ନୂତନ ବ୍ଲକ ଗଠନ ଦାବୀ ଜୋର ଧରିଲା
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲାର ସର୍ବବୃହତ ଗ୍ରାମ ଭାବରେ ଚିର ପରିଚିତ ମେଣ୍ଡା ଗାଁକୁ ନୂତନ ବ୍ଲକ ଗଠନ ଦାବୀରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ମେଣ୍ଡା ସ୍ଥିତ ଜଗନ୍ନାଥ ମନ୍ଦିର ସମ୍ମୁଖରେ ଅନୁଷ୍ଠିତ ଏହି ସଭାରେ ମେଣ୍ଡା ତଥା ଆଖପାଖ ଅଂଚଳର ଶତାଧିକ ଲୋକ!-->…
Read More...
Read More...