Browsing Tag

subarnapur news

ଆନ୍ତର୍ଜାତୀୟ ନିଶା ଦ୍ରବ୍ୟର ବ୍ୟବହାର ଓ ବେଆଇନ ଚୋରା କାରବାର ନିଷିଦ୍ଧ ଦିବସ ପାଳନ

ନିଶା ଏକ ସାମାଜିକ ବ୍ୟାଧି,ଏହାର ଅପବ୍ୟବହାର ଓ ଚାଲାଣସାମାଜିକ ଜୀବନକୁ ଗୁରୁତର ଭାବେ ପ୍ରଭାବିତ କରେ : ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲା ପ୍ରଶାସନ (ସାମାଜିକ ସୁରକ୍ଷ୍ୟା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଅବକାରୀ ବିଭାଗ)
Read More...

ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

ଏନ୍‌ଫୋଳର୍ସମେଣ୍ଟକୁ ଜୋରଦାର ତଥା କଡାକଡି କରିବା ଉପରେ ଗୁରୁତ୍ୱାରୋପପିଚୁ ରାସ୍ତା ଉପରେ ଲୁହାଚକ ଟ୍ରାକ୍ଟର ଚାଳନା ଉପରେ ଆବଶ୍ୟକ କାର୍ୟ୍ୟାନୁଷ୍ଠାନ ନିର୍ଦେଶ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ସୁବର୍ଣ୍ଣପୁର ଜିଲ୍ଲାପାଳ
Read More...

ପୁରୀ ରଥଯାତ୍ରାରେ ସାମାଜିକ ସେବା ଶିବିରରେ ସୁବର୍ଣ୍ଣପୁର ଜେଆର୍‌ସି ପରାମର୍ଶଦାତାଙ୍କ ଯୋଗଦାନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଭାରତୀୟ ରେଡକ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖାର ଆବାହକତ୍ଵରେ ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇଙ୍କ ସୁପାରିଶ କ୍ରମେ ରାଜ୍ୟ ରେଡକ୍ରସ ଅଫିସର ଲକ୍ଷଣ ସ୍ଵାଇଁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସାମାଜିକ ସେବା ଶିବିର ରଥଯାତ୍ରା ପୁରୀରେ
Read More...

ଯୋଗ ଓ ପ୍ରାଣାୟାମ ଶାରୀରିକ ଓ ମାନସିକ ସ୍ତରରେ ସକାରାତ୍ମକ ପ୍ରଭାବ ପକାଇଥାଏ : ଜିଲ୍ଲାପାଳ

ଯୋଗ ଓ ପ୍ରାଣାୟାମ ଜୀବନର ଅନୁଶାସନରେ ଗୁରୁତ୍ୱପୂର୍ଣ୍ଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ନୂତନ ଟାଉନ ହଲଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ପରିଷଦର ମିଳିତ ସହଯୋଗରେ ଆୟୋଜିତ ଜିଲ୍ଲା ପ୍ରଶାସନର ଏହି ଅନ୍ତର୍ଜାତୀୟ ଯୋଗ ଦିବସ
Read More...

ବିନିକା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୪୨ ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ
Read More...

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ପରିଚାଳନାରେ ଜିଲ୍ଲାର ପ୍ରଥମ ଧାନ ବିହନ ବିକ୍ରୟ କେନ୍ଦ୍ରର ଶୁଭ ଉଦ୍‌ଘାଟନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଜିଲ୍ଲାର ପ୍ରଥମ ମହିଳା ସ୍ୱୟଂ ସହାୟକ ସଦସ୍ୟାଙ୍କ ଦ୍ୱାରା ପରିଚାଳିତ ଧାନ ବିହନ ବିକ୍ରୟ କେନ୍ଦ୍ରର ଶୁଭ ଉଦ୍‌ଘାଟନ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ
Read More...

ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ଟେବୁଲ ଟପ୍‌ ଏକ୍ସରସାଇଜ

ବିପର୍ଯ୍ୟୟର ଅତ୍ୟନ୍ତ ଗୁରୁତର ପ୍ରଭାବକୁ ଧ୍ୟାନରେ ରଖି ସମସ୍ତ ବିଭାଗ ପ୍ରସ୍ତୁତ ରୁହ : ଜିଲ୍ଲାପାଳଜିରୋ କାଜୁଆଲିଟି ଉପରେ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଳା ପାଇଁ ଜିଲ୍ଲାପାଳ ସୁବର୍ଣ୍ଣପୁର
Read More...

ଜିଲ୍ଲା ସ୍ତରୀୟ ଜ୍ଞାନ ବଣ୍ଟନ ତଥା କ୍ଷମତା ନିର୍ମାଣ କର୍ମଶାଳା : ସିଙ୍ଗାପୁର ଫେରନ୍ତା ଜିଲ୍ଲା ମିଶନ ଶକ୍ତି ମହାସଂଘ…

ସୁବର୍ଣ୍ଣପୁର : (କେପିଏନ୍‌ଏସ୍‌) : ସିଙ୍ଗାପୁର ଫେରନ୍ତା ଜିଲ୍ଲା ମିଶନ ଶକ୍ତି ମହାସଂଘ ସଭାପତି ଶ୍ରୀମତୀ ମମତା ସାହୁଙ୍କୁ ପ୍ରଶାସନ ତରଫରୁ ସମ୍ବର୍ଦ୍ଧନା ଦେବା ଅବସରରେ ମିଶନଶକ୍ତି ମା'ମାନଙ୍କୁ ନେଇ ଜିଲ୍ଲାସ୍ତରୀୟ ଜ୍ଞାନ ବଣ୍ଟନ ତଥା କ୍ଷମତା ନିର୍ମାଣ କର୍ମଶାଳା ଜିଲ୍ଲାପାଳଙ୍କ
Read More...

ଅଗ୍ନିବୀର ନିଯୁକ୍ତି ରାଲି ଆସନ୍ତା ୧୭ରୁ ୧୯ ପର୍ଯ୍ୟନ୍ତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆସନ୍ତା ତା ୧୬/୦୬/୨୩ରୁ ତା ୧୯/୦୬/୨୩ ପର୍ଯ୍ୟନ୍ତ ସମ୍ବଲପୁର ସ୍ଥିତ ସେନା ନିଯୁକ୍ତି ଅଧିକାରୀଙ୍କ ତତ୍ୱାବଧାନରେ ଅଗ୍ନିବୀର ନିଯୁକ୍ତି ରାଲି (ଅଗ୍ନିପଥ ଯୋଜନା) ଦ୍ଵିତୀୟ ପର୍ଯ୍ୟାୟ ଅନୁଷ୍ଠିତ ହେବ । ଅଗ୍ନିବୀର ସେନା ନିମନ୍ତେ ପଞ୍ଜିକୃତ କରି ଯୋଗ୍ୟ
Read More...

ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଓ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗର ମିଳିତ ଆନୁକୂଲ୍ୟରେ ଆସନ୍ତା ତା ୨୧/୦୬/୨୩ ରିଖରେ ଆନ୍ତର୍ଜାତୀୟ ଯୋଗଦିବସ ପାଳନ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ
Read More...