Browsing Tag

subarnapur news

ସୋନପୁରର ରାମେଶ୍ଵର ଘାଟରେ ଥିବା ସ୍ୱର୍ଗଦ୍ୱାରକୁ ସଫା ସୁତରା ରଖିବା ପାଇଁ ଜନସାଧାରଣରେ ଦାବୀ

ସୁବର୍ଣ୍ଣପୁର, (କେପିଏନଏସ) : ସୋନପୁରର ରାମେଶ୍ଵର ଘାଟରେ ଥିବା ସ୍ୱର୍ଗଦ୍ୱାରରେ ନାନା ପ୍ରକାରର ଅଳିଆ ଆବର୍ଜନାରେ ପରିପୂର୍ଣ୍ଣ ହୋଇଥିବା ଅଭିଯୋଗ ହୋଇଛି । ଏଠାରେ ଶବ ଦାହ କଲେ ମନୁଷ୍ୟ ବୈକୁଣ୍ଠପ୍ରାପ୍ତି ହୁଏ ବୋଲି ବିଶ୍ୱାସ ରହିଥିବା ବେଳେ ସୋନପୁରର ପଡୋଶୀ ଜିଲ୍ଲା ଯଥା ବଲାଙ୍ଗିର,
Read More...

ଜିଲ୍ଲାସ୍ତରୀୟ ସ୍ଵାଭିମାନ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆମ ଓଡ଼ିଶା ଓ ସମ୍ବାଦ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ଜୟନ୍ତୀ ସ୍ଵାଭିମାନ ଦିବସ କୋଶଳ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପରମା ନାଏକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ମୁଖ୍ୟ
Read More...

ଉଲୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୨୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦାୟିତ୍ଵରେ ଥିବା ଅତିରିକ୍ତ ଜିଲ୍ଲାପାଳ
Read More...

ଶିଶୁ ଯତ୍ନ ପରବର୍ତ୍ତୀ କେନ୍ଦ୍ର ଉଦ୍‌ଘାଟନ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ସହାୟତାରେ ୧୮ ବର୍ଷରୁ ଅଧିକ ବୟସର କିଶୋରୀ ବାଳିକାମାନଙ୍କ ନିମନ୍ତେ ଉଦ୍ଧିଷ୍ଟ ଶିଶୁ ଯତ୍ନ ପରବର୍ତ୍ତୀ କେନ୍ଦ୍ରକୁ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ମୁଖ୍ୟଅତିଥି ଭାବରେ ଯୋଗଦାନ ପୂର୍ବକ ଉଦ୍‌ଘାଟନ କରିଛନ୍ତି । ବାପା
Read More...

ପବିତ୍ର ଅକ୍ଷୟ ତୃତୀୟା ଦିବସ ଅବସରରେ ଜିଲ୍ଲାସ୍ତରୀୟ କୃଷକ ଦିବସ ପାଳନ ସମାରୋହ

ଯୁଗୋପଯୋଗୀ ଚାଷ ଉପରେ ଗୁରୁତ୍ୱ ଦେବାକୁ ଚାଷୀଙ୍କୁ ପରାମର୍ଶ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାସ୍ତରୀୟ ପବିତ୍ର ଅକ୍ଷୟ ତୃତୀୟା ଦିବସ (କୃଷକ ଦିବସ) ପାଳନ ସମାରୋହ ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ଅନ୍ତର୍ଗତ ଛେପାପାଲିଠାରେ ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳେ ରୀତିନୀତିର
Read More...

ଜିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର ଆନୁକୂଲ୍ୟରେ କବିଶ୍ରୀ ଜୟଦେବ ଜୟନ୍ତୀ ସମାରୋହ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲ ପ୍ରଶାସନ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ କବିଶ୍ରୀ ଜୟଦେବ ଜୟନ୍ତୀ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମାରୋହ -୨୦୨୩ ସ୍ଥାନୀୟ ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୧୬ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ୦୩ ଗୋଟି ଅଭିଯୋଗର ତୁରନ୍ତ ସମାଧାନ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ
Read More...

ମନ୍ତ୍ରୀ ଅର୍ଥ ଓ ସଂସଦୀୟ ବ୍ୟାପାର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଓଡିଶା ନିରଞ୍ଜନ ପୂଜାରୀଙ୍କ କରକମଳରେ ତେଲନଦୀ ବାମ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡିଶା ସରକାରଙ୍କ ଜଳସମ୍ପଦ ବିଭାଗ ଆନୁକୂଲ୍ୟରେ ଜଳ ସେଚନ ବିଭାଗ ସୋନପୁର ଦ୍ୱାରା ତେଲନଦୀ କୂଳରେ ଆୟୋଜିତ ତେଲନଦୀ ବାମ ପାର୍ଶ୍ୱ ବନ୍ୟା ସୁରକ୍ଷା ଆଡିବନ୍ଧ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ, ସ୍ୱାସ୍ଥ୍ୟ ଓ ପରିବାର
Read More...

ଜିଲ୍ଲାସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାରେ ରବି ଧାନ କ୍ରୟ ନିମନ୍ତେ ଜିଲ୍ଲାସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ମଇ ମାସ
Read More...

ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ସମାରୋହ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରାତଃ ସମୟରେ ସ୍ଥାନୀୟ ଆମ୍ବେଦକର ଛକରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ
Read More...