Browsing Tag

subarnapur news

ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ କମିଟି ବୈଠକ

କେନ୍ଦ୍ରୀୟ ଅନୁଦାନର ସଫଳ ବିନିଯୋଗ ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ କମିଟି(ଦିଶା) ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କମିଟିର ଅଧ୍ୟକ୍ଷ ବଲାଙ୍ଗିର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓଙ୍କ
Read More...

୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ, ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ୫-ଟି ସଚିବ ଭି.କେ.ପାଣ୍ଡିଆନ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କରି ପାତାଳୀ ଶ୍ରୀକ୍ଷେତ୍ର ପରିଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପାତାଳୀ ଶ୍ରୀକ୍ଷେତ୍ରରେ ପୂଜାଅର୍ଚ୍ଚନା କରିବା ସହ ମନ୍ଦିର କର୍ମକର୍ତ୍ତାଙ୍କ ସହ
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ର ସର୍ବୋତ୍ତମ ପରିଚାଳନା ଉପରେ ଜାତୀୟ ଦକ୍ଷିଣାଞ୍ଚଳ ରାଜ୍ୟ କର୍ମଶାଳା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜୁନ ୩୦ ଓ ଜୁଲାଇ ୦୧ ଦୁଇଦିନ ଧରି ତାମିଲନାଡୁ କୋଡାଇକନଲଠାରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ଭାରତ ସରକାରଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ର ସର୍ବୋତ୍ତମ ପରିଚାଳନା ଉପରେ ଜାତୀୟ ଦକ୍ଷିଣାଞ୍ଚଳ ରାଜ୍ୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର, ୨୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) :ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ
Read More...

ରାଷ୍ଟ୍ରୀୟ ରକ୍ତ ଶିକୁଳି ଜନିତ ରକ୍ତହୀନତା ଅଭିଯାନର ଶୁଭାରମ୍ଭ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ରାଷ୍ଟ୍ରୀୟ ରକ୍ତ ଶିକୁଳି ଜନିତ ରକ୍ତହୀନତା ଅଭିଯାନର ଶୁଭାରମ୍ଭ ମଧ୍ୟପ୍ରଦେଶର ସାହାଡୋଲଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ରାଜ୍ୟସ୍ତରୀୟ ଶୁଭାରମ୍ଭ ଆଭାସୀ ଜରିଆରେ ସୁବର୍ଣ୍ଣପୁରରୁ ଆରମ୍ଭ
Read More...

ସୋନପୁରରେ ଉଦ୍‌ଘାଟନ ହେଲା ଉତ୍କଳ ବାଳାଶ୍ରମ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ୱାରା ଅନୁମୋଦିତ ହୋଇଥିବା ଉତ୍କଳ ବାଳାଶ୍ରମ ଆଜି ଅନୁଷ୍ଠାନିକ ଭାବରେ ସ୍ଥାନୀୟ ଶିଶୁ ଗୃହ ଠାରେ ଉଦଘାଟିତ ହୋଇଯାଇଛି । କାର୍ୟ୍ୟକ୍ରମର ମୁଖ୍ୟଅତିଥି ଶ୍ରୀମତୀ ସୁପାର ଠେଲା, ଅଧ୍ୟକ୍ଷା ଜିଲ୍ଲା ପରିଷଦ
Read More...

ସୁବର୍ଣ୍ଣପୁରରେ ଯୁବ ଉତ୍ସବ : ଭାରତ @୨୦୪୭ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ନେହେରୁ ଯୁବ କେନ୍ଦ୍ର ସଂଗଠନ ତରଫରୁ ସ୍ଥାନୀୟ ସଂସ୍କୃତି ଭବନଠାରେ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଯାପନୀ ସଭାରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଯୋଗଦେଇ ଯୁବ ସମାଜ ସକାରାତ୍ମକ ମାନସିକତାର ସହ
Read More...

ଜିଲ୍ଲା ଶ୍ରମ ବିଭାଗ ସୁବର୍ଣ୍ଣପୁର ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନିମନ୍ତେ ଜିଲ୍ଲାସ୍ତରୀୟ ସଚେତନତା ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ସ୍ଥାନୀୟ ଡିଆର୍‌ଡିଏ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ନିରାକରଣ ନିମନ୍ତେ ଜିଲ୍ଲାସ୍ତରୀୟ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଆଜି ସକାଳେ ବିଭାଗ ତରଫରୁ ଅନୁଷ୍ଠିତ
Read More...

ବୀରମହାରାଜପୁରରେ ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୯୦ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ବ୍ଲକ୍‌ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ
Read More...

ଆନ୍ତର୍ଜାତୀୟ ନିଶା ଦ୍ରବ୍ୟର ବ୍ୟବହାର ଓ ବେଆଇନ ଚୋରା କାରବାର ନିଷିଦ୍ଧ ଦିବସ ପାଳନ

ନିଶା ଏକ ସାମାଜିକ ବ୍ୟାଧି,ଏହାର ଅପବ୍ୟବହାର ଓ ଚାଲାଣସାମାଜିକ ଜୀବନକୁ ଗୁରୁତର ଭାବେ ପ୍ରଭାବିତ କରେ : ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲା ପ୍ରଶାସନ (ସାମାଜିକ ସୁରକ୍ଷ୍ୟା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଅବକାରୀ ବିଭାଗ)
Read More...