କୁମାରକେଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଜିଲ୍ଲାର ଶ୍ରେଷ୍ଠ ବିଦ୍ୟାଳୟ ପୁରସ୍କାର
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା, ଉଲୁଣ୍ଡା ବ୍ଲକ, ମହଦା ପଂଚାୟତ ଅନ୍ତର୍ଗତ କୁମାରକେଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ୨୦୨୪-୨୫ ଶିକ୍ଷା ବର୍ଷର ଶ୍ରେଷ୍ଠ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ମାନରେ ସମ୍ମାନିତ କରାଯାଇଛି ।!-->…
Read More...
Read More...