Browsing Tag

subarnapur news

ପୁଣି ଅଲୋଡ଼ା ହେଲା ଶିଶୁକନ୍ୟା

ସୁବର୍ଣ୍ଣପୁର, (କେପିଏ୍‌ଏସ୍‌) : ପୁଣି ଅଲୋଡ଼ା ହେଲା ଶିଶୁକନ୍ୟା । ପ୍ରବଳ ଶୀତରେ ରାସ୍ତାକଡ଼ରୁ ଗୁରୁତର ଅବସ୍ଥାରେ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା । କେହି ଶିଶୁକନ୍ୟାକୁ ଜନ୍ମ ଦେଇ ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ତୁଲୁଣ୍ଡୁପାଲି ଗାଁ ନିକଟ ରାସ୍ତାକଡରେ ମାଟିରେ ପୋତି ଚାଲି
Read More...

ସୁବର୍ଣ୍ଣପୁର ଜିଲ୍ଲା ଜୁନିୟର ରେଡକ୍ରସ କ୍ୟାମ୍ପରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

୫୧ଜଣ ସ୍ୱେଚ୍ଛାସେବୀ ରକ୍ତଦାନ କଲେ ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଜୁନିୟର ରେଡକ୍ରସ ଚେୟାରମ୍ୟାନ ତଥା ଜିଲ୍ଲା ଶିକ୍ଷାଧିକାରୀ ଲକ୍ଷ୍ମଣ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ, ଜିଲ୍ଲା ଜୁନିୟର ରେଡକ୍ରସ ସମ୍ପାଦକ ମଞ୍ଜୁଲତା ଭୋଇ ଓ ଜିଲ୍ଲା ଜୁନିୟର ରେଡକ୍ରସ
Read More...

ବର୍ଣ୍ଣାଳୀ ତାଲିମ ଶିବିର ଉଦ୍‌ଘାଟିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଡୁଙ୍ଗୁରିପାଲି ଠାରେ ବ୍ଲକସ୍ତରୀୟ ବର୍ଣ୍ଣାଳୀ ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ୩ ଦିନ ଧରି ଚାଲିବାକୁଥିବା ଏହି କାର୍ଯ୍ୟକ୍ରମକୁ ଡୁଙ୍ଗୁରିପାଲି ଉଚ୍ଚ ବିଦ୍ୟାଳୟର
Read More...

ନାରାୟଣପୁରରେ ପେପର କଭର ତିଆରି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ନାରାୟଣପୁର ଠାରେ ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମନିଯୁକ୍ତି ଶିକ୍ଷା କେନ୍ଦ୍ର ଦ୍ୱାରା ମହିଳାମାନଙ୍କୁ ପେପର କଭର, ପେପର ବ୍ୟାଗ, ଲଫାପା ଓ ଫାଇଲ ଆଦି ତିଆରି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ
Read More...

ନିର୍ମାଣଧୀନ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ପରିଦର୍ଶନ କଲେ ଜିଲ୍ଲାପାଳ

ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ତାଗିଦ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗ ସୁବର୍ଣ୍ଣପୁର ଦ୍ୱାରା ମେଘା ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଯୋଜନା ଅଧୀନରେ ଉଲୁଣ୍ଡା ଗଣ୍ଡାବାହାଲ ଠାରେ ନିର୍ମାଣଧୀନ
Read More...

ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୬୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ
Read More...

ଜିଲ୍ଲାସ୍ତରୀୟ କୃଷକ ସମାବେଶ

ଇନପୁଟ ସହାୟତା ରାଶି ଚାଷୀଙ୍କ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ଏହା ଜିଲ୍ଲାର ଅର୍ଥନୀତିକୁ ମଜବୁତ କରିବଧାନର ସର୍ବନିମ୍ନ ସହାୟକ ମୂଲ୍ୟ ସର୍ବନିମ୍ନ କୁଇଣ୍ଟାଲ ପିଛା ୨୩୦୦ ଟଙ୍କା ସହିତ ୮୦୦ ଟଙ୍କା ଇନପୁଟ ସହାୟତା ରାଶି ସହିତ ସମୁଦାୟ ୩୧୦୦ ଟଙ୍କା ପ୍ରଦାନର ଶୁଭାରମ୍ଭ ସୁବର୍ଣ୍ଣପୁର,
Read More...

ମୃଷୁଣ୍ଢି ଠାରେ ସିଆର୍‌ପି ଓ ଅଗ୍ରଣୀ ଚାଷୀଙ୍କ ଦୁଇଦିନିଆ ତାଲିମ ଶିବିର ଉଦ୍‌ଘାଟିତ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୃଷୁଣ୍ଢି ଗ୍ରାମପଞ୍ଚାୟତର ବୈଠକ ଗୃହରେ କମ୍ୟୁନିଟି ରିସୋର୍ସପର୍ଶନ (ସି.ଆର.ପି) ଓ ଅଗ୍ରଣୀ ଚାଷୀ ମାନଙ୍କର ଦୁଇଦିନିଆଁ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗ୍ଲୋବାଲଗ୍ରିନର ସଂଯୋଜକ ବିଶ୍ଵେଷ କୁମାର
Read More...

ପ୍ରୟୋଗ ତାଲିମ ଶିବିର ଉଦ୍‌ଯାପିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ଥିତ ଡୁଙ୍ଗୁରିପାଲି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ପ୍ରୟୋଗ ତାଲିମ ଉଦ୍‌ଯାପିତ ହୋଇଯାଇଛି । ୩ ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମକୁ ଡୁଙ୍ଗୁରିପାଲି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ
Read More...

ପ୍ରୟୋଗ ତାଲିମ ଶିବିର ଉଦ୍‌ଯାପିତ

ସୁବର୍ଣ୍ଣପୁର / ଏସ୍‌. ରାମପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଏସ୍‌. ରାମପୁର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ପ୍ରୟୋଗ ତାଲିମ ଉଦ୍‌ଯାପିତ ହୋଇଯାଇଛି । ତିନି ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମକୁ ଡୁଙ୍ଗୁରିପାଲି ରାମପୁର ଉଚ୍ଚ
Read More...