ବୈଦୁପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆମ ସଂସ୍କୃତି ଆମ ଖେଳଣା ଓ ଗପଶୁଣିବା କହିବା କାର୍ଯ୍ୟକ୍ରମ ଅନୁଷ୍ଠିତ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବୈଦୁପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଆମ ସଂସ୍କୃତି ଆମ ଖେଳଣା ଓ ଗପଶୁଣିବା କହିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଦିବ୍ୟକିଶୋର ଯୋଶୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ!-->…
Read More...
Read More...