Browsing Tag

subarnapur news

ପିସି ଏଣ୍ଡ ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ପିସି ଏଣ୍ଡ ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଜିଲ୍ଲା ସ୍ତରରେ ଗର୍ଭବତୀ ମାନେ କରାଉଥିବା ଅଲ୍ଟ୍ରାସାଉଣ୍ଡ
Read More...

“ପରାକ୍ରମ ରାଲି” : ଅପରେସନ ସିନ୍ଦୂରରେ ଭାରତୀୟ ସେନାର ଗୌରବଗାଥାକୁ ସମ୍ମାନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାପ୍ରଶାସନ ସୁବର୍ଣ୍ଣପୁର ଓ ପୌର ପରିଷଦ ସୋନପୁର ଦ୍ୱାରା ଆୟୋଜିତ ଜିଲ୍ଲା ସ୍ତରୀୟ "ପରାକ୍ରମ ବାଇକ ରାଲି" ଭାରତୀୟ ସେନାଙ୍କ ଅଭୂତପୂର୍ବ ତ୍ୟାଗ, ସାହସ ଓ ଦୁଃସାହସିକତା ପ୍ରତି ସମ୍ମାନ ଓ ସ୍ମୃତିସ୍ୱରୂପ ଆୟୋଜିତ ହୋଇଥିଲା । ଏହି କାର୍ୟ୍ୟକ୍ରମର
Read More...

ଖଣି ଓ ପରିବହନ ବିଭାଗର ସମୀକ୍ଷା ବୈଠକ

ବେଆଇନ ବାଲି ଚୋରାଚାଳନ ଉପରେ କଡା ଅଭିଯାନସୂଚନା ଫଳକ ଲଗାଇବା ଉପରେ ଗୁରୁତ୍ୱ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ବିଭାଗ ମନ୍ତ୍ରୀ ଓଡିଶା ବିଭୂତି ଭୂଷଣ ଜେନା ଆଜି ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ସର୍କିଟ୍ ହାଉସ୍‌ରେ ଅନୁଷ୍ଠିତ ବୈଠକରେ
Read More...

ସମ୍ଭାବ୍ୟ ବନ୍ୟାର ସଫଳ ମୁକାବିଳା ପାଇଁ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବିପର୍ଯ୍ୟୟର ଅତ୍ୟନ୍ତ ଗୁରୁତର ପ୍ରଭାବକୁ ଧ୍ୟାନରେ ରଖି ସମସ୍ତ ବିଭାଗ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କ ଆହ୍ୱାନଜିରୋ କାଜୁଆଲିଟି ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ସଫଳ ମୁକାବିଲା ପାଇଁ ଜିଲ୍ଲାପାଳ ସୁବର୍ଣ୍ଣପୁର
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ରେଡକ୍ରସ ପ୍ରତିଷ୍ଠାତା ଜନ ହେନେରୀ ଡୁନାଣ୍ଟଙ୍କ ଜନ୍ମ ବାର୍ଷିକୀ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଜରୁରୀ ଶାଖା ପକ୍ଷରୁ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତକେନ୍ଦ୍ର ଠାରେ ଏକ
Read More...

ସୋନପୁର ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୫୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ
Read More...

ଡୁଙ୍ଗୁରିପାଲି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୬୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଡୁଙ୍ଗୁରିପାଲି ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ,
Read More...

ବାଙ୍କୀପାଲି, ଗଜବନ୍ଧ, ଅନ୍ଧାରିବାଞ୍ଜି କ୍ଲଷ୍ଟରରେ ଶିକ୍ଷା ସଚେତନତା ରଥକୁ ଭବ୍ୟ ସ୍ୱାଗତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ବ୍ଲକର ବିଭିନ୍ନ ଗାଁରେ ଶିକ୍ଷାସଚେତନତା ରଥ ପରିକ୍ରମା କରି ଶୈକ୍ଷିକ ବାତାବରଣର ମାହୋଲ ସୃଷ୍ଟିକରିବା ସହ ନୂତନ ଶିକ୍ଷା ବର୍ଷ ପ୍ରାରମ୍ଭର ବିଗୁଲ ଫୁଙ୍କିଛି । ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବର ଶେଷ ଦିନରେ ବାଙ୍କୀପାଲି ସିଆରସିସି ସୁନୀଲ
Read More...

ଗ୍ରୀଷ୍ମ ପ୍ରବାହର ସଫଳ ପରିଚାଳନା ନିମନ୍ତେ ଅଧିକାରୀଙ୍କ ଅରିଏଣ୍ଟେସନ କର୍ମଶାଳା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ସଫଳ ପରିଚାଳନା ନିମନ୍ତେ ଅଧିକାରୀଙ୍କୁ ନେଇ ଜିଲ୍ଲା ସ୍ତରୀୟ ଅରିଏଣ୍ଟେସନ କର୍ମଶାଳା ଜିଲ୍ଲା ଜରୁରୀ ଶାଖା ତରଫରୁ ଜିଲ୍ଲାକାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀଙ୍କ
Read More...

ବୈଦୁପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆମ ସଂସ୍କୃତି ଆମ ଖେଳଣା ଓ ଗପଶୁଣିବା କହିବା କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବୈଦୁପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଆମ ସଂସ୍କୃତି ଆମ ଖେଳଣା ଓ ଗପଶୁଣିବା କହିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଦିବ୍ୟକିଶୋର ଯୋଶୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...