ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ -୨୦୨୫ ପାଳିତ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ -୨୦୨୫ ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବାହ୍ନ ୯.୩୦ଟା ବେଳେ ସୁବର୍ଣ୍ଣପୁର ଡି.ଡି.ଆର୍.ସି କାର୍ଯ୍ୟାଳୟ ଠାରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ତହସିଲ ଅଫିସ ଛକ, ପୁରୁଣା!-->…
Read More...
Read More...