Browsing Tag

subarnapur news

ଆସନ୍ତା ୨୭ରେ ବିକଶିତ ଭାରତ ଜାତୀୟ ଯୁବ ସଂସଦ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆସନ୍ତା ୨୭ ତାରିଖରେ ସୋନପୁର ମଡେଲ ଡିଗ୍ରି ମହାବିଦ୍ୟାଳୟରେ ବିକଶିତ ଭାରତ ଜାତୀୟ ଯୁବ ସଂସଦ କାର୍ଯ୍ୟକ୍ରମ ଆୟୋଜିତ ହେବା ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏହି…
Read More...

ବନ୍ଧୁକ ମୁନରେ ନବବଧୂ ଅପହରଣ ଘଟଣା

ସମ୍ବଲପୁରରୁ ଧରାପଡ଼ିଲେ ପ୍ରେମିକ ସଞ୍ଜୀବ ଓ ନବବଧୂ ରଶ୍ମୀ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ), ସୋନପୁର ଜିଲ୍ଲା ତରଭାଠାରେ ଘଟିଥିବା ଘଟଣା ବରକୁ ବନ୍ଧୁକ ଦେଖାଇ ନବବିବାହିତା ପ୍ରେମିକାକୁ ଅଧବାଟରୁ ଅପହରଣ କରିନେବା ଘଟଣାରେ ସୁବର୍ଣ୍ଣପୁର ଜିଲ୍ଲା ପୁଲିସକୁ ସଫଳତା ମିଳିଛି । ତରଭା…
Read More...

ଲିଟିଲ୍ ଫ୍ଲାୱାର୍ ପବ୍ଲିକ ସ୍କୁଲର ପ୍ରତିଷ୍ଠା ଦିବସରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ଜିଲ୍ଲା ଲଛିପୁରଠାରେ ଥିବା ଲିଟିଲ୍ ଫ୍ଲାୱାର୍ ପବ୍ଲିକ ସ୍କୁଲର ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ଏହି ଉତ୍ସବରେ ସ୍କୁଲର ମ୍ୟାନେଜିଙ୍ଗ ଡାଇରେକ୍ଟର ପୀତବାସ ଦେବତା ଓ ଆସିଷ୍ଟାଣ୍ଟ ମ୍ୟାନେଜିଙ୍ଗ ଡାଇରେକ୍ଟର ଦୀପକ କୁମାର ମେହେରଙ୍କ…
Read More...

ଲେପ୍ରା ସୋସାଇଟିର ୩୭ତମ ପ୍ରତିଷ୍ଠା ଦିବସ ପାଳିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଲେପ୍ରା ସୋସାଇଟିର ସମ୍ମିଳନୀ କକ୍ଷରେ ଏହାର ୩୭ତମ ପ୍ରତିଷ୍ଠା ଦିବସ ମହା ସମାରୋହରେ ପାଳନ ହୋଇଯାଇଛି । ଲେପ୍ରା ସୋସାଇଟିର ଓଡିଶା ରାଜ୍ୟ ଆମ୍ବାସେଡର ଗୋରେଖନାଥ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ…
Read More...

ସର୍ବଭାରତୀୟ ରାମଧୂନ କପ୍ ଫୁଟ୍‌ବଲ୍ ଉଦଯାପିତ

କଟକ ମଙ୍ଗଳା କ୍ଲବ୍ ଚାମ୍ପିୟନ୍ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ଗାନ୍ଧୀ ଷ୍ଟାଡିୟମ୍‌ ଠାରେ ଚାଲିଥିବା ୧୭ତମ ସର୍ବଭାରତୀୟ ରାମଧୂନ କପ୍ ଫୁଟ୍‌ବଲ୍‌ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ ମ୍ୟାଚ୍ କଟକ ମଙ୍ଗଳା କ୍ଲବ୍ ଓ ଭୁବନେଶ୍ୱର ଜଗା ୟୁନାଇଟେଡ ମଧ୍ୟରେ…
Read More...

ବନ୍ଧୁକ ମୁନରେ ବର ପାଖରୁ ପ୍ରେମିକାକୁ ଉଠାଇ ନେଲା ପ୍ରେମିକ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ତରଭା ଠାରେ ଆଜି ସକାଳୁ ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି । ନବବଧୂକୁ ବାଟରେ ବନ୍ଧୁକ ଦେଖାଇ ବର ଠାରୁ ଛଡେଇ ନେଇ ଗଲେ ପ୍ରିମକ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ରଥପଡ଼ାର ସର୍ଜନ ପୁଟେଲଙ୍କ ଝିଅ ରଶ୍ମିକୁ ବଲାଙ୍ଗିର…
Read More...

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ରାତି ୧୧ ଟା ବେଳେ ଅଚାନକ ପହଞ୍ଚିଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ରାତି ୧୧ ଟାରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ପରିଦର୍ଶନରେ ଯାଇ ସମସ୍ତ ବିଭାଗକୁ ବୁଲି ଡିଉଟିରେ ଥିବା ସମସ୍ତ ଡାକ୍ତର, କର୍ମଚାରୀଙ୍କ କାର୍ଯ୍ୟ ତାଦରଖ କରିଛନ୍ତି । ଡ. ସାହୁ ଏହି ପରିଦର୍ଶନ…
Read More...

ପୁସ୍ତକ ଓ ସାରସ୍ୱତ ମେଳାର ‘ଇଙ୍କଫେଷ୍ଟ’ର ସପ୍ତମ ସନ୍ଧ୍ୟା

ମହାନଦୀ ଜଳ ପ୍ରଦୂଷଣ ଓ ଆମ ଜୀବନ ଜୀବିକା ଉପରେ କଥାଚକ୍ର ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ରୟାଲ ପଡ଼ିଆଠାରେ ଚାଲିଥିବା ପୁସ୍ତକ ଓ ସାରସ୍ୱତ ମେଳା ‘ଇଙ୍କଫେଷ୍ଟ’ର ସପ୍ତମ ସନ୍ଧ୍ୟାର ବୌଦ୍ଧିକ ମଞ୍ଚରେ ‘ମହାନଦୀ ଜଳ ପ୍ରଦୂଷଣ ଓ ଆମ ଜୀବନ ଜୀବିକା ଶୀର୍ଷକରେ ଏକ କଥାଚକ୍ର…
Read More...

ଗଞ୍ଜେଇ ଚୋରା ଚାଲାଣ ଲିଙ୍କ : ୱେବ ସାମ୍ୱାଦିକ ଗିରଫ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : କଣ୍ଟେନରରେ ଗଞ୍ଜେଇ ଚୋରା ଚାଲାଣ ଲିଙ୍କରେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ମହୁଲବାହାଲି ଗ୍ରାମର ୱେବ ସାମ୍ୱାଦିକ ପ୍ରଶାନ୍ତ ପ୍ରଧାନକୁ ଗିରଫ କରିଛି ସୋନପୁର ପୁଲିସ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଏସପି ନାରାୟଣ ନାଏକ ।…
Read More...

ଧର୍ମପରାୟଣା ମହିଳା ଦ୍ରୌପଦୀ ମିଶ୍ରଙ୍କ ପରଲୋକ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସକାଳ ଭୋର ୫ଟା ବେଳେ ତରଭା ସହର ନିବାସୀ ଦ୍ରୌପଦୀ ମିଶ୍ର (୭୫)ଙ୍କ ଦେହାନ୍ତ ହୋଇଯାଇଛି । ସେ ସ୍ୱର୍ଗତ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ସୋମନାଥ ମିଶ୍ରଙ୍କ ଧର୍ମପତ୍ନୀ ଅଟନ୍ତି । ସେ ଦୀର୍ଘଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ । ଆଜି ଭୋର…
Read More...