Browsing Tag

subarnapur news

ଅଭିଜିତ ମଜୁମଦାରଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଗତକାଲି ବ୍ଲକଛକ ଦୁର୍ଗାପୂଜା କମିଟି ପକ୍ଷରୁ ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ଵର୍ଗତ ଅଭିଜିତ ମଜୁମଦାରଙ୍କ ନିଧନରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି । କମିଟିର ସଭାପତି ଅରବିନ୍ଦ ବାରିକଙ୍କ ସଭାପତିତ୍ୱରେ ଆହୁତ
Read More...

ସର୍ବ ଭାରତୀୟ ଲାଲମନି କ୍ରିକେଟ : ସମ୍ବଲପୁର ଏମଏମସିସି ଚାମ୍ପିୟନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା କ୍ରିକେଟ ସଂଘ ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଷ୍ଟାଡ଼ିୟମ ଠାରେ ଚାଲିଥିବା ୩୭ ତମ ସର୍ବଭାରତୀୟ ଲାଲମନି ସ୍ମାରକୀ କ୍ରିକେଟର ଫାଇନାଲ ଖେଳ ଭୁବନେଶ୍ଵର ବାପୁଜୀ କ୍ଲବ୍ ଏବଂ ସମ୍ବଲପୁର ଏମଏମସିସି ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।
Read More...

ବ୍ୟାଙ୍କ କର୍ମଚାରୀ ଓ ଅଧିକାରୀଙ୍କ ଧର୍ମଘଟ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସର୍ବଭାରତୀୟ ସ୍ତରରେ ବ୍ୟାଙ୍କ କର୍ମଚାରୀ ଓ ବ୍ୟାଙ୍କ ଅଧିକାରୀ ମାନଙ୍କ ସପ୍ତାହକୁ ୫ ଦିନ କାର୍ଯ୍ୟ ଦିବସ କରିବା ଦାବିରେ ଧର୍ମଘଟ ସୋନପୁର ଜିଲ୍ଲାରେ ମଧ୍ୟ ଦେଖିବାକୁ ମିଳିଥିଲା । ଏଥି ଯୋଗୁଁ ମଙ୍ଗଳବାର ଦିନ ଜିଲ୍ଲାରେ ବ୍ୟାଙ୍କସେବା ଠପ୍
Read More...

ଶ୍ରୀ ଶ୍ରୀ ରାଧାକୃଷ୍ଣଙ୍କ ନୂତନ ଭବ୍ୟ ମନ୍ଦିର ପ୍ରତିଷ୍ଠା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ବଡ଼ବଜାର ଭଗବତୀ ପ୍ଲଟ ଠାରେ ଶ୍ରୀ ଶ୍ରୀ ରାଧାକୃଷ୍ଣଙ୍କ ନୂତନ ଭବ୍ୟ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ତିନି ଦିନ ଧରି ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ପ୍ରଥମ ଦିନ ଶହ ଶହ ମହିଳା କଳସ ଯାତ୍ରା କରି
Read More...

ସୁବର୍ଣ୍ଣପୁରରେ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ସ୍ଥିତ ରାମେଶ୍ୱର ଷ୍ଟାଡିୟମ ଠାରେ ୭୭ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଭୋର ୪.୩୦ ଘଟିକା ସହରରେ ରାମଧୂନ ପରିବେଷଣ କରାଯାଇଥିଲା ଓ ଭୋର ୫.୩୦ରୁ ୬.୩୦ ଘଟିକା ପର୍ଯ୍ୟନ୍ତ
Read More...

ବୈଦିକ ଜୀବନ ବିଦ୍ୟାଳୟର ବାର୍ଷିକ ଉତ୍ସବ : ଗୀତା ଯଜ୍ଞ, ନାମ ଯଜ୍ଞ ଓ ବ୍ରହ୍ମାନନ୍ଦ ଆଶ୍ରମର ପ୍ରତିଷ୍ଠା ଉତ୍ସବ…

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଚରଦା ପଂଚାୟତ ଅନ୍ତର୍ଗତ ପୂଜାରୀ ସାହାଯବାହାଲରେ ବ୍ରହ୍ମାନନ୍ଦ ଆଶ୍ରମ ପ୍ରତିଷ୍ଠା ମହୋତ୍ସବ ଅବସରରେ ବୈଦିକ ଜୀବନ ବିଦ୍ୟାଳୟର ବାର୍ଷିକ ଉତ୍ସବ, ଗୀତା ଯଜ୍ଞ, ନାମ ଯଜ୍ଞ ଓ ବ୍ରହ୍ମାନନ୍ଦ ଆଶ୍ରମର ପ୍ରତିଷ୍ଠା
Read More...

ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ ଦ୍ୱାରା ସୁବର୍ଣ୍ଣପୁର ଜିଲ୍ଲାପାଳ ସମ୍ବର୍ଦ୍ଧିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଭୁବନେଶ୍ୱର ଠାରେ ୧୬ତମ ଜାତୀୟ ମତଦାତା ଦିବସ ୨୦୨୬ (ମାଇ ଇଣ୍ଡିଆ) (ମାଇ ଭୋଟ) ରାଜ୍ୟସ୍ତରୀୟ ସମାରୋହରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ସମ୍ୱର୍ଦ୍ଧିତ ହୋଇଛନ୍ତି । ରାଜ୍ୟ ନିର୍ବାଚନ ଆୟୁକ୍ତ ମଧୁସୂଦନ ପାଢ଼ୀଙ୍କ ଠାରୁ ଶ୍ରେଷ୍ଠ ଡିଇଓ
Read More...

ବିଶାଳ ଆଧ୍ୟାତ୍ମିକ ଶୋଭାଯାତ୍ରା ସହ ଶ୍ରୀ ଗୋପାଳଜୀଙ୍କ ମନ୍ଦିର ବିଜେ

ଭବ୍ୟ ସ୍ୱାଗତ କଲେ ସହର ବାସୀ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବିଶାଳ ଶୋଭାଯାତ୍ରାରେ ଜିଲ୍ଲା କୋଷାଗାରରୁ ମନ୍ଦିର ଅଭିମୁଖେ ବିଜେ କଲେ ଶ୍ରୀ ଗୋପାଳଜୀ ଚୋରୀ ହୋଇ ଦୀର୍ଘ ୪୨ ବର୍ଷ ପରେ ସିବିଆଇ ମାଲଖାନାରୁ ସୋନପୁରକୁ ପ୍ରତ୍ୟାବର୍ତ୍ତନ କରିଥିବା ଶ୍ରୀ ବଡ଼ ଗୋପାଳଜୀ ମହାପ୍ରଭୁ
Read More...

ଓଡ଼ିଆ ଭାଷା ଓ ସାହିତ୍ୟ ସମୃଦ୍ଧିରେ ସୋନପୁର ରାଜ ଦରବାରର ଭୂମିକା ଅତୁଳନୀୟ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ମହାବିଦ୍ୟାଳୟରେ ଓଡ଼ିଆ ବିଭାଗ ଓ ଓଡ଼ିଆ ଭାଷା ପ୍ରତିଷ୍ଠାନ ଭୁବନେଶ୍ଵରର ମିଳିତ ଆନୁକୂଲ୍ୟରେ ଏକ ଦିବସୀୟ ରାଜ୍ୟ ସ୍ତରୀୟ ଓଡ଼ିଆ ଭାଷା ସମ୍ପାନ 'ଓଡ଼ିଆ ଭାଷା ଓ ସାହିତ୍ୟ ସମୃଦ୍ଧିରେ ସୋନପୁର ରାଜ ଦରବାରର ଭୂମିକା' ଶୀର୍ଷକରେ
Read More...

ଜିଲ୍ଲା ପୁଲିସ ହାବିଲଦାର ଓ କନେଷ୍ଟବଲ ସଂଘ ନିର୍ବାଚନ

କୁମୁଦ ସଭାପତି ଓ ରଞ୍ଜିତ ସମ୍ପାଦକ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ପୁଲିସ ହାବିଲଦାର ଓ କନେଷ୍ଟବଲ ସଂଘ ନିର୍ବାଚନ ଗତକାଲି ଅନୁଷ୍ଠିତ ହୋଇଯାଇଥିବା ବେଳେ ଏହାର ଫଳଫଳ ଆଜି ପ୍ରକାଶ ପାଇଛି । ଏଥିରେ ସଭାପତି ପଦରେ ୧୭୦ ଖଣ୍ଡ ଭୋଟ କୁମୁଦ ମେହେର ଏବଂ
Read More...