ଶୁଭାରମ୍ଭ ହେବା ସହ ସୁବର୍ଣ୍ଣପୁର ସହରରେ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସଚେତନତା ରଥ ଓ ସଚେତନତା
Read More...

ପଏଁରୀ ତିହାର -୨୦୨୬ ଉଦ୍‌ଘାଟିତ

କଳା, ସଂସ୍କୃତିରେ ଭରପୂର ସୁବର୍ଣ୍ଣପୁର ମାଟି : ଜିଲ୍ଲାପାଳ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ପକ୍ଷରୁ ସ୍ଥାନୀୟ ସୁରେଶ୍ଵରୀ ମନ୍ଦିର ପ୍ରାଙ୍ଗଣରେ ୨୬ତମ ପଏଁରୀ ତିହାର-୨୦୨୬ ଉଦ୍‌ଘାଟିତ ହୋଇଯାଇଛି । କେନ୍ଦ୍ର ସଂସ୍କୃତି ବିଭାଗ, ନୂଆଦିଲ୍ଲୀ
Read More...

ଜୋର ଧରୁଛି ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀ : ଦସ୍ତଖତ ଅଭିଯାନ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁରର ସର୍ବ ପୂରାତନ ମହାବିଦ୍ୟାଳୟ ସୋନପୁର କଲେଜକୁ ସରକାରୀ ମାନ୍ୟତା ପ୍ରଦାନ ଦାବୀରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଛକ ଠାରେ ଏକ ଦସ୍ତଖତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ୧୯୬୪ ମସିହାରେ ପ୍ରତିଷ୍ଠିତ ହୋଇଥିବା ଏହି ପୂରାତନ ମହାବିଦ୍ୟାଳୟକୁ
Read More...

ୱାର୍ଡ଼ସଭ୍ୟାଙ୍କ ସ୍ଵାମୀଙ୍କୁ ବିଭତ୍ସ ହତ୍ୟା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଲଛିପୁର ଥାନା ଲୁପୁରସିଂହା ଗ୍ରାମରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି । ଇନ୍ଦିରାପାଲି ପଡ଼ା ୧୫ ନମ୍ବର ୱାର୍ଡ଼ର ସଭ୍ୟା ତପ ମଲ୍ଲିକଙ୍କ ସ୍ଵାମୀ ଦାସ ମଲ୍ଲିକ (୬୫)ଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି । ସାନଭାଇ ସୁରୁ
Read More...

ହସ୍ପିଟାଲ ଓ ନୂତନ ବସଷ୍ଟାଣ୍ଡକୁ ଜିଲ୍ଲାପାଳଙ୍କ ଅଚାନକ ପରିଦର୍ଶନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଅସ୍ଥାୟୀ ଭାବେ ହାତୀଶାଲ ଠାରେ ନିର୍ମାଣ ହେଉଥିବା ନୂତନ ବସଷ୍ଟାଣ୍ଡକୁ ଅଚାନକ ଗସ୍ତ କରିବା ସହ ସ୍ଥିତି ପରଖିଛନ୍ତି । ଗତ ସପ୍ତାହରେ ଜିଲ୍ଲାପାଳ ମେଡିକାଲର ସମସ୍ତ
Read More...

ସୁବର୍ଣ୍ଣ ଭାରତୀ ପରିବାର ପକ୍ଷରୁ ସେବା ସମ୍ମାନ ସମାରୋହ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣ ଭାରତୀ ପରିବାର ସୁବର୍ଣ୍ଣପୁର ପକ୍ଷରୁ ଆୟୋଜିତ "ସେବା ସମ୍ମାନ ସମାରୋହ ୨୦୨୪, ୨୦୨୫ ଓ ୨୦୨୬" ପାଇଁ ବିଭିନ୍ନ କ୍ଷେତ୍ରରେ ସେବା ଓ ସମାଜର ହିତ ପାଇଁ କାର୍ଯ୍ୟକରି ଆସୁଥିବା ୬୦ରୁ ଉର୍ଦ୍ଧ ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା
Read More...

ଲଚ୍ଛିପୁର ଗ୍ରାମ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ ପାଳିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ବ୍ଲକ ଲଚ୍ଛିପୁର ଗ୍ରାମ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୨ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଅରୁଣ କୁମାର ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ସଭାରେ ମୂଖ୍ୟ ଅତିଥି ଭାବରେ
Read More...

ଯୁବ ସମାଜରେ ମାନସିକ ପରିବର୍ତ୍ତନ ହେଲେ ମଣିଷ ସମାଜର ଆତ୍ମ ବିସ୍ତାର ହୋଇପାରିବ : ଜିଲ୍ଲାପାଳ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସଦର ବ୍ଲକ ଛକ ସ୍ଥିତ ଅଦିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ତୃତୀୟ ସାମ୍ବତ୍ସରିକ ଉତ୍ସବ "ଆତ୍ମବିସ୍ତାର" ମହାଆଡମ୍ବରରେ ପାଳିତ ହୋଇଯାଇଛି । ଶ୍ରୀମା ଓ ପ୍ରଭୁ ଶ୍ରୀ ଅରବିନ୍ଦଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ସହିତ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ
Read More...

ଦୟାନନ୍ଦ ପବ୍ଲିକ୍ ସ୍କୁଲର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଦୟାନନ୍ଦ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ (ଉଦୟନ) ମହାସମାରୋହରେ ପାଳିତ ହୋଇଯାଇଛି । ଶିକ୍ଷାନୁଷ୍ଠାନର ସଭାପତି ରାଜେନ୍ଦ୍ର ଅଗ୍ରୱାଲଙ୍କ ସଭାପତିତ୍ୱରେ ଅନୁଷ୍ଟିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ
Read More...

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ପରିଚାଳନା ସମିତି ସଭାପତି ଡ. ହରପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଓ ପ୍ରଧାନଆଚାର୍ଯ୍ୟ ସୁବାସ ଚନ୍ଦ୍ର ମିଶ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ
Read More...